Latest Odisha News

BREAKING NEWS

Browsing Tag

Balasore and tirtol by-elecation

ଉପନିର୍ବାଚନ ଫଳାଫଳ: ‘କଂଗ୍ରେସ ପରାଜୟ ପଛରେ କଂଗ୍ରେସ ହିଁ ଦାୟୀ’

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନରେ ବିଜେଡିକୁ ମିଳିଛି ବଡ ବିଜୟ । ପରାଜୟର ସାମ୍ନା କରିଛି ବିଜେପି ଓ କଂଗ୍ରେସ । ଦୁଇ ଆସନରେ କଂଗ୍ରେସ ପୁରା ଧରାଶାୟୀ ହୋଇଯାଇଛି । ଏହାକୁ ନେଇ ପ୍ରତିକ୍ରିୟର ରଖିଛନ୍ତି କଂଗ୍ରେସ ନେତା ସୁର ରାଉତରାୟ । ବାଲେଶ୍ୱର ଓ ତିର୍ତୋଲରେ…

କାହା ଦଖଲକୁ ଯିବ ବାଲେଶ୍ୱର ଓ ତିର୍ତ୍ତୋଲ? କାଲି ଉପନିର୍ବାଚନ ଗଣତି

ଭୁବନେଶ୍ୱର: ସରଛି ଉପନିର୍ବାଚନ ଭୋଟ । ଏବେ ସମସ୍ତଙ୍କ ନଜର କାହା ଦଖଲକୁ ଯିବ ବାଲେଶ୍ୱର ସଦର ଓ ତର୍ତ୍ତୋଲ ଉପନିର୍ବାଚନ । କିଏ ମାରିବ ଏ ଦୁଇଟି ଆସନରେ ବାଜି । କାହା ମୁଣ୍ଡରେ ହାତୀ ସୁନା କଳସ ଢ଼ାଳିବ । କିଏ ବସିବ ବାଲେଶ୍ୱର ଓ ତିର୍ତ୍ତୋଲ ଆସନରେ । ଏନେଇ ସମସ୍ତ ମନରେ ଏବେ ଏଭଳି କିଛି…

ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନରେ କେତେ ଜଣ କରୋନା ଆକ୍ରାନ୍ତ ଦେଇଛନ୍ତି ଭୋଟ? ଜାଣନ୍ତୁ

ଭୁବନେଶ୍ୱର:ବାଲେଶ୍ୱର ଓ ତିର୍ତ୍ତୋଲରେ ସୁରୁଖୁରୁରେ ସରିଛି ଉପ-ନିର୍ବାଚନ । ଉପନିର୍ବାଚନ ଶେଷ ହେବା ପରେ ଏବେ ଷ୍ଟ୍ରଙ୍ଗ ରୁମରେ ସୁରକ୍ଷିତ ଭାବେ ରହିଛି ଇଭିଏମ । ଏହା ସହ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ତିର୍ତ୍ତୋଲରେ ୨୩ ଜଣ କୋଭିଡ୍ ଆକ୍ରାନ୍ତ ଶେଷରେ ଭୋଟ୍ ଦେଇଛନ୍ତି ।…

ଉପନିର୍ବାଚନ: ଦିନ ୧ଟା ସୁଦ୍ଧା ଦୁଇ ଆସନରେ ୪୦.୫୧% ମତଦାନ

ଭୁବନେଶ୍ୱର: ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲରେ ଜାରି ରହିଛି ମତଦାନ । ଉଭୟ ଆସନରେ ଦିନ ୧ଟା ସୁଦ୍ଧା ୪୦.୫୧ ପ୍ରତିଶତ ଭୋଟିଂ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ବାଲେଶ୍ୱରରେ ୪୧.୩୬% ଓ ତିର୍ତ୍ତୋଲରେ ୩୯.୬୮ % ମତଦାନ ହୋଇଥିବା ସୂଚନା ମିଳିଛି । ପ୍ରଥମେ…

ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନ, ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତାକାଲି ପଡିବ ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନ ଭୋଟ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜି ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରେସମିଟ୍ କରିଛନ୍ତି । ଆସନ୍ତାକାଲି ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏଁ ହେବ ଭୋଟ୍ । ଭୋଟରଙ୍କ ସୁବିଧା ପାଇଁ…