Latest Odisha News

BREAKING NEWS

Browsing Tag

Balasore

କରୋନା ଆତଙ୍କ: ଭଦ୍ରକରେ ୫, ବାଲେଶ୍ୱରରେ ୨ ନୂଆ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୋମବାର ପ୍ରଦାନ କରାଯାଇଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଯେଉଁ ୭ଟି ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ସେଥିମଧ୍ୟରେ ଭଦ୍ରକ ଜିଲ୍ଲାରୁ ୫ଜଣ ଏବଂ ବାଲେଶ୍ୱର ଜିଲ୍ଲାରୁ ୨ ଜଣ । 7 New Positive Cases of…

ରେଲୱେ ଓଭରବ୍ରିଜ୍ ଭୁଶୁଡିବା ଘଟଣା; ଜାଣନ୍ତୁ, କେଉଁସବୁ ଟ୍ରେନ୍ ସମୟରେ ହେଲା ପରିବର୍ତ୍ତନ

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ଶୋଭାରାମପୁର ରେଲୱେ କ୍ରସିଂ ନିକଟରେ ଥିବା ଏକ ନିର୍ମାଣଧିନ ଓଭରବ୍ରିଜ ଗତକାଲି ରେଳଧାରଣା ଉପରେ ଭୁଶୁଡି ପଡିଯାଇଥିଲା । ଯାହାଫଳରେ ଖୋର୍ଦ୍ଧା-ଖଡଗପୁର ରୁଟରେ ଅନେକ ଟ୍ରେନ୍ ଚଳାଚଳରେ ବାଧାପ୍ରାପ୍ତ ହୋଇଥିବା ବେଳେ ଆଉ କିଛି ଟ୍ରେନର ସମୟ ସୂଚୀରେ ପରିବର୍ତ୍ତନ…

ବାଲେଶ୍ୱରରେ ଭାଙ୍ଗିଲା ନିର୍ମାଣଧିନ ରେଲୱେ ଓଭରବ୍ରିଜ୍; ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଶୋଭାରାମପୁର ରେଲୱେ କ୍ରସିଂ ନିକଟରେ ଥିବା ଏକ ନିର୍ମାଣଧିନ ଓଭରବ୍ରିଜ ରବିବାର ଦିନ କୌଣସିକାରଣବଶତଃ ଭାଙ୍ଗିଯିବାରୁ ରେଳଧାରଣା ଉପରେ ପଡିଯାଇଥିଲା । ଫଳରେ ଟ୍ରେନ୍ ଚଳାଳଚ ବାଧାପ୍ରାପ୍ତ ହୋଇଛି। ପ୍ରାପ୍ତ ସୂଚନାନୁଯାୟୀ ଏହି ଘଟଣା ସେତେବେଳେ ଘଟିଲା,…

ବାଲେଶ୍ୱରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; ୩ ମୃତ, ୧୦ ଆହତ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ଶେରଗଡସ୍ଥିତ ପେଟ୍ରୋଲ୍ ପମ୍ପ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ଟ୍ରକ୍ ପଛରେ ଗୋଟିଏ ପର୍ଯ୍ୟଟକ ଗାଡି ପିଟିହେବାରୁ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଫଳରେ ୧୦ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୩ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି । ପ୍ରାପ୍ତ…

ବାଲେଶ୍ୱରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୨୦ ଆହତ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ନୀଳଗିରିସ୍ଥିତ ତେଲିପାଳ ଆଶ୍ରମ ସ୍କୁଲ ନିକଟରେ ବୁଧବାର ସକାଳେ ଏକ ଯାତ୍ରୀବାହୀ ବସ ରାସ୍ତା କଡରେ ଥିବା ଏକ ଗଛରେ ପିଟିହେବାରୁ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଫଳରେ ୨୦ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଅନ୍ୟ ୫ ଯାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା…

