Latest Odisha News

BREAKING NEWS

Browsing Tag

Banakalagi Niti

ଶ୍ରୀମନ୍ଦିରରେ ଆଜି ବନକଲାଗି ନୀତି, ସନ୍ଧ୍ୟା ୫ଟାରୁ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି । ଏଥିପାଇଁ ସାମୟିକ ବନ୍ଦ ରହିବ ଶ୍ରୀଜିଉଙ୍କର ଦର୍ଶନ । ସନ୍ଧ୍ୟା ୫ଟାରୁ ୮ଟା ଯାଏ ମହାପ୍ରଭୁଙ୍କର ଦର୍ଶନ ବନ୍ଦ ରହିବ । ଏହି ସମୟରେ ବନକପେଡ଼ି ଧରି ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିରରେ ପ୍ରବେଶ କରିବେ ।…

କାଲି ଶ୍ରୀଜିଉଙ୍କର ବନକଲାଗି ନୀତି, ସନ୍ଧ୍ୟା ୫ରୁ ୮ଟା ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିସହ ଶ୍ରୀମୁଖ ଶୃଙ୍ଗାର ହେବ । ବନକଲାଗି ନୀତି ପାଇଁ କାଲି ସଂଧ୍ୟା ୫ଟାରୁ ରାତି ୮ଟା ଯାଏ ଶ୍ରୀଜିଉଙ୍କର ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ରାତି ୮ଟାରେ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି

ପୁରୀ: ଆଜି ଅପରାହ୍ନରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କପ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ଏହି ସେବା ସମ୍ପାଦନ କରିବେ । ଦ୍ଵିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଅପରାହ୍ନରେ ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କର…

ଆଡ଼ପ ମଣ୍ଡପରେ ଆଜି ଶ୍ରୀଜିଉଙ୍କର ହେବ ବନକଲାଗି ନୀତି

ପୁରୀ: ଗୁଣ୍ଡିଚା ମନ୍ଦିରରେ ବିରାଜମାନ ଅଛନ୍ତି ଶ୍ରୀଜିଉ । ଜନ୍ମବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଭିନ୍ନ ନୀତିକାନ୍ତି ଚାଲିଛି । ଆଜି ଆଷାଢ଼ ଶୁକ୍ଳ ପଞ୍ଚମୀ ମାସନ୍ତ ତିଥି ଥିବାରୁ ଶ୍ରୀଜିଉମାନଙକ୍ର ବନକଲାଗି ନୀତି ଅନୁଷ୍ଠିତ ହେବ । ରୀତିନୀତି ଅନୁସାରେ ମହାପ୍ରଭୁଙ୍କର ଦ୍ୱିତୀୟ ଭୋଗ…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ: ଆଜି ଫାଲଗୁନ୍ କୃଷ୍ଣ ପଞ୍ଚମୀ ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର । ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ…

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ବା ଶ୍ରୀମୁଖ ଶିଙ୍ଗାର ନୀତି ଅନୁଷ୍ଠିତ ହେବ । ଏହି ବିଶେଷ ଗୁପ୍ତ ନୀତି ଅପରାହ୍ନ ୪ଟା ରୁ ସନ୍ଧ୍ୟା ୮ଟା ମଧ୍ୟରେ ହେବ । ପରମ୍ପରା ଓ ରୀତିନୀତି ଅନୁସାରେ, ମହାପ୍ରଭୁ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା, ଶ୍ରୀସୁଦର୍ଶନଙ୍କର…