Latest Odisha News

BREAKING NEWS

Browsing Tag

Bail

ଚିନ୍ମୟ କୃଷ୍ଣ ଦାସଙ୍କ ଜାମିନ ଆବେଦନ ଖାରଜ, ଦୁଃଖଦ ଘଟଣା କହିଲା ଇସ୍କନ

ଢାକା: ହିନ୍ଦୁ ସନ୍ୟାସୀ ଚିନ୍ମୟ କୃଷ୍ଣ ଦାସଙ୍କ ଜାମିନ ଦେବାକୁ ଚଟଗାଓଁ କୋର୍ଟ ଖାରଜ କରି ଦେଇଛନ୍ତି। ଗୁରୁବାର ଦିନ ଇସ୍କନ କୋଲକାତା କୋର୍ଟଙ୍କ ଏହି ନିଷ୍ପତ୍ତିକୁ ଦୁଃଖଦାୟକ ବୋଲି କହିଛନ୍ତି। ଇସ୍କନ୍ ମୁଖପାତ୍ର ରାଧାରମନ୍ ଦାସ କହିଛନ୍ତି ଯେ ଶୁଣାଣି ସମୟରେ ଓକିଲମାନେ ଚିନ୍ମୟ ଦାସଙ୍କ…

ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ଆଶ୍ବସ୍ତି, ବମ୍ବେ ହାଇକୋର୍ଟ ଦେଲେ ଜାମିନ

ମୁମ୍ବାଇ: ବ୍ୟବସାୟୀ ଜୟା ଶେଟ୍ଟୀଙ୍କ ହତ୍ୟା ମାମଲାରେ ବମ୍ବେ ହାଇକୋର୍ଟ ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଚଳିତ ବର୍ଷ ଆରମ୍ଭରେ ସ୍ୱତନ୍ତ୍ର ସିବିଆଇ କୋର୍ଟ ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଜୟା ଶେଟ୍ଟୀଙ୍କୁ ୪ ମେ ୨୦୦୧ରେ…

ମନୀଷ ସିସୋଦିଆଙ୍କୁ ନିରାଶ କଲେ ଅଦାଲତ, ଏପ୍ରିଲ ୧୭ ପର୍ଯ୍ୟନ୍ତ ହାଜତ ମିଆଦ ବୃଦ୍ଧି

ନୂଆଦିଲ୍ଲୀ : ମଦ ଦୁର୍ନୀତି ମାମଲାରେ ଛନ୍ଦି ହୋଇ ବିଚାର ବିଭାଗୀୟ ହାଜତରେ ଥିବା ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସୋମବାର ନିରାଶ ହେବାକୁ ପଡ଼ିଛି । କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦ୍ୱାରା ତଦନ୍ତ କରାଯାଉଥିବା ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀର ରୌଜ୍‌…

ଭାରତୀ ସିଂ ଓ ସ୍ୱାମୀ ହର୍ଷଙ୍କୁ ମିଳିଲା ଜାମିନ

ମୁମ୍ବାଇ: କମେଡି କୁଇନ୍ ଭାରତୀ ସିଂ ଏବଂ ତାଙ୍କ ସ୍ୱାମୀ ହର୍ଷ ଲିମ୍ଵାଚିଆଙ୍କୁ ମୁମ୍ଵାଇର ଏକ କୋର୍ଟ ଜାମିନ ପ୍ରଦାନ କରିଛନ୍ତି । ସେମାନଙ୍କ ଘରୁ ଗଞ୍ଜେଇ ମିଳିବା ପରେ ଶନିବାର ଭାରତୀ ଓ ରବିବାର ହର୍ଷଙ୍କୁ ଗିରଫ କରିଥିଲା ଏନସିବି । ଉଭୟଙ୍କୁ ମାରାଥନ ଜେରା ପରେ କୋର୍ଟ ଚାଲାଣ…