Latest Odisha News
Browsing Tag

Balasore

ଜାଲରେ ପଡିଲା ରକେଟ୍‌ !

ସୋର: ମାଛ ଜାଲରେ ପଡିଲା ରକେଟ୍ । ସମୁଦ୍ରକୁ ମାଛ ଧରିବାକୁ ଯାଇଥିବା ବେଳେ ମାଛ ବଦଳରେ ରକେଟ୍ ଜାଲରେ ପଡିଯାଇଛି । ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ୍ ଖରାସାହାପୁର ପଞ୍ଚାୟତର ପଞ୍ଚୁବିସା ନଦୀ ପଥ ଦେଇ ସମୁଦ୍ରକୁ ମାଛ ଧରିବାକୁ ଯାଇଥିବା ବେଳେ ମତ୍ସ୍ୟଜୀବୀଙ୍କ ଜାଲରେ ଏକ…

ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନରେ କେତେ ଜଣ କରୋନା ଆକ୍ରାନ୍ତ ଦେଇଛନ୍ତି ଭୋଟ? ଜାଣନ୍ତୁ

ଭୁବନେଶ୍ୱର:ବାଲେଶ୍ୱର ଓ ତିର୍ତ୍ତୋଲରେ ସୁରୁଖୁରୁରେ ସରିଛି ଉପ-ନିର୍ବାଚନ । ଉପନିର୍ବାଚନ ଶେଷ ହେବା ପରେ ଏବେ ଷ୍ଟ୍ରଙ୍ଗ ରୁମରେ ସୁରକ୍ଷିତ ଭାବେ ରହିଛି ଇଭିଏମ । ଏହା ସହ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ତିର୍ତ୍ତୋଲରେ ୨୩ ଜଣ କୋଭିଡ୍ ଆକ୍ରାନ୍ତ ଶେଷରେ ଭୋଟ୍ ଦେଇଛନ୍ତି ।…

ଭୋଟରଙ୍କୁ ବାଣ୍ଟୁଥିଲେ ଟଙ୍କା, ଧରିଲା ପୋଲିସ

ବାଲେଶ୍ୱର: ଆଜି ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଚାଲିଛି ଭୋଟିଂ । ଏହି ସମୟ ବାଲେଶ୍ୱରରୁ ଆସିଛି ସଙ୍ଗୀନ ଅଭିଯୋଗ । ସେଠାକାର ୧ ନମ୍ବର ୱାର୍ଡ ଆଦିବାସୀ ସାହିରେ ଜଣେ ମହିଳା କିଛି ସମର୍ଥକଙ୍କ ସହ ଆସି ଭୋଟରଙ୍କୁ ଟଙ୍କା ବାଂଟୁଥିବା ଅଭିଯୋଗ ହୋଇଛି । ଏହାପରେ ସ୍ଥାନୀୟ…

ଓଲଟିଲା ଯାତ୍ରୀବାହୀ ବସ୍‌, ୫ ଆହତ

ବାଲେଶ୍ୱର: ଓଲଟିଲା ଯାତ୍ରୀବାହୀ ବସ୍ । ଭାରସାମ୍ୟ ହରାଇ ଧାନ ବିଲକୁ ଯାତ୍ରୀବାହୀ ବସ୍ ଓଲଟି ପଡିଛି । ଫଳରେ ଏହି ଦୁର୍ଘଟଣାରେ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ଡିଗିରିବାହୀ ଛକ ନିକଟରେ ଆଜି ସକାଳୁ ଏହି ଦୁର୍ଘଟଣା ଘଟିଛି । ଆହତ ୫ ଯାତ୍ରୀଙ୍କୁ ମେଡିକାଲ‌ରେ ଭର୍ତ୍ତି…

ଲୁଗା ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ, ସିସିଟିଭିରେ କଏଦ ହେଲା ଭିଜୁଆଲ

ବାଲେଶ୍ୱର: ଦୋକାନ ଭିତରେ ପଶି ଲୁଗା ଦୋକାନୀଙ୍କୁ ଖଣ୍ଡାରେ ମରାନ୍ତକ ଆକ୍ରମଣ । ସିସିଟିଭିରେ କଏନ୍ ହେଲା ଲାଇଭ ଭିଜୁଆଲ । ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଂଚଳରେ ଘଟିଛି ଏଭଳି ଘଟଣା । ଆକ୍ରମଣ କରିଥିବା ଦୁଇ ଯୁବକ ହେଲେ ସ୍ଥାନୀୟ ଅଞ୍ଚଳର ରାଜେନ୍ଦ୍ର ଜେନା ଓ ତାଙ୍କ ଭାଇ ଜିତେନ୍ଦ୍ର ଜେନା।…

