Latest Odisha News

BREAKING NEWS

Browsing Tag

Bali Yatra

ବାଲିଯାତ୍ରାରେ ମନ ମୋହୁଛି ସ୍ମୋକ୍ ବିସ୍କୁଟ୍

କଟକ: ବିସ୍କୁଟ୍ ଖାଇବାକୁ ସମସ୍ତଙ୍କୁ ଭଲ ଲାଗେ । ପିଲାଠୁ ବୁଢ଼ା ସମସ୍ତଙ୍କୁ ବିସ୍କୁଟ୍ ଲୋଡ଼ା । ଆଉ ଚା କପ୍ ସହ ବିସ୍କୁଟ୍ ହେଲେ ଆନନ୍ଦ କାହିଁରେ କେତେ । କଟକ ବାଲିଯାତ୍ରାରେ ସ୍ମୋକ ବିସ୍କୁଟ୍ ସମସ୍ତଙ୍କ ମନ ମୋହୁଛି । ଏହି ବିସ୍କୁଟ୍ ଯିଏ ଥରେ ଖାଉଛି, ଆଉ ଥରେ ଖାଇବାକୁ ଇଚ୍ଛା କରୁଛି ।…

ଏବର୍ଷ କଟକରେ ହେବ ଐତିହାସିକ ବାଲିଯାତ୍ରା

କଟକ: ଚଳିତ ବର୍ଷ ଆୟୋଜନ ହେବ ଐତିହାସିକ ବାଲିଯାତ୍ରା । ବାଲିଯାତ୍ରା ନେଇ ଅନୁମତି ଦେଇଛନ୍ତି କଟକ ଜିଲ୍ଲାପାଳ ଭବାନୀ ଶଙ୍କର । କୋଭିଡ୍‌ ପାଇଁ ଦୁଇ ବର୍ଷ ଧରି ବିଶ୍ୱ ପ୍ରସିଦ୍ଧ ବାଲିଯାତ୍ରା ବନ୍ଦ ରହିଥିଲା । କରୋନା ସ୍ଥିତିରେ ସୁଧାର ଆସିଥିବାରୁ ବାଲିଯାତ୍ରା କରାଯିବାକୁ ଯୋଜନା ରଖାଯାଇଛି…

କୋଭିଡ଼କୁ ଦୃଷ୍ଟିରେ ରଖି ଚଳିତ ବର୍ଷ ବି ବନ୍ଦ ରହିବ ଐତିହାସିକ ବାଲିଯାତ୍ରା

କଟକ: ପୁଣି ଖାଲି ପଡ଼ିବ ବାଲିଯାତ୍ରା ପଡ଼ିଆ। ସନ୍ଧ୍ୟା ହେଲେ ଜମିବନି ଲୋକଙ୍କ ଭିଡ଼। ଚଳିତ ବର୍ଷ କଟକର ଐତିହାସିକ ବାଲିଯାତ୍ରା ହେବନାହିଁ। କୋଭିଡ଼କୁ ଦୃଷ୍ଟିରେ ରଖି ବାଲିଯାତ୍ରା ବନ୍ଦ ରଖିବାକୁ ନିଷ୍ପତି ନେଇଛନ୍ତି ଜିଲ୍ଲା ପ୍ରଶାସନ। ବାଲିଯାତ୍ରା ବନ୍ଦ ନେଇ କଟକ ଜିଲ୍ଲାପାଳ ଭବାନୀ ଶଙ୍କର…

‘ବାଲିଯାତ୍ରା’କୁ ମିଳିଲା ରାଜ୍ୟସ୍ତରୀୟ ଉତ୍ସବ ମାନ୍ୟତା

ଭୁବନେଶ୍ୱର: ବିଶ୍ୱ ପ୍ରସିଦ୍ଧ କଟକ ଐତିହାସିକ ବାଲିଯାତ୍ରାକୁ ମିଳିଲା ରାଜ୍ୟସ୍ତରୀୟ ଉତ୍ସବ ମାନ୍ୟତା। ନଗର ଉନ୍ନୟନ ବିଭାଗ ଓ ସଂସ୍କୃତି ବିଭାଗ ପକ୍ଷରୁ ଶୁକ୍ରବାର ଦିନ ଲୋକସେବା ଭବନରେ ଆୟୋଜିତ ହୋଇଥିବା ଏକ ବୈଠକରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି । କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ…