Latest Odisha News

BREAKING NEWS

Browsing Tag

Bail Plea

ଅର୍ଚ୍ଚନା ନାଗ ଜାମିନ୍ ଆବେଦନ ମାମଲା, ତଦନ୍ତ ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ

କଟକ: ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ହନିଟ୍ରାପ୍ ମାମଲାରେ ମଙ୍ଗଳବାର ହାଇକୋର୍ଟ ପୋଲିସକୁ ରିପୋର୍ଟ ମାଗିଛନ୍ତି । ତଦନ୍ତ କେତେ ଆଗେଇଛି, ଏବେ ସ୍ଥିତି କଣ ? ସେନେଇ ପୋଲିସକୁ ବିବରଣୀ ମାଗିଛନ୍ତି ଓଡ଼ିଶା ହାଇକୋର୍ଟ । ହନିଟ୍ରାପ୍ ମାମଲାରେ ଅର୍ଚ୍ଚନା ନାଗଙ୍କ ଜାମିନ୍ ଆବେଦନର ଶୁଣାଣି ବେଳେ…

ଜାମିନ୍ ପାଇଁ ଉପର କୋର୍ଟକୁ ଗଲେ ଅର୍ଚ୍ଚନା, ଜଗବନ୍ଧୁଙ୍କ ଜାମିନ୍ ଆବେଦନ ଖାରଜ

ଭୁବନେଶ୍ୱର: ଜେଲରେ ବିଚଳିତ ହୋଇ ପଡ଼ିଲେଣି ଅର୍ଚ୍ଚନା ଓ ଜଗବନ୍ଧୁ । ଛାଟିପିଟି ହେଉଛନ୍ତି ବାହାରକୁ ବାହାରିବା ଲାଗି । ଜାମିନରେ ମୁକୁଳିବା ଲାଗି ବାରମ୍ବାର କୋର୍ଟରେ ଆବେଦନ କରୁଛନ୍ତି । ଅନ୍ୟପଟେ ଅର୍ଚ୍ଚନା ଓ ଜଗବନ୍ଧୁଙ୍କ ଲିଙ୍କରେ ଇଡି ସ୍କାନରକୁ ଆସୁଛନ୍ତି ଅନେକ ବଡ଼ ବଡ଼ିଆ । ଯାହାକି…

ହନିଟ୍ରାପ୍ ମାମଲାରେ ଅର୍ଚ୍ଚନା ନାଗର ଜାମିନ୍ ଆବେଦନ ଖାରଜ କଲେ କୋର୍ଟ

ଭୁବନେଶ୍ୱର: ବ୍ଲାକମେଲିଂ ମାମଲାରେ ଗିରଫ ଅର୍ଚ୍ଚନା ନାଗର ଜାମିନ୍ ଆବେଦନ ଖାରଜ ହୋଇଛି । ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ବ୍ଲାକମେଲିଂ ମାମଲାରେ କୋର୍ଟ ଅର୍ଚ୍ଚନା ନାଗର ଜାମିନ୍ ଆବେଦନକୁ ଖାରଜ କରିଛନ୍ତି । ଅକ୍ଷୟ ପରିଜାଙ୍କୁ, ଅର୍ଚ୍ଚନା ବ୍ଲାକମେଲ୍ କରିବା ନେଇ ନୟାପଲ୍ଲୀ ଥାନାରେ…

ଡବଲ ମର୍ଡର ମାମଲାରେ ଜାମିନ୍ ପାଇଲେ ପୂର୍ବତନ ବିଧାୟକ ଅନୁପ ସାଏ

ଝାରସୁଗୁଡ଼ା: ମାଆ, ଝିଅଙ୍କୁ ହତ୍ୟା ମାମଲାରେ ପୂର୍ବତନ ବିଧାୟକଙ୍କୁ ସର୍ତ୍ତମୂଳକ ଜାମିନ୍ ମିଳିଛି । ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ସର୍ତ୍ତମୂଳକ ଜାମିନ୍ ପ୍ରଦାନ କରିଛନ୍ତି ବିଳାସପୁର ହାଇକୋର୍ଟ । ୨୦୧୬ ମସିହାରେ ଘଟିଥିବା ଡବଲ ମର୍ଡର ଘଟଣାର ମୁଖ୍ୟ ଅଭିଯୁକ୍ତ ଥିଲେ…

ହାଇକୋର୍ଟରେ ହନିଟ୍ରାପ୍ ମାମଲା, ଖୋଲିବ କି ଅର୍ଚ୍ଚନାଙ୍କ ‘ନାଗ ଫାସ’ର ପୂରା ଗୁମର

ଭୁବନେଶ୍ୱର: ରହସ୍ୟମୟୀ ବ୍ଲାକେମଲର ଅର୍ଚ୍ଚନାଙ୍କୁ ନେଇ ଚର୍ଚ୍ଚା ଥମୁନି । ଗିରଫ ପରେ ଝାରପଡ଼ା ଜେଲରେ ଅର୍ଚ୍ଚନା ଥିବାବେଳେ ଗୋଟିଏ ପରେ ଗୋଟିଏ ନୂଆ ଓ ରୋଚକ ତଥ୍ୟ ଆସୁଛି । ଜେଲର ଅନ୍ଧାର କୋଠରିରେ ଅର୍ଚ୍ଚନା ଅଣନିଶ୍ୱାସୀ ହୋଇ ପଡ଼ିଥିବା ବେଳେ ଭୁବନେଶ୍ୱର ଏସଡିଜେଏମ୍ କୋର୍ଟରେ କରିଛନ୍ତି…