ଅନ୍ତର୍ଜାତୀୟ ବିମାନ ଚଳାଚଳ ଫେବ୍ରୁଆରି ୨୮ ପର୍ଯ୍ୟନ୍ତ ବନ୍ଦ : ଡିଜିସିଏ
ନୂଆଦିଲ୍ଲୀ : ଭାରତ ସରକାର ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ଚଳାଚଳକୁ ଆସନ୍ତା ଫେବ୍ରୁଆରି ୨୮ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଆଜି ବେସାମରିକ ବିମାନଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ଜାରି ସର୍କୁଲାର ଜାରି ହୋଇଛି । ତେବେ କେତେକ ସ୍ବତନ୍ତ୍ର କ୍ଷେତ୍ରରେ ଅନ୍ତର୍ଜାତୀୟ ବିମାନ…