Latest Odisha News
Browsing Tag

awareness

ବେଦାନ୍ତ ଆଲୁମିନିୟମ୍ ପକ୍ଷରୁ ଯକ୍ଷ୍ମା ରୋଗ ଦୂର କରିବା ପାଇଁ ସଚେତନତା ଅଭିଯାନ

ଝାରସୁଗୁଡା: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ, ଝାରସୁଗୁଡା ଠାରେ ଯକ୍ଷ୍ମା (ଟିବି) ଉପରେ ସଚେତନତା ଡ୍ରାଇଭ୍ ଏକ ସିରିଜ୍ ସମାପ୍ତ କରି ୧୩ ଟି ଗାଁର ୩୫୦୦ ରୁ ଅଧିକ ବାସିନ୍ଦାଙ୍କ ନିକଟରେ ପହଂଚିଥିଲା । ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ହଁ, ଆମେ ଟିବି ଶେଷ…

ବଜ୍ରପାତ ଜନିତ ଅଘଟଣ ଏଡ଼ାଇବାକୁ ଏସଆରସିଙ୍କ ଗୁରୁତ୍ୱ

ଭୁବନେଶ୍ୱର: ସ୍ୱତନ୍ତ୍ର ରିଲିଫ୍‌ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ବଜ୍ରପାତଜନିତ ମୃତ୍ୟୁ ହ୍ରାସ ଦିଗରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ…

ବାରିପଦାରେ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଜନ ସଚେତନତା

ବାରିପଦା: ରିଜର୍ଭ ବ୍ୟାଙ୍କ ପକ୍ଷରୁ ବିଭିନ୍ନ ବ୍ୟାଙ୍କ ସେବାରେ ଦେଖା ଦେଉଥିବା ବିଭିନ୍ନ ପ୍ରକାର ଅଭିଯୋଗର ନିରାକରଣ ଏବଂ ରିଜର୍ଭ ବ୍ୟାଙ୍କ ସମନ୍ୱିତ ଲୋକପାଳ ଯୋଜନା ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ମୟୂରଭଞ୍ଜ ଜିଲ୍ଲାର ଅଗ୍ରଣୀ ବ୍ୟାଙ୍କ ବ୍ୟାଙ୍କ ଅଫ ଇଣ୍ଡିଆ…

କୋଭିଡ୍‌ ପରବର୍ତ୍ତୀ ଅବସ୍ଥାରେ ବଢ଼ିଛି ଯକ୍ଷ୍ମା ରୋଗୀଙ୍କ ସଂଖ୍ୟା

ଭୁବନେଶ୍ୱର: କୋଭିଡ୍‌ ପରବର୍ତ୍ତୀ ଅବସ୍ଥାରେ ସ୍ବାସ୍ଥ୍ୟସେବା ବ୍ୟବସ୍ଥା ସ୍ବାଭାବିକ ହେବା ପରେ ଯକ୍ଷ୍ମା ରୋଗୀଙ୍କ ସଂଖ୍ୟାରେ ବୃଦ୍ଧି ପରିଲକ୍ଷିତ ହୋଇଛି । ଏମ୍‌ସ ଭୁବନେଶ୍ୱରରେ ୨୦୨୨ ମସିହାରେ ୬୭୪ ଜଣ ଯକ୍ଷ୍ମା (ଟିବି) ରୋଗୀ ଚିହ୍ନଟ ହୋଇଥିଲେ । ଯାହାକି ୨୦୨୧ରେ ଏହି ଜାତୀୟ ସ୍ବାସ୍ଥ୍ୟ…

ଯକ୍ଷ୍ମା ଓ ମେରୁଦଣ୍ଡ ଯକ୍ଷ୍ମା ରୋଗର ନିରାକରଣ ସମ୍ଭବ: କିମ୍‌ସ ବିଶେଷଜ୍ଞ

ଭୁବନେଶ୍ୱର: ଜନସାଧାରଣଙ୍କ ମଧ୍ୟରେ ଯକ୍ଷ୍ମାରୋଗ ପ୍ରତି ସଚେତନତା ସୃଷ୍ଟି ସହ ଏହାର  ନିରାକରଣ ‘ବିଶ୍ୱ ଯକ୍ଷ୍ମା ଦିବସ’ ପାଳନର ମୁଖ୍ୟ ଉଦ୍ଦେଶ୍ୟ । ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୨୪ ତାରିଖରେ ଏହି ଦିବସ ପାଳନ କରାଯାଇଥାଏ । ୨୦୨୫ ସୁଦ୍ଧା ଭାରତରୁ ଯକ୍ଷ୍ମା ରୋଗର ସମ୍ପୂର୍ଣ୍ଣ ନିରାକରଣ ନିମନ୍ତେ…

ସ୍ୱଚ୍ଛତା ଅଭିଯାନ ନେଇ ଯୁବକଙ୍କ ନିଆରା ପ୍ରୟାସ

ସୁବର୍ଣ୍ଣପୁର : ଦେଶକୁ ସ୍ୱଚ୍ଛ ରଖିବା ପାଇଁ ଯୁବକଙ୍କ ନିଆରା ଅଭିଯାନ । ସ୍ୱଚ୍ଛ ଓ ସୁସ୍ଥ ଭାରତ ଗଠନର ବାର୍ତ୍ତା ନେଇ ସମଗ୍ର ଦେଶ ପରିକ୍ରମାର ଇଚ୍ଛା ରଖିଥିବା ୩ ଜଣ ଯୁବକ ସୁବର୍ଣ୍ଣପୁର ଜିଲ୍ଲାରେ ପହଁଚିଛନ୍ତି । ଏମାନେ ହେଲେ ଉତ୍ତର ପ୍ରଦେଶ ନିବାସୀ ଅନିତେଶ ଶର୍ମା, ଝାରଖଣ୍ଡ ର ଅମିତ…

ଶୀତ ଲହରୀ ନେଇ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ଶୀତର ଲହରୀ ନେଇ ୧୫ଟି ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି । ୫ଟି ଜିଲ୍ଲାକୁ ତୀବ୍ର ଶୀତ ଲହରି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାରେ ସ୍ୱାଭାବିକଠାରୁ ୬.୪ ଡିଗ୍ରୀ ବା ତାଠୁ ଆହୁରି କମ୍ ତାପମାତ୍ରା ରହିବ ବୋଲି ପାଣିପାଗ କେନ୍ଦ୍ର…

କରୋନା ଅପଡେଟ୍‌; ଇନ୍‌ଷ୍ଟାଗ୍ରାମରେ ସଲମାନ୍ ଶେୟାର କଲେ ସର୍ଟ ଫିଲ୍ମ ‘ବାସ୍ତବ୍‌-୨’ !

ମୁମ୍ବାଇ: କରୋନାଭାଇରସ୍ ଉପରେ ଆଧାରିତ ଏକ ସର୍ଟଫିଲ୍ମକୁ ସୋସିଆଲ୍ ମିଡିଆରେ ଶେୟାର କଲେ ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ । ଫିଲ୍ମର ଟାଇଟଲ୍ ରହିଛି ବାସ୍ତବ୍‌-୨ । ବୁଧବାର ନିଜ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ସଲମାନ ସର୍ଟ ଫିଲ୍ମ ବାସ୍ତବ-୨କୁ ଶେୟାର କରିଛନ୍ତି । କରୋନାଭାଇରସ୍ ଉପରେ…