ବିରୋଧୀଙ୍କ ଇସ୍ତଫା ଦାବିର ଜବାବ ଦେଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ୱର: ବାହାନଗା ଦୁର୍ଘଟଣା ପରେ ବିରୋଧୀ ଦଳ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଟାର୍ଗେଟ୍ କରିଛନ୍ତି । ଶହ ଶହ ଯାତ୍ରୀଙ୍କ ମୃତ୍ୟୁ ପରେ ଅଶ୍ୱିନୀ ବୈଷ୍ଣବଙ୍କ ଇସ୍ତଫା ଦାବି କରିଥିବା ବେଳେ ଜବାବ ରଖିଛନ୍ତି ରେଳ ମନ୍ତ୍ରୀ ।
ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ସମୟ ରାଜନୀତି କରିବାର…