ବଲାଙ୍ଗିର ଜାଲ୍ ସାର୍ଟିଫିକେଟ୍ ମାମଲା, କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର
ବହୁ ଚର୍ଚ୍ଚିତ ବଲାଙ୍ଗିର ଜାଲ ସାର୍ଟିଫିକେଟ ଘଟଣାର ତଦନ୍ତ ଏବେ କ୍ରାଇମବ୍ରାଞ୍ଚ କରିବ । ରାଜ୍ୟ ସରକାର ଏହି ନିର୍ଦ୍ଦେଶ ଦେଇଥିବା ବେଳେ ଆଜି(ଶନିବାର) କ୍ରାଇମବ୍ରାଞ୍ଚର ଏକ ଟିମ୍ ବଲାଙ୍ଗିର ଗସ୍ତ କରିବ ବୋଲି ଜଣାପଡ଼ିଛି। କ୍ରାଇମବ୍ରାଞ୍ଚର ଏହି ୫ ଜଣିଆ ଦଳର ନେତୃତ୍ବ ଡିଏସପି ଡି.ବି…