Latest Odisha News

BREAKING NEWS

Browsing Tag

Balasore

ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରରେ ଗୁଇନ୍ଦାଗିରି ଅଭିଯୋଗରେ ୫ ଅଟକ

ବାଲେଶ୍ୱର: ଗୁଇନ୍ଦାଗିରି ଅଭିଯୋଗରେ ଧରାପଡିଲେ ୫ ଅଭିଯୁକ୍ତ । ଏପରି ଘଟଣା ଦେଶର କୌଣସି ଆନ୍ତର୍ଜାତୀକ ସୀମା ନୁହେଁ ବରଂ ବାଲେଶ୍ୱର ଜିଲ୍ଲା ଚାନ୍ଦିପୁରରେ ସାମ୍ନାକୁ ଆସିଛି । ଚାନ୍ଦିପୁର ସ୍ଥିତ କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରରୁ ଗୁପ୍ତ ତଥ୍ୟ ଚୋରି ଓ ପଡୋଶୀ ଦେଶକୁ ପଠାଇବା ସନ୍ଦେହରେ…

୨୬ ଦିନିଆ ଝୋଟ ହସ୍ତକଳାର ଡିଜାଇନ କର୍ମଶାଳା ଉଦଯାପିତ

ବାଲେଶ୍ୱର : ଅହମଦାବାଦର ଇଣ୍ଟରପ୍ରୁନରସିପ ଡେଭଲପମେଣ୍ଟ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ( ଇଡିଆଇ) ଓ ଆସେନଚର ସଂସ୍ଥା ଏବଂ ଭୂବନେଶ୍ୱରର ସ୍ୱେଚ୍ଛାସେବୀ ସଂଗଠନ (ଏଫଡିଆଇ)ର ମିଳିତ ଉଦ୍ୟମରେ, ୨୬ ଦିନ ଧରି ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଳକ ନାବରାଠାରେ ଆୟୋଜିତ 'ଝୋଟ ହସ୍ତକଳାର ଡିଜାଇନ କର୍ମଶାଳା'…

୨୬ ଦିନିଆ ଝୋଟ ହସ୍ତକଳାର ଡିଜାଇନ କର୍ମଶାଳା ଉଦଯାପିତ

ବାଲେଶ୍ୱର : ଅହମଦାବାଦର ଇଣ୍ଟରପ୍ରୁନରସିପ ଡେଭଲପମେଣ୍ଟ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ( ଇଡିଆଇ) ଓ ଆସେନଚର ସଂସ୍ଥା ଏବଂ ଭୂବନେଶ୍ୱରର ସ୍ୱେଚ୍ଛାସେବୀ ସଂଗଠନ (ଏଫଡିଆଇ)ର ମିଳିତ ଉଦ୍ୟମରେ, ୨୬ ଦିନ ଧରି ବାଲେଶ୍ୱର ଜିଲ୍ଲାର ସଦର ବ୍ଳକ ପାରିକୂଳଠାରେ ଚାଲିଥିବା ଝୋଟ ହସ୍ତକଳାର ଡିଜାଇନ କର୍ମଶାଳା…

ସୃଜନଶୀଳତାର ଭିନ୍ନ ଏକ ପରିଚୟ: ଟେରାକୋଟା ଶିଳ୍ପୀ ରମେଶ ଚନ୍ଦ୍ର ମୁଦୁଲି

କଳା ଓ କାରିଗରୀକୁ ନେଇ ପ୍ରିୟରଂଜନ କରଙ୍କ ସ୍ୱତନ୍ତ୍ର ଉପସ୍ଥାପନା କଳା କାରିଗରୀ ପରିବାରର କୌଳିକ ବୃତ୍ତି ବଞ୍ଚାଇ ରଖିବା ସହ ଭିନ୍ନ କିଛି କରିବାର ନିଶା ରମେଶଙ୍କୁ କରିଛି ମତୁଆଲା । ମାଟି କାଦୁଅରେ ତିଆରି ତାଙ୍କ ଭଳିକି ଭଳି କଳାକୃତ୍ତି ଦେଖିବା ମାତ୍ରକେ ମୋହିନିଏ ଗ୍ରାହକର ମନ ।…

ପରଲୋକରେ ବିଶିଷ୍ଟ ଶିଳ୍ପପତି ହିମାଂଶୁ ଦାସ

ବାଲେଶ୍ୱର: ବିଶିଷ୍ଟ ଶିଳ୍ପପତି ତଥା ବିଭିନ୍ନ ଅନୁଷ୍ଠାନର ପୃଷ୍ଠପୋଷକ ହିମାଂଶୁ ଦାସ ଗତକାଲି ଦେହାନ୍ତ ହୋଇଯାଇଛି । ଗତ କିଛିଦିନ ହେଲା ଲିଭର ସିରୋସିସ୍ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଗତକାଲି ରାତିରେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ବାଲେଶ୍ୱର…

ବାତ୍ୟା ପ୍ରଭାବିତ ବାଲେଶ୍ୱରରେ ରିଲିଫ୍ ବାଣ୍ଟୁଛି ଭାରତୀୟ ନୌସେନା

ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ବାଲେଶ୍ୱରରେ ଭାରତୀୟ ନୌସେନା ପକ୍ଷରୁ ରିଲିଫ୍ ବଣ୍ଟନ ଜାରି ରହିଛି । ଗତକାଲି ନୌସେନା ସଦର ବ୍ଲକର ପରିଖି ଗାଁରେ ରିଲିଫ୍ ବଣ୍ଟନ କରିଥିଲା । ବାତ୍ୟା ପରେ ପରିଖି ଗାଁ ଜଳବନ୍ଦୀ ହୋଇ ରହିଛି । ନୌସେନା ପକ୍ଷରୁ ସେଠାରେ ଥିବା ବାତ୍ୟା ଆଶ୍ରୟସ୍ଥଳୀରେ କମ୍ୟୁନିଟି…

ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ବୈଠକ ପରେ ଆକାଶ ମାର୍ଗରୁ ବୁଲି ଦେଖିବେ ବାତ୍ୟାଞ୍ଚଳ

ଭୁବନେଶ୍ୱର: ବାତ୍ୟା ‘ୟାସ୍’ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବା ପାଇଁ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଗତ କରିଛନ୍ତି । ମୁଖ୍ୟ…

ବାତ୍ୟା ପ୍ରଭାବିତ ବାଲେଶ୍ୱରରେ INS ଚିଲିକା ପକ୍ଷରୁ ରିଲଫ୍ ବଣ୍ଟନ

ଭୁବନେଶ୍ୱର: ବାତ୍ୟା ‘ୟାସ୍’ କ୍ଷତିଗ୍ରସ୍ତ ଅଞ୍ଚଳରେ ଆଇଏନଏସ୍ ଚିଲିକା ପକ୍ଷରୁ ଉଦ୍ଧାର କାର୍ଯ୍ୟ ସହ ରିଲିଫ୍ ବଣ୍ଟନ କରାଯାଇଛି । ବାଲେଶ୍ୱରରେ ବାତ୍ୟାର କ୍ଷୟକ୍ଷତି ବୁଲି ଦେଖିଛନ୍ତି ଓଡ଼ିଶା ଦାୟିତ୍ୱରେ ଥିବା ନୌସେନା ଅଧିକାରୀ । ବାଲେଶ୍ୱର ଜିଲ୍ଲାପାଳଙ୍କ ସହ ପ୍ରଭାବିତ ଅଞ୍ଚଳରେ…

ମାଡ଼ି ଆସୁଛି ବାତ୍ୟା ‘ୟଶ୍’, ବାଲେଶ୍ୱର ନିକଟରେ କରିପାରେ ଲ୍ୟାଣ୍ଡଫଲ୍

ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ‘ୟଶ୍’ । ବାଲେଶ୍ୱର ନିକଟବର୍ତ୍ତୀ କୌଣସି ସ୍ଥାନରେ କରିପାରେ ଲ୍ୟାଣ୍ଡଫଲ୍ । ପାଣିପାଗ ବିଭାଗର ତାଜା ଆକଳ ଅନୁଯାୟୀ ବାତ୍ୟା ‘ୟଶ୍’ ବାଲେଶ୍ୱର ନିକଟରେ ସ୍ଥଳଭାଗ ଛୁଇଁପାରେ । ୨୬ ତାରିଖ ଭୋର୍ ସମୟରେ ବାତ୍ୟା ‘ୟଶ୍’ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ…

ବାଲେଶ୍ବରରୁ ଉଦ୍ଧାର ଡ଼ଲଫିନର ମୃତ୍ୟୁ

ବାଲେଶ୍ବର: ବାଲେଶ୍ବର ଜିଲ୍ଲାର ଏକ ନଦୀ ମୁହାଣରୁ ଉଦ୍ଧାର ହୋଇଥିବା ଆହତ ଡଲଫିନର ଶୁକ୍ରବାର ମୃତ୍ୟୁ ଘଟିଛି। ଖବର ଅନୁଯାୟୀ, ବାଲିଆପାଳର କିଛି ସ୍ଥାନୀୟ ଲୋକ କଙ୍କଡାପାଳ ନଦୀ ମୁହାଣ ନିକଟରେ ଏକ ଡଲଫିନକୁ ଆହତ ଅବସ୍ଥାରେ ଦେଖିବାକୁ ପାଇଥିଲେ। ଏନେଇ ବନ ଅଧିକାରୀମାନଙ୍କୁ ଜଣାଇବା ପରେ…