Latest Odisha News

BREAKING NEWS

Browsing Tag

Balasore

ଓଏସ୍ଏସସି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ୮ ଜଣ ଗିରଫ

ବାଲେଶ୍ୱର: ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ ଦ୍ୱାରା ପରିଚାଳିତ ଜେଇ (ସିଭିଲ୍) ମେନ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ୮ ଜଣଙ୍କୁ ଗିରଫ କରାଯାଇଛିଯ । ରାଜ୍ୟର ବିଭିନ୍ନ ସ୍ଥାନରୁ ୮ ଜଣଙ୍କୁ ଗିରଫ କରିଛି ବାଲେଶ୍ୱର ପୋଲିସ । ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଜି ଗିରଫ ୮ ଜଣଙ୍କୁ…

ବାଲେଶ୍ୱରରେ ବନ୍ଦେ ଭାରତ ଟ୍ରେନ୍ ଉପରକୁ ପଥର ଫିଙ୍ଗି ନାବାଳକ ଗିରଫ

ବାଲେଶ୍ୱର: ପଥର ଫିଙ୍ଗି ବନ୍ଧା ହେଲେ ନାବାଳକ । ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ ଉପରକୁ ପଥର ଫିଙ୍ଗିବା ଅଭିଯୋଗରେ ଆରପିଏଫ୍ ଜଣେ ନାବାଳଙ୍କୁ ଗିରଫ କରିଛି । ପଥର ଫିଙ୍ଗିବା ପରେ ଆଉ ୨ ଜଣ ଯୁବକ ଖସି ପଳାଇବାରେ ସକ୍ଷମ ହୋଇଛନ୍ତି । ସୂଚନା ଅନୁସାରେ, ବାଲେଶ୍ୱରର ହରିପୁର ଲେବଲ୍…

ପ୍ରଶ୍ନପତ୍ର ପ୍ରଘଟ ମାମଲା, ମାଷ୍ଟରମାଇଣ୍ଡକୁ ଖୋଜିବାକୁ ୨ ରାଜ୍ୟକୁ ଗଲା ପୋଲିସ ଟିମ୍

ବାଲେଶ୍ୱର: ରାଜ୍ୟ ବାହାରକୁ ଗଲା ୫ଟି ପୋଲିସ ଟିମ୍ । ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ ଦ୍ୱାରା ପରିଚାଳିତ ଜେଇ (ସିଭିଲ୍) ମେନ୍ ପ୍ରଶ୍ନପତ୍ର ପ୍ରଘଟ ମାମଲାର ମାଷ୍ଟରମାଇଣ୍ଡକୁ ଧରିବା ଲାଗି ଓଡ଼ିଶା ପୋଲିସର ୫ଟି ଟିମ୍ ୨ଟି ରାଜ୍ୟକୁ ଯାଇଛନ୍ତି । ପ୍ରଶ୍ନପତ୍ର ଲିକ୍ ରାକେଟରେ ସମ୍ପୃକ୍ତ ୯…

ପୁଣି ୱାଗନ୍ ଛାଡ଼ି ପଳାଇଲା ମାଲବାହୀ ଇଞ୍ଜିନ୍

ବାଲେଶ୍ୱର: ଏକ କୋଇଲା ବୋଝେଇ ମାଲବାହୀ ଗାଡ଼ିର ଇଞ୍ଜିନ୍ ୱାଗନକୁ ଛାଡ଼ି ପଳାଇଛି । ସପ୍ତାହକ ମଧ୍ୟରେ ଏଭଳି ଦ୍ୱିତୀୟ ଘଟଣା ଦେଖିବାକୁ ମିଳିଛି । ବାଲେଶ୍ୱର ଜିଲ୍ଲା ସୋର ରେଲୱେ ଷ୍ଟେସନରେ ଏକ କୋଇଲା ବୋଝେଇ ମାଲବାହୀ ଗାଡ଼଼ି ୱାଗନକୁ ଛାଡ଼ି ୨ କିଲୋମିଟର ପଳାଇଛି । ସୂଚନା ଅନୁସାରେ,…

ଲୋକୋ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ମେମୁ

ବାଲେଶ୍ୱର: କେତେ ସୁରକ୍ଷିତ ଭାରତୀୟ ରେଳ ? ବାହାନଗା ଟ୍ରେନ୍ ଦୁର୍ଘଟଣାର ଦେଢ଼ ମାସ ପରେ ପୁଣି ରଲୱେର ଅବହେଳା ସାମ୍ନାକୁ ଆସିଛି । ଲୋକୋ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ବଡ଼ ଅଘଟଣ ଟଳି ଯାଇଛି । ଭଦ୍ରକ-ବାଲେଶ୍ୱର ମେମୁ ନୀଳଗିରି ଷ୍ଟେସନ ଛାଡ଼ି ବାଲେଶ୍ୱର ଅଭିମୁଖେ ଯାଉଥିଲା ।…

ମନ ଜିଣୁଛି ଜେଜେମା ହାଣ୍ଡିଶାଳ: କାଠ ଚୁଲା, ଲୁହା କଡେଇ ଆଉ ଶିଳ ବଟା ମସଲାରେ ଯାଦୁ ଦେଖଉଛନ୍ତି ଜେଜେମାଆ

