ଆଉ ଜଣେ କେନ୍ଦ୍ରମନ୍ତ୍ରୀ କରୋନା ପଜିଟିଭ୍
ନୂଆଦିଲ୍ଲୀ: କେନ୍ଦ୍ର ପ୍ରତିରକ୍ଷା ଓ ଆୟୁଷ ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାଏକଙ୍କୁ କରୋନା । କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ନିଜେ ଟ୍ୱିଟ୍ କରି ସେ ଏହି ସୂଚନା ଦେଇଛନ୍ତି । ଏବେ ହୋମ୍ ଆଇସୋଲେସନରେ ଅଛନ୍ତି ଶ୍ରୀପଦ ନାଏକ ।
କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଛନ୍ତି, ନିକଟ ଅତୀତରେ…