Latest Odisha News

BREAKING NEWS

Browsing Tag

Bahuda Jatra

ବାହୁଡ଼ା ପହଣ୍ଡି ଆରମ୍ଭ, ଶରଧାବାଲିରେ ଲାଗିଛି ଭକ୍ତଙ୍କ ଗହଳି

ପୁରୀ: ଜନ୍ମବେଦୀରେ ଲୀଳାଖେଳା ସାରି ଶ୍ରୀମନ୍ଦିର ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି । ଆଜି ବାହୁଡ଼ା ଯାତ୍ରା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ନୀତିକାନ୍ତି ସଅଳ ଚାଲିଛି । ନିର୍ଦ୍ଧାରିତ ସମୟର ୪ ଘଣ୍ଟା ପୂର୍ବରୁ ପହଣ୍ଡି ଆରମ୍ଭ ହୋଇଥିବା ବେଳେ ଦର୍ପଦଳନ ରଥରେ ବିରାଜିତ ହୋଇଛନ୍ତି…

ବାହୁଡାଯାତ୍ରା ନୀତି ସଅଳ ହେବ

ପୁରୀ: ମହାପ୍ରଭୁଙ୍କ  ବାହୁଡ଼ାଯାତ୍ରା ଯାତ୍ରା ପାଇଁ ବଡ଼ ଦାଣ୍ଡ ପ୍ରସ୍ତୁତ ଥିବାବେଳେ ଏବେ ରଥ ମଧ୍ୟ ପ୍ରସ୍ତୁତ ରହିଛି । ମହାପ୍ରଭୁଙ୍କୁ ମଧ୍ୟ ବାହୁଡ଼ାଯାତ୍ରାରେ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ କାର୍ଯ୍ୟକ୍ରମ ପ୍ରସ୍ତୁତି ଆରମ୍ଭ ହୋଇଛି । ଚଳିତ ବର୍ଷ ବାହୁଡ଼ା ଯାତ୍ରାର ନୀତି ସଅଳ…

ଆଜି ଦକ୍ଷିଣମୋଡ଼ ନେବ ତିନି ରଥ

ପୁରୀ: ମହାପ୍ରଭୁଙ୍କ  ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।  ଗୁଣ୍ଡିଚା ମନ୍ଦିର ନିକଟ ଶରଧାବାଲିରେ  ଥିବା ତିନିରଥ ଦକ୍ଷିଣମୋଡ଼ ନେବ । ତିନି ରଥ ନାକଚଣା ଦ୍ୱାରସ୍ଥିତ ଶରଧାବାଲିରେ ବିଜେ କରିବେ । ଏଥିପାଇଁ ଶରଧାବାଲି ସମ୍ମୁଖକୁ ସଫାସୁତରା କରାଯାଇଛି । ବାଲି ବିଛା ଯାଇ ସମତୁଲ…

କାର୍ଟୁନ କହୁଛି ରଥଯାତ୍ରା କାହାଣୀ, ଫଟୋ ଭାଇରାଲ

ଭୁବନେଶ୍ୱର: କଥା କହୁଛି ଶ୍ରୀଜିଉଙ୍କ କାର୍ଟୁନ ଫଟୋ । ଫଟୋରେ ରହିଛି ୯ଦିନର ନବଦିନାତ୍ମକ ଯାତ୍ରା କାହାଣୀ । ନଅ ଦିନର ଯାତ୍ରା ରଥଯାତ୍ରା । ପୁଣି ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡା । ଏହାରି ଭିତରେ ମା’ଲକ୍ଷ୍ମୀଙ୍କ ଅଭିମାନ ଆଉ ନନ୍ଦିଘୋଷ ରଥ ଭଙ୍ଗା । ବାହୁଡା ବାଟରେ ପୁଣି ଲକ୍ଷ୍ମୀ…

କର୍ଫ୍ୟୁ ଭିତରେ ବାହୁଡିଲେ ମହାପ୍ରଭୁ, ସିଂହଦ୍ୱାର ସମ୍ମୁଖରେ ୩ ରଥ

ପୁରୀ: କର୍ଫୁ ଭିତରେ ବାହୁଡିଲେ ମହାପ୍ରଭୁ । ବିନା ଭକ୍ତରେ ସରିଲା ବାହୁଡା ଯାତ୍ରା । ଜନ୍ମବେଦୀରୁ ପୁଣି ରତ୍ନବେଦୀକୁ ଫେରିବେ ତିନି ଠାକୁର । ସିଂହଦ୍ୱାର ସମ୍ମୁଖରେ ୩ ରଥ । ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କର ଦର୍ପଦଳନ ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ପହଂଚିବା…

ସୁଦର୍ଶନଙ୍କ ବାଲୁକା କଳାରେ ଚକା ଆଖି, ତିନି ରଥ ଓ ଶ୍ରୀଜିଉ

ପୁରୀ : କରୋନା ସଂକ୍ରମଣ ପାଇଁ ଭକ୍ତକୁ ବଡ ଦାଣ୍ଡ ମନା । ଗୁଣ୍ଡିଚା ପରି ବାହୁଡାରେ ବି ରଥ ଉପରେ ସେଇ ଚକା ଆଖିକୁ ଦେଖିବାର ସୁଯୋଗ ନାହିଁ । ସେପଟେ ବେଳାଭୂମିରେ ନିଜ ବାଲୁକା କଳା ମାଧ୍ୟମରେ ଚକା ଆଖି, ତିନି ରଥ ଓ ତିନି ଠାକୁରଙ୍କୁ ଦର୍ଶାଇଛନ୍ତି । ବାହୁଡା ଯାତ୍ରା ଅବସରରେ…

ବିନା ଭକ୍ତରେ ଜନ୍ମଦେବୀରୁ ରତ୍ନ ବେଦୀକୁ ଫେରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ପୁରୀ :କରୋନା ସଂକ୍ରମଣ ଭୟ ଯୋଗୁଁ ଆଜି ବି ଭକ୍ତ ଓ ଭଗବାନଙ୍କ ମିଳନ ହୋଇପାରିନି ବଡ ଦାଣ୍ଡରେ । ଗୁଣ୍ଡିଚା ଦିନ ବିନା ଭକ୍ତରେ ମହାପ୍ରଭୁ ରତ୍ନବେଦୀରୁ ଆସିଥିଲେ ଜନ୍ମ ବେଦୀ । ଏବେ ଫେରିଗଲା ବେଳେ ବି ଭକ୍ତ ନାହାନ୍ତି । କେବଳ ହାତ ଗଣତି ସେବାୟତ ଓ ପୋଲିସଙ୍କ ସାହାଯ୍ୟରେ ରଥଟଣା ଯିବ । ଘରେ…