Latest Odisha News
Browsing Tag

Balangir

ବଲାଙ୍ଗିରର ପ୍ରସିଦ୍ଧ ଶୁଳିଆ ଯାତ୍ରା ଆରମ୍ଭ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାର ପ୍ରସିଦ୍ଧ ଶୁଳିଆ ଯାତ୍ରା ମଙ୍ଗଳବାର ଦିନ ଠାରୁ ଆରମ୍ଭ ହେଉଛି। ଚଳିତ ବର୍ଷ ୩ଦିନ ଧରି ଚାଲିବ ଏହି ମ‌ହୋତ୍ସବ। ବଲାଙ୍ଗୀର ଜିଲ୍ଲାର ଦେଓଗାଁ ବ୍ଲକ ଅନ୍ତର୍ଗତ ଖଇରଗୁରା ଓ କୁମୁରିଆ ଗ୍ରାମର ଆଦିବାସୀମାନେ ପାରମ୍ପରିକ ରୀତିନୀତିରେ ଶୁଳିଆ ଯାତ୍ରା ଅବସରରେ…

କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା କଣ୍ଟାବାଜି ରେଲୱେ ଷ୍ଟେସନ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ କୋଇଲା ବୋଝେଇ ଟ୍ରେନରେ କୌଣସି କାରଣବଶତଃ ଅଗ୍ନିକାଣ୍ଡ ଘଟିଛି । ମିଳିଥିବା ସୂଚନାନୁଯାୟୀ କୋଇଲା ବୋଝେଇ ଟ୍ରେନଟି ବିଶାଖାପାଟଣାରୁ ରାୟପୁର ଅଭିମୁଖେ ଯାଉଥିବା ବେଳେ କୌଣସି କାରଣବଶତଃ…

ବଲାଙ୍ଗୀରରୁ ଉଦ୍ଧାର ହେଲେ ୩୨ ଦାଦନ ଶ୍ରମିକ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାର ତୁରେକେଲା ରେଳଷ୍ଟେସନରୁ ସ୍ଥାନୀୟ ପୋଲିସ ପକ୍ଷରୁ ପ୍ରାୟ ୩୨ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସମସ୍ତ ଶ୍ରମିକ ମାନଙ୍କ ଘର ସ୍ଥାନୀୟ ବେଳପଡା ବ୍ଲକ୍ ଅଞ୍ଚଳରେ ବୋଲି ଜଣାପଡ଼ିଛି । ଏଥିସହିତ ସେମାନଙ୍କ ମଧ୍ୟରେ ୧୪ ଜଣ ଛୋଟ ପିଲା ରହିଥିବା ନେଇ…

ବଲାଙ୍ଗିରରେ ଆଜିଠୁ ୨ ଦିନିଆ ବନ୍ଦ ଡାକରା, ଜାଣନ୍ତୁ କାହିଁକି

ବଲାଙ୍ଗିର: ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ସହ ଅନେକ ଦାବି ନେଇ ଆଜିଠୁ ୨ଦିନିଆ ବଲାଙ୍ଗିର ବନ୍ଦ ଡାକରା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ ବଲାଙ୍ଗିର ଆକ୍ସନ କମିଟି ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଫିସ୍ ସମେତ ବୀମା ଓ…

ବଲାଙ୍ଗିରରେ ଗୋଷ୍ଠୀ ସଂଘର୍ଷ, ୫ ଆହତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ପୁଇଁନ୍ତଳା ଥାନା ଅନ୍ତର୍ଗତ ମହିମୁଣ୍ଡା ଗ୍ରାମର ୨ଟି ପରିବାର ମଧ୍ୟରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ପ୍ରାୟ ୫ ଜଣ ବ୍ୟକ୍ତି ଆହତ ହୋଇଛନ୍ତି । ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ମୁକ୍ତେଶ୍ୱର ଗଡତିଆ ଓ…