ବାଲେଶ୍ୱରରୁ ମିଳିଲା ବିରଳ ପ୍ରଜାତି ମାଛ

ଭୋଗରାଇ: ବାଲେଶ୍ୱର ଜିଲ୍ଲା କୁସୁଟି ଗ୍ରାମ ନିକଟ ଏକ ଧାନ କ୍ଷେତରୁ ରବିବାର ଦିନ ଏକ ବିରଳ ପ୍ରଜାତିର ମାଛକୁ ଉଦ୍ଧାର କରାଯାଇଛି । ଏହି ମାଛଟିର ଦାମ୍ ପ୍ରାୟ ୨ ଲକ୍ଷ ଟଙ୍କା ହେବାନେଇ ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ଚିତ୍ତରଞ୍ଜନ ଭଞ୍ଜ ନାମକ ଜଣେ ବ୍ୟକ୍ତି ଏହି ଦୁର୍ଲଭ ପ୍ରଜାତି…

ଟ୍ରକକୁ ପଛରୁ ପିଟିଲା ତୀର୍ଥଯାତ୍ରୀ ଗାଡି, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ସୋର: ବାଲେଶ୍ୱର ଜିଲ୍ଲା ସୋର ଅନ୍ତର୍ଗତ ତଳନଗର ନିକଟରେ ଶୁକ୍ରବାର ଦିନ ଏକ ତୀର୍ଥଯାତ୍ରୀ ଗାଡି ଦୁର୍ଘଟଣାଗସ୍ତ ହେବାରୁ ପାଖାପାଖି ୯ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଗୁଜୁରାଟର ଆରବାଲିରୁ କିଛି ପର୍ଯ୍ୟଟକ ଏକ ୱିଙ୍ଗର ଗାଡି ଜରିଆରେ ପୁରୀ…

‘ଅନ୍ତର୍ଜାତୀୟ ଫଟୋଗ୍ରାଫି ଆୱାର୍ଡ’ ପାଇଲେ ଓଡିଆ ପୁଅ ଶ୍ରୀତମ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଶୋଭାରମପୁର ଗ୍ରାମର ମୂଳ ବାସିନ୍ଦା ଶ୍ରୀତମ କୁମାର ସେଠୀ ଫଟୋଗ୍ରାଫିରେ ଅନ୍ତର୍ଜାତୀୟ ପୁରସ୍କାର ଜିତିଛନ୍ତି । ନିକଟରେ ନ୍ୟୁୟର୍କରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ‘ଇଭେଣ୍ଟ ଫଟୋଗ୍ରାଫର ଅଫ୍ ଦ ଇୟର’ରେ ସେ ସମ୍ମାନିତ ହୋଇଛନ୍ତି । ଏଥିସହିତ ପୁରସ୍କାର ରାଶି…

ବାଲେଶ୍ୱର: କୋଠା ବିସ୍ଫୋରଣ ଘଟଣାରେ ଜଣେ ଅଟକ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମ ନିକଟରେ ଅକ୍ଟୋବର ୩ ତାରିଖରେ ଏକ ତିନି ମହଲା କୋଠାରେ ହୋଇଥିବା ବିସ୍ଫୋରଣର ଘଟଣାରେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି । ସମ୍ପୃକ୍ତ ଅଭିଯୁକ୍ତର ନାମ ଶ୍ରୀଧର ମହାନ୍ତି ବୋଲି ଜଣାପଡିଛି ।…

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୩ ଆହତ

ବାଲେଶ୍ୱର/କେନ୍ଦୁଝର: ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରେ ଗୁରୁବାର ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୩ ଜଣଙ୍କର ଶୋଚନୀୟ ମୃତ୍ୟୁ ଘଟିଛି । ମିଳିଥିବା ସୂଚନାନୁଯାୟୀ କେନ୍ଦୁଝର ଜିଲ୍ଲାର ଟାଉନ ଥାନା ଅନ୍ତର୍ଗତ ନେଙ୍କଡାଘର ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ…