Latest Odisha News

BREAKING NEWS

Browsing Tag

Ayodhya

ଓଡ଼ିଶା ଦେଇ ଅଯୋଧ୍ୟା ଯିବ ୪ ଆସ୍ଥା ଏକ୍ସପ୍ରେସ

ଭୁବନେଶ୍ୱର: ପୂର୍ବତଟ ରେଳପଥ ଦେଇ ଚାଲିବ ୪ଟି ଆସ୍ଥା ଏକ୍ସପ୍ରେସ। ଏହା ବିଭିନ୍ନ ଷ୍ଟେସନ ଦେଇ ଓଡ଼ିଶାକୁ ସିଧାସଳଖ ଅଯୋଧ୍ୟା ସହ ସଂଯୋଗ କରିବ। ମିଳିଥିବା ସୂଚନା ମୁତାବକ ଗୋଟିଏ ଆସ୍ଥା ଏକ୍ସପ୍ରେସ ଆସନ୍ତା ୩୧ ତାରିଖରେ ଆନ୍ଧ୍ରପ୍ରଦେଶର ଗୁଣ୍ଟୁରରୁ ବାହାରି ଓଡ଼ିଶାର ବିଭିନ୍ନ ଷ୍ଟେସନ ଦେଇ…

ପୌରାଣିକ ଯୁଗରେ ଅଯୋଧ୍ୟାର ନାଁ କଣ ରହିଥିଲା, କେତେ ଥର ବଦଳିଛି ଏହି ସହରର ନାଁ

ନୂଆଦିଲ୍ଲୀ: ରାମମୟ ପାଲଟିଛି ଅଯୋଧ୍ୟା। ଆସନ୍ତା ୨୨ ତାରିଖରେ ପ୍ରାଣ ପ୍ରତିଷ୍ଠା ହେବ। ଏଥିପାଇଁ ହୋମଯଜ୍ଞ ଜାରି ରହିଛି। ଆଜି ହେଉଛି ତୃତୀୟ ଦିନ। ପ୍ରଭୁ ରାମଙ୍କ ଆଗମନ ପାଇଁ ଅଯୋଧ୍ୟା ପାଲଟିଛି ରାମମୟ। କିନ୍ତୁ ଆପଣ କେବେ ଚିନ୍ତା କରିଛନ୍ତି କି ଅତୀତରେ ଏହି ଅଯୋଧ୍ୟାକୁ ନେଇ କେତେ ବିବାଦ…

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାର କାର୍ଯ୍ୟକ୍ରମର ଦ୍ୱିତୀୟ ଦିବସ, ମନ୍ଦିରରେ ପ୍ରବେଶ କରିବେ ରାମ ଲାଲା

ନୂଆଦିଲ୍ଲୀ: ଅଯୋଧ୍ୟାରେ ଆସନ୍ତା ୨୨ ତାରିଖରେ ରାମ ମନ୍ଦିରରେ ରାମଲାଲାଙ୍କର ପ୍ରାଣ ପ୍ରତିଷ୍ଠା କରାଯିବ। ଏହାର ୭ ଦିନ ଆଗରୁ କାର୍ଯ୍ୟକ୍ରମକୁ ଆରମ୍ଭ କରିଦିଆଯାଇଛି। ଆଜି ହେଉଛି ତାହାର ଦ୍ୱିତୀୟ ଦିବସ। ହୋମ ଯଜ୍ଞରେ କମ୍ପୂଛି ଅଯୋଧ୍ୟା ନଗରୀ। ଆଜି ଦ୍ୱିତୀୟ ଦିନରେ ରାମ ଲାଲା ମନ୍ଦିରରେ…

ଅଯୋଧ୍ୟାରେ ଶୋଭା ପାଇପାରେ ସ୍ଥପତି ସୁଦର୍ଶନ ସାହୁଙ୍କ ହାତ ତିଆରି ମୂର୍ତ୍ତି

ଭୁବନେଶ୍ୱର: ବହୁଚର୍ଚ୍ଚିତ ଓ ପ୍ରତୀକ୍ଷିତ ଅଯୋଧ୍ୟାରେ ନିର୍ମାଣାଧୀନ ରାମ ମନ୍ଦିରରେ ଶୋଭା ପାଇପାରେ ଓଡ଼ିଆ ସ୍ଥପତି ସୁଦର୍ଶନ ସାହୁଙ୍କ ହାତ ତିଆରି ମୂର୍ତ୍ତି। ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କଠାରୁ ନିମନ୍ତ୍ରଣ ପାଇ ଶିଳ୍ପୀ ସୁଦର୍ଶନ ରାମ ମନ୍ଦିର ନିର୍ମାଣସ୍ଥଳ ପରିଦର୍ଶନ କରିଥିଲେ।

୨୦୨୪ ଜାନୁଆରୀ ପହିଲାରେ ଉଦଘାଟିତ ହେବ ଅଯୋଧ୍ୟା ରାମ ମନ୍ଦିର: ଅମିତ ଶାହ

ନୂଆଦିଲ୍ଲୀ: ନିର୍ବାଚନ ବର୍ଷରେ ବିଜେପି ପୁଣି ଖେଳିବ ହିନ୍ଦୁତ୍ୱ କାର୍ଡ । ୨୦୨୪ରେ ଦେଶରେ ସାଧାରଣ ନିର୍ବାଚନ ହେବାକୁ ଥିବା ବେଳେ ସେହିବର୍ଷ ଜାନୁଆରୀ ପହିଲାରେ ଅଯୋଧ୍ୟା ରାମ ମନ୍ଦିରର ଲୋକାର୍ପଣ କରାଯିବ । ଆଜି ଏନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି । ଶାହ…

ବାବରୀ ମସଜିଦ ଧ୍ୱଂସକୁ ୩୦ବର୍ଷ, ଅଯୋଧ୍ୟାରେ ହାଇଆଲର୍ଟ

ନୂଆଦିଲ୍ଲୀ : ବାବରୀ ମସଜିଦ ଧ୍ୱଂସକୁ ୩୦ବର୍ଷ  । ୧୯୯୨ରେ ବାବରୀ ମସଜିଦ ଭାଙ୍ଗିଥିଲେ କାର ସେବକ ।  ୫ଘଣ୍ଟାରେ ଧ୍ୱଂସଲୀଳା ରଚିଥିଲେ ଦେଢ ଲକ୍ଷ କର୍ ସେବକ । ଅଯୋଧ୍ୟାରେ ହାଇଆଲର୍ଟ ଓ ସ୍କୁଲ, କଲେଜ ଛୁଟି ଘୋଷଣା ହୋଇଛି । ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା…

ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଚାନ୍ଦା ଦେଲେ ଭୀଷ୍ମ ପିତାମହ ମୁକେଶ ଖନ୍ନା

ମୁମ୍ବାଇ: ଅଯୋଧ୍ୟା ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଚାନ୍ଦା ଦେଇଛନ୍ତି ଭୀଷ୍ମ ପିତାମହ ମୁକେଶ ଖନ୍ନା । ମୁକେଶ ଖନ୍ନା ୧.୧୧ ଲକ୍ଷ ଟଙ୍କାର ଚେକ୍ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଦେଇଛନ୍ତି । ମୁକେଶଙ୍କ ଫ୍ୟାନ୍ ପେଜ୍ ରେ ଏନେଇ ଟ୍ବିଟ୍ କରି ସୂଚନା ଦିଆଯାଇଛି । ଟିବିଟ୍ ରେ…

ଟିକା ନେଇଥିବା ୭ ମହିଳା କନଷ୍ଟେବଳ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଅଯୋଧ୍ୟା: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ସ୍ଥଳ ଚେକିଂ ପଏଣ୍ଟରେ ମୁତୟନ ୭ ମହିଳା କନଷ୍ଟେବଳ ଶନିବାର ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ । ଏମାନେ ସମସ୍ତେ ଗତକାଲି କରୋନା ଟିକା ନେଇଥିଲେ । ଡ୍ୟୁଟିରେ ଥିବା ସମୟରେ ଏହି ମହିଳା କନଷ୍ଟେବଳଙ୍କର ମୁଣ୍ଡ ବୁଲାଇବା ସହିତ ଅସୁସ୍ଥ ଅନୁଭବ…

ଅଯୋଧ୍ୟାରେ ଜମୁଛି ଭବ୍ୟ ରାମଲୀଲା

ଅଯୋଧ୍ୟା: କରୋନା ସଙ୍କଟ ମଧ୍ୟରେ ସରାୟୁ ନଦୀ କୂଳରେ ଆରମ୍ଭ ହୋଇଛି ଭବ୍ୟ ରାମଲୀଲା । ଶନିବାରଠାରୁ ଆରମ୍ଭ ହୋଇଥିବା ଏହି ରାମଲୀଲାରେ ସିନେ ଜଗତର କିଛି କଳାକାର ମଧ୍ୟ ସାମିଲ ହୋଇଛନ୍ତି । କେବଳ ଏତିକି ନୁହେଁ ଏହି ରାମଲୀଳାରେ ଭାରତୀୟ ଜନତା ପାର୍ଟିର ଦୁଇ ସାଂସଦ ତଥା ଅଭିନେତା ମନୋଜ ତିଓ୍ଵାରୀ…