Latest Odisha News

BREAKING NEWS

Browsing Tag

Baliguda

୧୧ ବାଘ ଶିକାରୀ ଗିରଫ; ବାଘ ଛାଲ, ନଖ ଓ ମାଂସ ଜବତ

ବାଲିଗୁଡ଼ା: ଜଙ୍ଗଲରେ କଲରାପତରିଆ ବାଘ ଶିକାର କରି ଛାଲ, ନଖ ବାହାର କରି ମାଂସ ଭାଗ ବାଣ୍ଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ରାଇକିଆ ବନାଞ୍ଚଳର ବାରବା ସେକ୍ସନର ବାଦଗଡ଼ ଜଙ୍ଗଲରେ । ବାଘ ଛାଲ, ନଖ ଓ କିଛି ମାଂସ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ…

ବାଲିଗୁଡ଼ାରେ ବାଘ ନୁହେଁ, କ୍ୟାମେରାରେ କଏଦ ହେଲା ପ୍ରକୃତ ଜନ୍ତୁର ଫଟୋ

ବାଲିଗୁଡ଼ା: ଗତ ତିନିଦିନ ଧରି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବଡ଼ଗାଁ କନ୍ୟାଶ୍ରମ ପଛପଟ ଖଡଗ ନଦୀ କୂଳରେ ବାଘ ବୁଲୁଥିବା ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଆଖପାଖ ଲୋକେ ଆତଙ୍କିତ ଅବସ୍ଥାରେ ଥିଲେ । ବନଖଣ୍ଡ ଅଧିକାରୀ ବିଶ୍ବରାଜ ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ବନାଞ୍ଚଳ ଅଧିକାରୀ ଉଦିତ୍…

ବାଲିଗୁଡ଼ାରେ ମାତିଛନ୍ତି ବାଘ, ଅଳ୍ପକେ ବର୍ତ୍ତିଲେ ପମ୍ପ ହାଉସ୍‌ର ୨ କର୍ମଚାରୀ

କନ୍ଧମାଳ : ମାତିଛି ବାଘ । ବାଲିଗୁଡ଼ାରେ ଆତଙ୍କ ଖେଳାଇଛି ବାଘ । ଖଡ଼ଗ ନଦୀ କୂଳରେ ୨ଟି ବାଘ ବୁଲୁଥିବାର ସୂଚନା ମିଳିଛି । ପମ୍ପ ହାଉସ୍‌ର ୨ ଜଣ କର୍ମଚାରୀଙ୍କୁ ବାଘ ଆକ୍ରମଣ କରିବାକୁ ଗୋଡ଼ାଇଥିବା କହିଛିନ୍ତି । ସୂଚନା ଅନୁଯାୟୀ, ଗତକାଲି ରାତି ୯ଟା ସମୟରେ ପମ୍ପ ହାଉସ୍‌ର ୨ ଜଣ…

ହତ୍ୟାର ୩ ମାସ ପରେ ଏତଲା, ୪ ଦିନରେ ୪ ଗିରଫ

ବାଲିଗୁଡ଼ା: ପୂର୍ବ ଶତ୍ରୁତାକୁ ନେଇ ମାର୍ଚ୍ଚ ମାସରେ ହୋଇଥିବା ହତ୍ୟା ନେଇ ମେ ୨୨ରେ ଅଭିଯୋଗ ହୋଇଥିଲା । ଆଉ ଅଭିଯୋଗର ୪ ଦିନ ମଧ୍ୟରେ ବାଲିଗୁଡ଼ା ଥାନା ପୋଲିସ ୪ ଭାଇଙ୍କୁ ଗିରଫ କରିବା ସହ ହତ୍ୟାକାଣ୍ଡର ପର୍ଦ୍ଦାଫାସ୍ କରିଛି । ସୂଚନା ପ୍ରକାରେ, ଗତ ମାର୍ଚ୍ଚ ମାସରେ କନ୍ଧମାଳ ଜିଲ୍ଲା…

ହଷ୍ଟେଲରେ ପରଷା ଯାଉଥିଲା ନିମ୍ନ ମାନର ଖାଦ୍ୟ, ଅତିଷ୍ଠ ହୋଇ ହଷ୍ଟେଲ ଛାଡ଼ିଲେ ଅନ୍ତେବାସୀ

ବାଲିଗୁଡ଼ା: ନିମ୍ନ ମାନର ଖାଦ୍ୟ ନେଇ ତାତିଲେ ଛାତ୍ରୀ । ଅତିଷ୍ଠ ହୋଇ ଛାଡ଼ିଲେ ହଷ୍ଟେଲ । ଖମଣଖୋଲ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନିମ୍ନ ମାନର ଖାଦ୍ୟ ପରିବେଷଣ ଅଭିଯୋଗ । ଉତ୍‌କ୍ଷିପ୍ତ ହୋଇ ହଷ୍ଟେଲ ଛାଡ଼ିଲେ ୫୦ରୁ ଉର୍ଦ୍ଧ୍ବ ଅନ୍ତେବାସୀ । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ…

