Latest Odisha News
Browsing Tag

Balangir

ଓଡ଼ିଶାର ସବୁଠୁ ଉଚ୍ଚତମ ଏବଂ ପ୍ରାଚୀନ ଇଟା ନିର୍ମିତ ମନ୍ଦିର ‘ଇନ୍ଦ୍ରଲାଠ’

କୃଷ୍ଣ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ଆମ ଐତିହ୍ୟ ଐତିହ୍ୟ ଭରା ଓଡ଼ିଶାରେ ଉତ୍କୃଷ୍ଟ ପଥର ଶିଳ୍ପ,କାରୁକାର୍ଯ୍ୟ ଓ ଭାସ୍କର୍ଯ୍ୟର ଅନେକ ଜ୍ୱଳନ୍ତ ଉଦାହରଣ ରହିଛି । ତେବେ ଲାଲ ଇଟାରେ ସୁନ୍ଦର ଭାବରେ ନିର୍ମିତ ଏକ ସୁଉଚ୍ଚ ପ୍ରାଚୀନ ଶିବ ମନ୍ଦିର ରହିଛି ବଲାଙ୍ଗୀର ଜିଲ୍ଲାର ରାଣୀପୁର ଝରିଆଲ…

କୋଭିଡରେ ମୃତ ପୂର୍ବତନ ବ୍ୟାଙ୍କ ମ୍ୟାନେଜରଙ୍କ ଶବ ସତ୍କାର କଲେ ସ୍ୱେଚ୍ଛାସେବୀ

ବଲାଙ୍ଗିର: କରୋନା ମହାମାରୀର କାୟା ସାରା ରାଜ୍ୟକୁ ଦୋହଲାଇ ଦେଇଛି । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ କରୋନା ଅନେକ ଲୋକଙ୍କ ଜୀବନ ନେଉଛି । କେଉଁଠି ସଂକ୍ରମଣ ଭୟରେ ଲୋକ କରୋନା ସଂକ୍ରମିତଙ୍କ ଶବକୁ ଛୁଉଁନାହାଁନ୍ତି ତ ଆଉ କେଉଁଠି ସାଇକେଲରେ ନେବାକୁ ପଡ଼ୁଛି ମୃତଦେହ…

ତୃତୀୟ ବାର୍ଷିକ କଳା ପ୍ରତିଭା ମହାସମ୍ମିଳନୀ ପାଳିତ

ବଲାଙ୍ଗିର: ପାଟଣାଗଡ,ପଶ୍ଚିମ ଓଡିଶା ଲୋକକଳା ପୁନରୁଦ୍ଧାର ପରିଷଦ ବଲାଙ୍ଗିରର ତୃତୀୟ ବାର୍ଷିକ କଳା ପ୍ରତିଭା ମହାସମ୍ମିଳନୀ ମାଁ ପାଟଣେଶ୍ୱରୀ ମହାବିଦ୍ୟାଳୟ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ପଦ୍ମଶ୍ରୀ ଲୋକକବି ହଲଧର ନାଗ, ସମ୍ମାନୀତ ଅତିଥି ଭାବେ…

କାହିଁକି ବନ୍ଦ ଡାକରା ଦେଲା ବଲାଙ୍ଗୀର କରୋନା ନିୟାମକ କମିଟି, ପଢ଼ନ୍ତୁ

ବଲାଙ୍ଗୀର: ବଲାଙ୍ଗୀରରେ କୋଭିଡ ମାମଲାରେ କ୍ରମାଗତ ବୃଦ୍ଧି ହେତୁ ଚିନ୍ତାରେ ନବନିର୍ମିତ କରୋନା ନିୟାମକ କମିଟି ପକ୍ଷରୁ ଶୁକ୍ରବାର ଠାରୁ ଏକ ସପ୍ତାହ ପର୍ଯ୍ୟନ୍ତ ଜିଲ୍ଲାର ବାଣିଜ୍ୟ ପ୍ରତିଷ୍ଠାନଗୁଡ଼ିକୁ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି । ବ୍ୟବସାୟୀ ସଂଘ, ରାଜନୈତିକ ଦଳ, ନାଗରିକ…

ମୋବାଇଲ ପରାମର୍ଶରୁ ବଲାଙ୍ଗିରର ଏହି ଚାଷୀ; କିପରି ପ୍ରଚୁର ଧାନ ଅମଳ କଲେ ଜାଣନ୍ତୁ…

ବଲାଙ୍ଗିର: ଏବେକାର ସମୟ ହେଉଛି ହାଇ-ଟେକର ଯୁଗ । ଯଦି ହାଇ-ଟେକ୍ ଦ୍ୱାରା ସବୁକିଛି ସମ୍ଭବ ହୋଇପାରୁଛି ତେବେ କୃଷିକ୍ଷେତ୍ରରେ ଏହି ହାଇ-ଟେକ୍ ପଦ୍ଧତି କାହିଁକି ଉପଯୋଗ ହୋଇ ନ’ପାରିବ ? ଆଜିକାଲି ବର୍ଷା, ବନ୍ୟା ଏପରିକି ପାଣିପାଗ ପରିସ୍ଥିତି ଚାଷ କାର୍ଯ୍ୟରେ ଅନେକ ବାଧା ସୃଷ୍ଟି କରିବା…

ବଲାଙ୍ଗିରର ପ୍ରସିଦ୍ଧ ଶୁଳିଆ ଯାତ୍ରା ଆରମ୍ଭ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାର ପ୍ରସିଦ୍ଧ ଶୁଳିଆ ଯାତ୍ରା ମଙ୍ଗଳବାର ଦିନ ଠାରୁ ଆରମ୍ଭ ହେଉଛି। ଚଳିତ ବର୍ଷ ୩ଦିନ ଧରି ଚାଲିବ ଏହି ମ‌ହୋତ୍ସବ। ବଲାଙ୍ଗୀର ଜିଲ୍ଲାର ଦେଓଗାଁ ବ୍ଲକ ଅନ୍ତର୍ଗତ ଖଇରଗୁରା ଓ କୁମୁରିଆ ଗ୍ରାମର ଆଦିବାସୀମାନେ ପାରମ୍ପରିକ ରୀତିନୀତିରେ ଶୁଳିଆ ଯାତ୍ରା ଅବସରରେ…

କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା କଣ୍ଟାବାଜି ରେଲୱେ ଷ୍ଟେସନ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ କୋଇଲା ବୋଝେଇ ଟ୍ରେନରେ କୌଣସି କାରଣବଶତଃ ଅଗ୍ନିକାଣ୍ଡ ଘଟିଛି । ମିଳିଥିବା ସୂଚନାନୁଯାୟୀ କୋଇଲା ବୋଝେଇ ଟ୍ରେନଟି ବିଶାଖାପାଟଣାରୁ ରାୟପୁର ଅଭିମୁଖେ ଯାଉଥିବା ବେଳେ କୌଣସି କାରଣବଶତଃ…

ବଲାଙ୍ଗୀରରୁ ଉଦ୍ଧାର ହେଲେ ୩୨ ଦାଦନ ଶ୍ରମିକ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାର ତୁରେକେଲା ରେଳଷ୍ଟେସନରୁ ସ୍ଥାନୀୟ ପୋଲିସ ପକ୍ଷରୁ ପ୍ରାୟ ୩୨ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସମସ୍ତ ଶ୍ରମିକ ମାନଙ୍କ ଘର ସ୍ଥାନୀୟ ବେଳପଡା ବ୍ଲକ୍ ଅଞ୍ଚଳରେ ବୋଲି ଜଣାପଡ଼ିଛି । ଏଥିସହିତ ସେମାନଙ୍କ ମଧ୍ୟରେ ୧୪ ଜଣ ଛୋଟ ପିଲା ରହିଥିବା ନେଇ…

ବଲାଙ୍ଗିରରେ ଆଜିଠୁ ୨ ଦିନିଆ ବନ୍ଦ ଡାକରା, ଜାଣନ୍ତୁ କାହିଁକି

ବଲାଙ୍ଗିର: ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ସହ ଅନେକ ଦାବି ନେଇ ଆଜିଠୁ ୨ଦିନିଆ ବଲାଙ୍ଗିର ବନ୍ଦ ଡାକରା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ ବଲାଙ୍ଗିର ଆକ୍ସନ କମିଟି ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଫିସ୍ ସମେତ ବୀମା ଓ…

ବଲାଙ୍ଗିରରେ ଗୋଷ୍ଠୀ ସଂଘର୍ଷ, ୫ ଆହତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ପୁଇଁନ୍ତଳା ଥାନା ଅନ୍ତର୍ଗତ ମହିମୁଣ୍ଡା ଗ୍ରାମର ୨ଟି ପରିବାର ମଧ୍ୟରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ପ୍ରାୟ ୫ ଜଣ ବ୍ୟକ୍ତି ଆହତ ହୋଇଛନ୍ତି । ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ମୁକ୍ତେଶ୍ୱର ଗଡତିଆ ଓ…