ନାଲିବତି ଗାଡିରେ ଧରାପଡିଲେ ୨ ନକଲି ପୋଲିସ

ବାଲେଶ୍ୱର: ପୋଲିସ ଆଖିରେ ଧୁଳି । ନକଲି ନାଲିବତୀ ଗାଡିରେ ଧରାପଡିଲେ ୨ ନକଲି ପୋଲିସ । ବାଲେଶ୍ୱର ଜିଲ୍ଲା ଖନ୍ତପଡା ଥାନା ଅଂଚଳରୁ ପୋଲିସ ଡ୍ରେସରେ ଆସୁଥିବାବେଳେ ଚେକିଂ ବେଳେ ଧରାପଡିଲେ । ଚେକିଂ ବେଳେ ପୋଲିସକୁ ଦେଖି ଖସି ପଳାଉଥିବାବେଳେ  ପୋଲିସ ଗିରଫ କରିଛି । ୨ଦୁର୍ଦ୍ଦାନ୍ତ ଅପରାଧୀଙ୍କ…

ବିିପଦ ସଂକେତ ଡେଇଁଲା ଜଳକା

ବାଲେଶ୍ୱର: ବିପଦ ସଂକେତ ଡେଇଁଲା ଜଳକା । ବାଲେଶ୍ୱର ଜିଲ୍ଲା ବସ୍ତାର ମଥାନୀ ଠାରେ ବିପଦ ସଂକେତ ଟପିଛି ଜଳକା ନଦୀ । ମଥାନୀ ଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ଏବେ ୬.୨୩ ମିଟରରେ ଜଳ ପ୍ରଭାବିତ ହେଉଛି । ଲଘୁଚାପ ଜନିତ ବର୍ଷା ଯୋଗୁଁ ଜଳକା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ନଦୀର…

ବିପଦ ସଂକେତ ଛୁଇଁଲା ଜଳକା

ବାଲେଶ୍ୱର: ଫୁଲୁଛି ଜଳକା । ବଢ଼ୁଛି ଜଳକାର ଜଳସ୍ତର । ବିପଦ ସଂକେତ ଛୁଇଁଲା ଜଳକା ନଦୀ । ବାଲେଶ୍ୱର ବସ୍ତା ମଥାନୀ ଠାରେ ଜଳକା ନଦୀ ବିପଦ ସଂକେତ ଛୁଇଁଛି । ଅବିଶ୍ରାନ୍ତ ବର୍ଷା ଲାଗି ରହିଥିବାରୁ ନଦୀରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ଏବେ ୫.୫ ମିଟରରେ ପ୍ରବାହିତ ହେଉଛି ଜଳକା ।…

ସୁପରସୋନିକ୍ କ୍ରୁଜ ମିସାଇଲ୍ ବ୍ରହ୍ମୋସ୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର: ବାଲେଶ୍ୱର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ବ୍ରହ୍ମୋସର ସଫଳ ପରୀକ୍ଷଣ ହୋଇଛି । ଭାରତ ଓ ରୁଷିଆର ମିଳିତ ଜ୍ଞାନକୌଶଳରେ ତିଆରି ହୋଇଥିବା ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ୍‌ ବ୍ରହ୍ମୋସ୍‌ର ବ୍ୟାବହାରିକ ପରୀକ୍ଷଣ ସକାଳ ୧୦ଟା ୨୭ରେ କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଞ୍ଚ୍‌…

ନଭେମ୍ବର ୩ରେ ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ ଭୋଟ

ଭୁବନେଶ୍ୱର: ବାଜିଲା ବିଧାନସଭା ଉପନିର୍ବାଚନ ବିଗୁଲ । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ଆସନ୍ତା ନଭେମ୍ବର ୩ ତାରିଖରେ ପଡିବ ଭୋଟ । କୋଭିଡ ଗାଇଡ ଲାଇନ୍ ଅନୁଯାୟୀ ନିର୍ବାଚନ ହେବ । ଏନେଇ ଭାରତୀୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ଅକ୍ଟୋବର…