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଭାଇ-ଭଉଣୀ ମୃତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାର ଦେଓଗାଁ-ତୁଷୁରା ନିକଟ ମହିପୁର ଛକଠାରେ ଆଜି ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଭାଇ-ଭଉଣୀଙ୍କର ଶୋଚନୀୟ ମୃତ୍ୟୁ ଘଟିଛି । ମିଳିଥିବା ସୂଚନାନୁଯାୟୀ ଆଜି ସକାଳେ ମହିପୁର ରାସ୍ତାଦେଇ ଏକ ବାଇକ୍ ଯୋଗେ ଉଭୟ ଭାଇ ଓ ଭାଉଣୀ ଯାଉଥିବା ବେଳେ ଏକ ଟ୍ରକ…

ପୋଲ ତଳକୁ ଖସିଲା ଟ୍ରକ୍, ଡ୍ରାଇଭର ଓ ହେଲପରଙ୍କ ମିଳୁନି ପତ୍ତା

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ତୁଷୁରା ନିକଟରେ ଗତକାଲି ବିଳମ୍ବିତ ରାତିରେ ସ୍ଥାନୀୟ ତେଲ ନଦୀ ପୋଲରୁ ଏକ ଟ୍ରକ୍ ତଳକୁ ଖସି ପଡିଛି । ଏହି ଦୁର୍ଘଟଣାରେ ସମ୍ପୃକ୍ତ ଗାଡିର ଡ୍ରାଇଭର ଓ ହେଲପରଙ୍କ ସମ୍ପର୍କରେ କୌଣସି ପତ୍ତା ମିଳିପାରିନଥିବା ପୋଲିସ ସୁତ୍ରରୁ ପ୍ରକାଶ। ପ୍ରାପ୍ତ…

ପ୍ରତିକୂଳ ପାଗ ଯୋଗୁଁ ମୁଖ୍ୟ ଶାସନ ସଚିବଙ୍କ ବଲାଙ୍ଗୀର ଗ୍ରସ୍ତ ବାତିଲ

ଭୁବନେଶ୍ୱର: ପ୍ରତିକୂଳ ପାଗ ଯୋଗୁଁ ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରୀପାଠିଙ୍କ ବଲାଙ୍ଗୀର ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି । ପ୍ରାପ୍ତ ସୂଚନାନୁଯାୟୀ ଶ୍ରୀ ତ୍ରୀପାଠିଙ୍କ ସମେତ ଜଳ ସମ୍ପଦ ସଚିବ ପ୍ରଦୀପ ଜେନା, ସ୍ୱତନ୍ତ୍ର ରିଲିଫ୍ କମିଶନର ବିଷ୍ଣୁପଦ ସେଠୀ, ସ୍ୱାସ୍ଥ୍ୟ ସଚିବ…

ବଲାଙ୍ଗିରରେ ନବଜାତ ଶିଶୁକୁ ଝୁଣି ଖାଇଲା କୁକୁର

ବଲାଙ୍ଗିର : ବଲାଙ୍ଗିର ଜିଲ୍ଲା ପୁଇଁତଳା ଥାନା ଅନ୍ତର୍ଗତ ମହିମୁଣ୍ଡା ନିକଟ ପୁଡ଼ାପାଲି ଗ୍ରାମରେ ଜଣେ ନବଜାତ ଶିଶୁକୁ କିଛି ବୁଲା କୁକୁର ଝୁଣି ଖାଉଥିବା ଭଳି ଏକ ଅଭାବନୀୟ ଘଟଣା ଘଟିଛି। ମିଳିଥିବା ସୂଚନାନୁଯାୟୀ ନବଜାତକ ଶିଶୁଟି ରାସ୍ତାରେ ପଡିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ…

ଆଜି ବଲାଙ୍ଗିର ଓ ବରଗଡରେ ପ୍ରଚାର କରିବେ ନବୀନ

ଭୁବନେଶ୍ୱର : ଓଡିଶାରେ ୨ୟ ପର୍ଯ୍ୟାୟ ତଥା ଏପିଲ୍ ୧୮ରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ବରଗଡ, ବଲାଙ୍ଗିର ଭଳି ପଶ୍ଚିମ ଓଡିଶାରେ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି । ଗସ୍ତକାର୍ଯ୍ୟ ସୂଚୀ ଅନୁଯାୟୀ…