ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି
ପୁରୀ: ବୁଧବାର ପୌଷ କୃଷ୍ଣ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ 'ବନକ ଲାଗି' ବା 'ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହୋଇଅଛି । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନୀର୍ଘଣ୍ଟ ଚୂଡ଼ାନ୍ତ ହୋଇଥିବା ବେଳେ ମହାପ୍ରଭୁଙ୍କ ଏହି ଗୁପ୍ତ ସେବା ପ୍ରାୟ ୪…