Latest Odisha News
Browsing Tag

Badamba

୩୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଜେଇ, ଘରୁ ମିଳିଲା ନଗଦ ୩ ଲକ୍ଷ

ଭୁବନେଶ୍ୱର: କଟକ ଜିଲ୍ଲା ବଡ଼ମ୍ବା ବ୍ଲକର କନିଷ୍ଠ ଯନ୍ତ୍ରୀ ବାଉରିବନ୍ଧୁ ପରିଡ଼ା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ । ତାଙ୍କ ଠାରୁ ଲାଞ୍ଚ ନେଇଥିବା ୩୦ ହଜାର ଟଙ୍କା ଜବତ କରିବା ସହ ଭିଜିଲାନ୍ସ ଘରେ ଓ ଅଫିସରେ ଚଢ଼ାଉ କରିଥିଲା । ଚଢ଼ାଉ ବେଳେ ବଡ଼ମ୍ବା ବ୍ଲକର ଜେଇ…

ବଡ଼ମ୍ବା ସମବାୟ ଚିନି କଳ ସମ୍ପର୍କରେ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ବଡ଼ମ୍ବା ଚିନି କଳ ସମ୍ପର୍କରେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଅଧ୍ୟକ୍ଷତାରେ ଆଜି ଏକ ଉଚ୍ଚସ୍ତରୀୟ ବୈଠକ ଅନୁୂଷ୍ଠିତ ହୋଇଯାଇଛି । ଲୋକସେବା ଭବନରେ ଆୟୋଜିତ ଉକ୍ତ ବୈଠକରେ ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର, ସମବାୟ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ କୁମାର ଚଢା,…

ବଡମ୍ବା ହାଜତ ମୃତ୍ୟୁ ମାମଲା, କଟକ ଜିଲ୍ଲାପାଳ ଏବଂ ପିସିସିଏଫଙ୍କୁ ଏନଏଚଆରସିଙ୍କ ରିପୋର୍ଟ ତଲବ

ନୂଆଦିଲ୍ଲୀ : ବହୁ ଚର୍ଚ୍ଚିତ ବଡ଼ମ୍ବା ଜଙ୍ଗଲ ବିଭାଗ ହାଜତରେ ଧନେଶ୍ୱର ବେହେରାଙ୍କ ମୃତ୍ୟୁ ଘଟଣାରେ ଶୁକ୍ରବାର କଟକ ଜିଲ୍ଲାପାଳ ଏବଂ ପିସିସିଏଫ୍‌ଙ୍କୁ ରିପୋର୍ଟ ତଲବ କରିଛନ୍ତି ଜାତୀୟ ମାନବାଧିକାର କମିଶନ । ୪ ସପ୍ତାହ ମଧ୍ୟରେ ତଦନ୍ତ ରିପୋର୍ଟ ଦାଖଲ ପାଇଁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।…

ବନ ବିଭାଗ ହେପାଜତରେ ମୃତ୍ୟୁ ମାମଲା, ୬ ବନ କର୍ମଚାରୀ ଗିରଫ

କଟକ: ଆଠଗଡ଼ ବଡ଼ମ୍ବା ବନ ବିଭାଗ ହେପାଜତରେ ଧନେଶ୍ୱର ବେହେରା ମୃତ୍ୟୁ ମାମଲା । ପୋଲିସ ହାତରେ ବନ୍ଧା ହେଲେ ୬ ଜଣ ବନ କର୍ମଚାରୀ । ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରାଙ୍କ ସହ ଫରେଷ୍ଟର ମନୋଜ ଦାସ, ଦୀପକ ସେଠୀ, ଫରେଷ୍ଟ ଗାର୍ଡ ସୁନାୟକ ମାଝୀ, କୁନା ବେହେରା ଓ ପ୍ରଭାତ ପ୍ରଧାନ ଗିରଫ ହୋଇଛନ୍ତି…

ଟି-ବ୍ରିଜରେ ଦଳାଚକଟା, ଶୋକ ପ୍ରକାଶ କରି ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବଡ଼ମ୍ବା ସିଂହନାଥ ମନ୍ଦିର ଟି-ବ୍ରିଜରେ ଦଳାଚକଟାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ଲାଗି ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି । ଏଥିସହ ଅହି ଅଘଟଣରେ ଆହତ ମାନଙ୍କୁ ମାଗଣାରେ…

ବଡ଼ମ୍ବା ସିଂହନାଥ ପୀଠ ଟି-ବ୍ରିଜରେ ଦଳାଚକଟା, ୧୦ରୁ ଅଧିକ ଗୁରୁତର

ଆଠଗଡ଼: ମକର ମେଳାର ଅଘଟଣ । ବଡ଼ମ୍ବା ସିଂହନାଥ ପୀଠକୁ ସଂଯୋଗ କରୁଥିବା ଟି-ବ୍ରିଜରେ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଛି । ମନ୍ଦିରରୁ ସଂଯୋଗ କରୁଥିବା ଅଣଓସାରିଆ ରାସ୍ତାରେ ଦଳାଚକଟା ହୋଇଥିବା ବେଳେ ୧୦ରୁ ଅଧିକ ଶ୍ରଦ୍ଧାଳୁ ଗୁରୁତର ଆହତ ହୋଇଛନ୍ତି । କିଛି ଶ୍ରଦ୍ଧାଳୁ ଜୀବନ ବିକଳରେ…