Latest Odisha News

BREAKING NEWS

Browsing Tag

Banakalagi Ritual

ବୁଧବାର ହେବ ବନକଲାଗି ନୀତି, ଏବେ ଖୋଲିବନି ଶ୍ରୀମନ୍ଦିରର ୪ ଦ୍ୱାର

ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତିକୁ ନେଇ ଉପୁଜିଥିବା ଦ୍ୱନ୍ଦ୍ୱ ଓ ବିବାଦର ଅବସାନ ଘଟିଛି । ଆଜି  ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ମାସକୁ ଦୁଇ ଥର ବୁଧବାର ବନକଲାଗି ନୀତି ଅନୁଷ୍ଠିତ ହେବ । ଯଦି ବୁଧବାର ବିଶେଷ ନୀତି ରହିବ ତାହେଲେ ଗୁରୁବାର…

ବୁଧବାର ନା ଗୁରୁବାର ବନକଲାଗି ନୀତି କେବେ ?

ପୁରୀ: ପ୍ରଶାସନ ନା ସେବାୟତ ? କାହା କଥାରେ ହେବ ମହାପ୍ରଭୁଙ୍କ ବନକଲାଗି ନୀତି ? ସ୍ୱତଃ ଲିପି ଅନୁସାରେ ହେବ ନା ନାହିଁ । ଦୀର୍ଘ ୨୫ ଦିନ ଧରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇ ପାରନାହିଁ । ବନକଲାଗି ନୀତି ବୁଧବାର ହେବା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଥିଲେ । ହେଲେ ଗୁରୁବାର…

ଶ୍ରୀମନ୍ଦିରରେ ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି (୧୯.୪.୨୦୨୩, ବୁଧବାର) ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ରୁ ରାତ୍ର ଘ.୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଙ୍କ ପାଇଁ ଦର୍ଶନ ବନ୍ଦ ରହିବ ବୋଲି…

ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ବର : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି । ଫାଲଗୁନ ମାସ କୃଷ୍ଣପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିର ରତ୍ନସିଂହାସନରେ ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।…

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି; ଚତୁର୍ଦ୍ଧା ମୂର୍ତ୍ତିଙ୍କର ହେବ ମହାସ୍ନାନ

ପୁରୀ:ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନିତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ  ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନିତି ସମ୍ପର୍ଣ୍ଣ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ…

ଶ୍ରୀଜୀଉଙ୍କ ‘ବନକଲାଗି’ ନୀତି: ୪ ଘଣ୍ଟା ଯାଏଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିରରେ ବୁଧବାର ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ…

ଆଜି ଶ୍ରୀଜିଉଙ୍କ ‘ବନକଲାଗି’ ନୀତି, ୪ ଘଣ୍ଟା ଯାଏଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିରରେ ବୁଧବାର ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର‌୍ୟ୍ୟନ୍ତ ଶ୍ରୀଜିଉଙ୍କ…

ଆଜି ଶ୍ରୀଜିଉଙ୍କ ‘ବନକଲାଗି’ ନୀତି, ବନ୍ଦ ରହିବ ଦର୍ଶନ

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିରରେ ବୁଧବାର ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ମିଳିଥିବା ସୂଚନାନୁଯାୟୀ ଆଜି ମଧ୍ୟାହ୍ନ ଧୂପ ଓ ଭୋଗ ମଣ୍ଡପ ନୀତି ପରେ ଭଗବାନଙ୍କ ବନକଲାଗି ନୀତି ହେବ । ଏହି ଅବସରରେ ଶ୍ରୀଜିଉଙ୍କ ଦର୍ଶନ…

‘ବନକଲାଗି’ ନୀତି ପାଇଁ ୪ଘଣ୍ଟା ଯାଏଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ : ଶ୍ରୀଜଗନ୍ନାଥ ମନ୍ଦିରରେ ବୁଧବାର ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଅପରାହ୍ନ ସାଢ଼େ ୪ଟାରୁ ରାତି ସାଢ଼େ ୮ଟା ପର୍ଯ୍ୟନ୍ତ…