Latest Odisha News

BREAKING NEWS

Browsing Tag

bajrang punia

ଭାରତକୁ ସ୍ୱର୍ଣ୍ଣ ପଦକ ଦେଲେ ବଜରଙ୍ଗ ପୁନିଆ, ସାକ୍ଷୀ ମଲ୍ଲିକ

ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପୁଣି ସ୍ବର୍ଣ୍ଣ ପଦକ ମିଳିଛି ।  ଭାରତକୁ ରେସଲିଂରେ ଏହି ପ୍ରଥମ ସ୍ବର୍ଣ୍ଣ ପଦକ  ମିଳିଛି । ଭାରତର ଷ୍ଟାର ରେସଲର ତଥା ଡିଫେଣ୍ଡିଂ ଚାମ୍ପିୟନ ବଜରଙ୍ଗ ପୁନିଆ ଜିତଛନ୍ତି ସ୍ୱର୍ଣ୍ଣ। ସେ ୬୫ କେଜି ବର୍ଗର ଫ୍ରିଷ୍ଟାଇଲରେ କାନାଡାର ଲାଚଲାନ ମ୍ୟାକନିଲଙ୍କୁ…

ବ୍ରୋଞ୍ଜ ଜିତିଲେ ବଜରଙ୍ଗ

ଟୋକିଓ: ବ୍ରୋଞ୍ଜ ଜିତିଲେ ବଜରଙ୍ଗ ।  ଚଳିତ ଟୋକିଓ ଅଲିମ୍ପିକ୍ସର ରେସଲିଂ ଭାରତକୁ ଆଉ ଗୋଟିଏ ପଦକ ମିଳିଛି । ଦେଶର ଷ୍ଟାର ରେସଲର ବଜରଙ୍ଗ ପୁନିଆ ଆଜି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଗତକାଲି ସେମିଫାଇନାଲରେ ହାରିଥିବା ବଜରଙ୍ଗ ଆଜି କାଜାଖସ୍ତାନର ଦୌଲେତ ନିୟାଜ ବେକୋଭଙ୍କୁ ୮-୦ରେ ପରାସ୍ତ…