Latest Odisha News

BREAKING NEWS

Browsing Tag

Balasore Byelecation

ଦଳ ଛାଡିବାର ପ୍ରଶ୍ନ ଉଠୁନି: ରବିନ୍ଦ୍ର ଜେନା

ବାଲେଶ୍ୱର: ସବୁ କଳ୍ପନା ଜଳ୍ପନାର ଅବସାନ ଘଟାଇଛନ୍ତି ବାଲେଶ୍ୱର ଜିଲ୍ଲା ବିଜେଡି ସଭାପତି ରବୀନ୍ଦ୍ର ଜେନା । କହିଛନ୍ତି ନିଜ ପାଇଁ ଆଉ ମାଗିବେନି ଭୋଟ୍ । ଏପରିକି ଗତ ଜାନୁଆରୀ ମାସରୁ ସେ ଏନେଇ ଘୋଷଣା କରିସାରିଥିବା ସୂଚନା ଦେଇଛନ୍ତି । ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ସେ ପ୍ରବଳ…

ବାଲେଶ୍ୱରରୁ ଉପନିର୍ବାଚନ ଲଢ଼ିବେ ଅଭିନେତା ଅରିନ୍ଦମ!

ଭୁବନେଶ୍ୱର: ଏଥର ବାଲେଶ୍ୱର ଉପନର୍ବାଚନ ଲଢ଼ିବେ ଅଭିନେତା ଅରିଦମ । ସେ ବାଲେଶ୍ୱର ସଦର ଆସନରୁ ବିଜେଡି ପକ୍ଷରୁ ପ୍ରାର୍ଥୀ ହେବେ ବୋଲି ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ତେବେ ଏହି ମାମଲାରେ ମୁହଁ ଖୋଲିଛନ୍ତି ଅଭିନେତା ଅରିନ୍ଦମ । ସେ କହିଛନ୍ତି ପ୍ରାର୍ଥୀ ହେବା ନେଇ ତାଙ୍କ ପାଖରେ…

ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଆସନ: ଆରମ୍ଭ ହେଲା ଉପନିର୍ବାଚନ ଅଙ୍କକଷା

ଭୁୁବନେଶ୍ୱର: କରୋନା ମହାମାରୀ ଭିତରେ ଓଡିଶାରେ ଖାଲି ପଡିଥିବା ଦୁଇ ଦୁଇଟି ଆସନରେ ଉପନିର୍ବାଚନ ପାଇଁ ଆରମ୍ଭ ହୋଇଯାଇଛି ଅଙ୍କକଷା । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଆସନରେ କେଉଁ ଦଳର କିଏ ପ୍ରାର୍ଥୀ ହେବ ସେନେଇ ଆଶା ଆଶଙ୍କା ଭିତରେ ବାଲେଶ୍ୱର ସଦର ପାଇଁ ନବଜ୍ୟୋତି ପଟ୍ଟନାୟକଙ୍କ ନାଁ…