Latest Odisha News

BREAKING NEWS

Browsing Tag

Bail Plea

ବିଆରଏସ ନେତ୍ରୀ କେ. କବିତାଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ: ଅବକାର ଦୁର୍ନୀତି ମାମଲାର‌େ ଦିଲ୍ଲୀ ହାଇକୋର୍ଟ ବିଆରଏସ ନେତ୍ରୀ କେ. କବିତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ଏବଂ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଦ୍ୱାରା ହୋଇଥିବା ମାମଲାଗୁଡ଼ିକରେ ତାଙ୍କ ଜାମିନ ଆବେଦନକୁ ଖାରଜ…

ଅର୍ଚ୍ଚନା ନାଗ ଜାମିନ୍ ଆବେଦନ ମାମଲା, ତଦନ୍ତ ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ

କଟକ: ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ହନିଟ୍ରାପ୍ ମାମଲାରେ ମଙ୍ଗଳବାର ହାଇକୋର୍ଟ ପୋଲିସକୁ ରିପୋର୍ଟ ମାଗିଛନ୍ତି । ତଦନ୍ତ କେତେ ଆଗେଇଛି, ଏବେ ସ୍ଥିତି କଣ ? ସେନେଇ ପୋଲିସକୁ ବିବରଣୀ ମାଗିଛନ୍ତି ଓଡ଼ିଶା ହାଇକୋର୍ଟ । ହନିଟ୍ରାପ୍ ମାମଲାରେ ଅର୍ଚ୍ଚନା ନାଗଙ୍କ ଜାମିନ୍ ଆବେଦନର ଶୁଣାଣି ବେଳେ…

ଜାମିନ୍ ପାଇଁ ଉପର କୋର୍ଟକୁ ଗଲେ ଅର୍ଚ୍ଚନା, ଜଗବନ୍ଧୁଙ୍କ ଜାମିନ୍ ଆବେଦନ ଖାରଜ

ଭୁବନେଶ୍ୱର: ଜେଲରେ ବିଚଳିତ ହୋଇ ପଡ଼ିଲେଣି ଅର୍ଚ୍ଚନା ଓ ଜଗବନ୍ଧୁ । ଛାଟିପିଟି ହେଉଛନ୍ତି ବାହାରକୁ ବାହାରିବା ଲାଗି । ଜାମିନରେ ମୁକୁଳିବା ଲାଗି ବାରମ୍ବାର କୋର୍ଟରେ ଆବେଦନ କରୁଛନ୍ତି । ଅନ୍ୟପଟେ ଅର୍ଚ୍ଚନା ଓ ଜଗବନ୍ଧୁଙ୍କ ଲିଙ୍କରେ ଇଡି ସ୍କାନରକୁ ଆସୁଛନ୍ତି ଅନେକ ବଡ଼ ବଡ଼ିଆ । ଯାହାକି…

ହନିଟ୍ରାପ୍ ମାମଲାରେ ଅର୍ଚ୍ଚନା ନାଗର ଜାମିନ୍ ଆବେଦନ ଖାରଜ କଲେ କୋର୍ଟ

ଭୁବନେଶ୍ୱର: ବ୍ଲାକମେଲିଂ ମାମଲାରେ ଗିରଫ ଅର୍ଚ୍ଚନା ନାଗର ଜାମିନ୍ ଆବେଦନ ଖାରଜ ହୋଇଛି । ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ବ୍ଲାକମେଲିଂ ମାମଲାରେ କୋର୍ଟ ଅର୍ଚ୍ଚନା ନାଗର ଜାମିନ୍ ଆବେଦନକୁ ଖାରଜ କରିଛନ୍ତି । ଅକ୍ଷୟ ପରିଜାଙ୍କୁ, ଅର୍ଚ୍ଚନା ବ୍ଲାକମେଲ୍ କରିବା ନେଇ ନୟାପଲ୍ଲୀ ଥାନାରେ…

ଡବଲ ମର୍ଡର ମାମଲାରେ ଜାମିନ୍ ପାଇଲେ ପୂର୍ବତନ ବିଧାୟକ ଅନୁପ ସାଏ

ଝାରସୁଗୁଡ଼ା: ମାଆ, ଝିଅଙ୍କୁ ହତ୍ୟା ମାମଲାରେ ପୂର୍ବତନ ବିଧାୟକଙ୍କୁ ସର୍ତ୍ତମୂଳକ ଜାମିନ୍ ମିଳିଛି । ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ସର୍ତ୍ତମୂଳକ ଜାମିନ୍ ପ୍ରଦାନ କରିଛନ୍ତି ବିଳାସପୁର ହାଇକୋର୍ଟ । ୨୦୧୬ ମସିହାରେ ଘଟିଥିବା ଡବଲ ମର୍ଡର ଘଟଣାର ମୁଖ୍ୟ ଅଭିଯୁକ୍ତ ଥିଲେ…

ହାଇକୋର୍ଟରେ ହନିଟ୍ରାପ୍ ମାମଲା, ଖୋଲିବ କି ଅର୍ଚ୍ଚନାଙ୍କ ‘ନାଗ ଫାସ’ର ପୂରା ଗୁମର

ଭୁବନେଶ୍ୱର: ରହସ୍ୟମୟୀ ବ୍ଲାକେମଲର ଅର୍ଚ୍ଚନାଙ୍କୁ ନେଇ ଚର୍ଚ୍ଚା ଥମୁନି । ଗିରଫ ପରେ ଝାରପଡ଼ା ଜେଲରେ ଅର୍ଚ୍ଚନା ଥିବାବେଳେ ଗୋଟିଏ ପରେ ଗୋଟିଏ ନୂଆ ଓ ରୋଚକ ତଥ୍ୟ ଆସୁଛି । ଜେଲର ଅନ୍ଧାର କୋଠରିରେ ଅର୍ଚ୍ଚନା ଅଣନିଶ୍ୱାସୀ ହୋଇ ପଡ଼ିଥିବା ବେଳେ ଭୁବନେଶ୍ୱର ଏସଡିଜେଏମ୍ କୋର୍ଟରେ କରିଛନ୍ତି…