ପାଣି ପାଇଁ ଲୋକେ ଡହଳ ବିକଳ, ଏପଟେ ଅଯଥା ନଷ୍ଟ ହେଉଛି ଜଳ

ବାଲିଗୁଡ଼ା: ଦୀର୍ଘ ଦିନରୁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ଅନେକ ୱାର୍ଡରେ ଜଳ ସଂକଟ ଲାଗି ରହିଛି । ହେଲେ ଏନ୍ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ କିମ୍ବା ଜଳ ଯୋଗାଣ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେଉନଥିବା ଅଭିଯୋଗ ହେଉଛି । ଅନେକ ୱାର୍ଡରେ ପାଇପ୍ ଲାଇନ୍ ସଂଯୋଗ…

କନ୍ଧମାଳରେ ଲାଲ୍ ହିଂସା; ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା, ଜାଳିଦେଲେ ୫ଟି ଗାଡ଼ି

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲାରେ ମାଓବାଦୀ ପୁଣି ଥରେ ପୋଲିସକୁ ଚ୍ୟାଲେଞ୍ଜ କରିଛନ୍ତି । ୨୪ ଘଣ୍ଟା ମଧ୍ୟରେ ମାଓବାଦୀ ଦୁଇ ଦୁଇଟି ହିଂସା ଘଟାଇଛନ୍ତି । ଗତକାଲି ବାଲିଗୁଡ଼ା ଥାନା ସୁଡ୍ରା ପଞ୍ଚାୟତ ଆମ୍ବାବାଡ଼ି ଗାଁରେ ଲାଲବାହିନୀ ଜଣେ ଯୁବକଙ୍କୁ ପୋଲିସ ଇନଫର୍ମର ସନ୍ଦେହର ବିଭତ୍ସ ଭାବେ…

ନବଜାତର ମୃତ୍ୟୁ ପରେ ଆଖି ବୁଜିଲା ନାବାଳିକା ମାଆ

ଫୁଲବାଣୀ: ନବଜାତ ପରେ ଆଖି ବୁଜିଲା ନାବାଳିକା ମାଆ । ଚିକିତ୍ସାଧୀନ ଅବସ୍ଥାରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ହୋଇଛି । କିଛିଦିନ ତଳେ ତୁମୁଡ଼ିବନ୍ଧ ବ୍ଲକ ବେଲଘର ଥାନା ରାଙ୍ଗାପୁର ଆବାସିକ ବିଦ୍ୟାଳୟର ଜଣେ ଛାତ୍ରୀ ଗର୍ଭବତୀ ଥିବା ଜଣାପଡ଼ିଥିଲା । ଏନେଇ ଥାନାରେ ଏତଲା ଦେଇଥିଲେ…

ଘେରାଉ ନାଁରେ କଂଗ୍ରେସର ଦାଦାଗିରି, ପୌର ନିର୍ବାହୀ ଅଧିକାରୀଙ୍କୁ ଆକ୍ରମଣ ଉଦ୍ଯମ

ବାଲିଗୁଡ଼ା: ଉଗ୍ର ହେଉଛି କଂଗ୍ରେସ । ଘେରାଉ ନାଁରେ କରୁଛି ଦାଦାଗିରି । ବାଲିଗୁଡ଼ା ଏନଏସିରେ ଦୁର୍ନୀତି ହେଉଥିବା ଅଭିଯୋଗ କରି କଂଗ୍ରେସ ଆଜି ଆନ୍ଦୋଳନ କରିଥିଲା । ଏନ୍ଏସି କାର୍ଯ୍ୟାଳୟ ଘେରାଉ କରିଥିଲା ବାଲିଗୁଡ଼ା ନଗର କଂଗ୍ରେସ । କିନ୍ତୁ ଆନ୍ଦୋଳନ ନାଁରେ କଂଗ୍ରେସ ନେତା ଓ କର୍ମୀ ସବୁ…

ସମ୍ପର୍କୀୟଙ୍କ ଅନ୍ତ୍ୟେଷ୍ଟିକୁ ଯିବାବେଳେ ଦୁର୍ଘଟଣା, ୮ ଆହତ

ବାଲିଗୁଡ଼ା: ସମ୍ପର୍କୀୟଙ୍କ ଅନ୍ତ୍ୟେଷ୍ଟି କାର୍ଯ୍ୟରେ ଯୋଗ ଦେବାକୁ ଯିବାବେଳେ ଅଘଟଣ । ଭାରସାମ୍ୟ ହରାଇ ଅଟୋ ଦୁର୍ଘଟଣା ଗ୍ରସ୍ତ ହେବାରୁ ୮ ଜଣ ଆହତ । ସମସ୍ତ ଆହତଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ୍ ବୁଡ଼ାଗୁଡ଼ା…