ଶିଖିବା କିମ୍ବା ଶିଖାଇବାର କିଛି ବୟସ ନ ଥାଏ। ଏହାର ଏକ ବଡ଼ ଉଦାହରଣ ହେଲେ ଯାଜପୁର ଜିଲ୍ଲା ଦାନଗଦୀ ବ୍ଲକ ଦେଉଳକଣ ଗାଁର କୋକଳି ନାୟକ। ବୟସ ୯୦ ପହଞ୍ଚିଲାଣି, ହେଲେ ହାତର ଯାଦୁ କିନ୍ତୁ ଚମତ୍କାର। ଏ ବୟସରେ ବି ସେ ଭଳି କି ଭଳି ରୋଷେଇ କରୁଛନ୍ତି। ୟୁଟ୍ୟୁବରେ ଏକଦମ ଛାଇଗଲେଣି ଜେଜେମାଆ ଆମର।

CGL ପ୍ରଶ୍ନପତ୍ର ଡିଲ ବେଳେ ପୋଲିସର ରେଡ: ୧୦ ଦଲାଲ ଗିରଫ

ଜଳେଶ୍ୱର: ଷ୍ଟାଫ ସିଲେକ୍ସନ କମିଶନ ଦ୍ୱାରା ଆୟୋଜିତ କମ୍ବାଇନ ଗ୍ରାଜୁଏଟ ଲେଭଲ ପ୍ରଶ୍ନପତ୍ର ଡିଲ ବେଳେ ଚଢ଼ାଉ । ସାଇବର ପୋଲିସ ଓ ତାଳସୀରରେ ମେରାଇନ ପୋଲିସର ୨୦ ଜଣିଆ ଟିମ ଦୀଘାର ଏକ ଘରୋଇ ହୋଟେଲରେ ଚଢାଉ କରିଥିଲା । ଚଢାଉ ବେଳେ ଜଣେ ମହିଳାଙ୍କ ସମେତ ୧୦ ଜଣ ଦଲାଲଙ୍କୁ ଅଟକ ରଖାଯାଇଛି ।…

ମୌସୁମୀ ବର୍ଷା ପ୍ରଭାବରେ ଖସିଲା ଇଲିସ୍ ଦର, ୨୫୦ ଟଙ୍କାରେ ବୋହି ନେଲେ ଲୋକ

ବାଲେଶ୍ୱର: ମାଛ ଅନେକଙ୍କ ପ୍ରିୟ ଖାଦ୍ୟ । ଆଉ ଯଦି ଇଲିସ୍ କଥା ପଡ଼େ ତ ସମସ୍ତଙ୍କ ପାଟିରୁ ନାଳ ଗଡ଼େ । ଆପଣ ଯଦି ଇଲିସ୍ ଖାଇବାକୁ ଆଗ୍ରହୀ ତା’ହେଲେ ଆଉ ଡେରି କରନ୍ତୁ ନାହିଁ । କାରଣ ଇଲିସ୍ ମାଛର ଦର ଖସିଛି । ବାଲେଶ୍ୱରରେ ଇଲିସ୍ ମାଛ କେଜି ପିଛା ୨୫୦ ଟଙ୍କାକୁ ଖସି ଆସିଛି । ଖବର…

ବାହାନଗା ଟ୍ରେନ ଟ୍ରାଜେଡ଼ି: ଚନ୍ଦକା ଥାନାରେ ସିବିଆଇର ୫ ଜଣିଆ ଟିମ୍

ଭୁବନେଶ୍ୱର: ବାହାନାଗା ଟ୍ରେନ ଟ୍ରାଜେଡ଼ି ମାମଲା । ଚନ୍ଦକା ଥାନାରେ ଚହଞ୍ଚିଲେ ସିବିଆଇର ୫ ଜଣିଆ ଟିମ । ଗିରଫ ୩ ଅଭିଯୁକ୍ତଙ୍କୁ ହେବ ପଚରାଉଚରା । ଏହା ବ୍ୟତୀତ ଜଣେ ରେଳ କର୍ମଚାରୀଙ୍କୁ ସିବିଆଇ ପକ୍ଷରୁ ସମନ କରାଯାଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ଗତ ଜୁନ୍‌-୨ ତାରିଖରେ…

ବାହାନଗା ଦୁର୍ଘଟଣାରେ ୩ ଖଳନାୟକଙ୍କ ହାତରେ ପଡ଼ିଲା ହାତକଡ଼ି, ଜାଣିଶୁଣି ଘଟାଇଥିଲେ ଅପରାଧ !

ଭୁବନେଶ୍ୱର: ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ସିବିଆଇ ଆରମ୍ଭ କଲା ଗିରଫଦାରୀ । ଜାଣିଶୁଣି ଅପରାଧ ଘଟାଇବା ଓ ପ୍ରମାଣ ନଷ୍ଟ କରିବା ଅଭିଯୋଗରେ ସିବିଆଇ ୩ ଜଣଙ୍କୁ ଗିରଫ କରିଛି । ଆଇପିସି ଧାରା ୩୦୪ ଓ ୨୦୧ରେ ୩ ଜଣଙ୍କୁ ସିବିଆଇର ଗିରଫ କରିଥିବା ଜଣାପଡ଼ିଛି । ଭାରତୀୟ ରେଳବାଇର…