ଆମେରିକା, ଆବୁ ଧାବି, ନାଇଜେରିଆ, କତାର, ଇଥୋପିଆରୁ ପ୍ରବାସୀ ଓଡିଆଙ୍କୁ ଫେରାଇ ଆଣିବା ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ
ଭୁବନେଶ୍ୱର- ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଆମେରିକା, ଆବୁ ଧାବି, ନାଇଜେରିଆ, କତାର, ଇଥୋପିଆ ସମେତ ବିଭିନ୍ନ ଦେଶରେ ଲକ୍ଡାଇନ ଯୋଗୁଁ ଫସିରହିଥିବା ପ୍ରବାସୀ ଓଡିଆଙ୍କୁ ଭାରତ ଫେରାଇ ଆଣିବା ପାଇଁ ସଂପୃକ୍ତ ଦେଶରେ ଅବସ୍ଥାପିତ ଭାରତୀୟ…