Latest Odisha News

BREAKING NEWS

Browsing Tag

bandh

ସିଟି ହସ୍ପିଟାଲ୍ ଦାବି ନେଇ ବରଗଡରେ ବନ୍ଦ ପାଳନ; ଜନଜୀବନ ବାଧାପ୍ରାପ୍ତ

ବରଗଡ: ବରଗଡ ଜିଲ୍ଲାରେ ସିଟି ହସ୍ପିଟାଲ ଦାବୀ ନେଇ ନାଗରିକ ଏକତା ମଞ୍ଚ ତଥା ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଆଜିବି ବନ୍ଦ ପାଳନ କରାଯାଉଛି । ମିଳିଥିବା ସୂଚନା ଅନୁଯାୟୀ ଆଜି ଦ୍ୱିତୀୟ ଦିନରେ ମଧ୍ୟ ବରଗଡବାସୀ ବନ୍ଦକୁ ସମର୍ଥନ କରିଛନ୍ତି ।ବିଭିନ୍ନ ସ୍ଥାନରେ ସମିତି ପକ୍ଷରୁ ପିକେଟିଂ ସହ…

ଆଜି ପୁରୀରେ ବସ ଚଳାଚଳ ବନ୍ଦ; ଜାଣନ୍ତୁ କାହିଁକି

ପୁରୀ: ପୁରୀରେ ମଙ୍ଗଳବାର ଦିନ ଘରୋଇ ବସଗୁଡ଼ିକ ଆନ୍ଦୋଳନ କରୁଥିବା ଯୋଗୁଁ ୧୨ ଘଣ୍ଟା ଲାଗି ଏଠାରେ ବସ ଚଳାଚଳ ବନ୍ଦ ରହିବ। ଏହି ଆନ୍ଦୋଳନରେ ପ୍ରାୟ ୨୦୦ ବସ ଏବଂ ୮୦୦ କର୍ମଚାରୀ ସାମିଲ୍ ହେବେ ବୋଲି ଶ୍ରୀ ନୀଳଗିରି ମୋଟର୍ ଏମ୍ପ୍ଲଇଜ୍ ୟୁନିୟନ ପକ୍ଷରୁ ସୂଚନା ମିଳିଛି । ପ୍ରାପ୍ତ…

ବୌଦ୍ଧରେ ୧୨ ଘଣ୍ଟିଆ ବନ୍ଦ ଡାକରା, ଜନଜୀବନ ବାଧାପ୍ରାପ୍ତ

ବୌଦ୍ଧ: ବୌଦ୍ଧ ଜିଲ୍ଲାର ପ୍ରଜା ସଂଗ୍ରାମ ସମିତି ପକ୍ଷରୁ ମଙ୍ଗଳବାର ଦିନ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ମିଳିଥିବା ସୂଚନା ଅନୁଯାୟୀ ଖୋର୍ଦ୍ଧା-ବଲାଙ୍ଗୀର ଓସାରିଆ ରେଳପ୍ରକଳ୍ପ କ୍ଷତିଗ୍ରସ୍ତ ପ୍ରଜା ସଂଗ୍ରାମ ସମିତି ପକ୍ଷରୁ ୩ ଦଫା ଦାବି ନେଇ ଏହି ବନ୍ଦ ଡାକରା ଦିଆଯାଇଛି ।…

ନବରଙ୍ଗପୁରରେ ୧୨ ଘଣ୍ଟିଆ ବନ୍ଦ ଡାକରା, ଜନଜୀବନ ବାଧାପ୍ରାପ୍ତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାର କୋଷାଗୁମୁଡା ବ୍ଲକ୍ ଅନ୍ତର୍ଗତ ଗୁମଣ୍ଡଳୀ ଗ୍ରାମରେ ନାବାଳିକା ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବି କରି ଜିଲ୍ଲା କଂଗ୍ରେସ ପକ୍ଷରୁ ଗୁରୁବାର ଦିନ ନବରଙ୍ଗପୁରରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ବିଭିନ୍ନ ସ୍ଥାନରେ ଦଳ…

ବଲାଙ୍ଗିରର ବଙ୍ଗୋମୁଣ୍ଡାରେ ୧୨ ଘଣ୍ଟିଆ ବନ୍ଦ ଡାକରା, ଜନଜୀବନ ବ୍ୟାହତ

ବଲାଙ୍ଗିର: ବଲାଙ୍ଗିରର ବଙ୍ଗୋମୁଣ୍ଡାରେ ୩ ଦଫା ଦାବି ନେଇ ଆଜି ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ ନାଗରିକ ମଞ୍ଚ ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି । ଏହି ବନ୍ଦ ପ୍ରଭାବରେ ବିଭିନ୍ନ ଦୋକାନ ବଜାର, ଶିକ୍ଷାନୁଷ୍ଠାନ, ଗାଡି ଚଳାଚଳ ବନ୍ଦ ରହିବା ଫଳରେ ଯାତାୟାତ…

ନାଗରିକତା ସଂଶୋଧନ ବିଲ୍: ଉତ୍ତରପୂର୍ବ ରାଜ୍ୟରେ ୧୧ ଘଣ୍ଟିଆ ବନ୍ଦ ଡାକରା

ଗୌହାଟୀ: ଅନେକ ତର୍କବିତର୍କ ପରେ ନାଗରିକତା ସଂଶୋଧନ ବିଲ୍ ଲୋକସଭାରେ ଗୃହିତ ହୋଇଥିବାବେଳେ ଏହାକୁ ବିରୋଧ କରି ଉତ୍ତରପୂର୍ବ ରାଜ୍ୟର ବିଭିନ୍ନ ଛାତ୍ର ସଙ୍ଗଠନ ପକ୍ଷରୁ ୧୧ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦ ପାଳନ ଅପରାହ୍ନ ୪ଟା ଯାଏଁ ଜାରି ରହିଥିବା ଥିବାବେଳେ ଏହାଫଳରେ…

ଆଜିଠୁ ୩ ଦିନିଆ ସମ୍ବଲପୁର ବନ୍ଦ ଡାକରା, ଜାଣନ୍ତୁ କାହିଁକି

ସମ୍ବଲପୁର: ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଦାବି ନେଇ ଆଜିଠୁ ୩ଦିନିଆ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଦାବି କରି ପଶ୍ଚିମ ଓଡିଶା ନାଗରିକ କ୍ରିୟାନୁଷ୍ଠାନ କମିଟି ଆନ୍ଦୋଳନକୁ ଓହ୍ଲାଇଥିବା ନେଇ ସୁତ୍ରରୁ…

ବଲାଙ୍ଗିରରେ ଆଜିଠୁ ୨ ଦିନିଆ ବନ୍ଦ ଡାକରା, ଜାଣନ୍ତୁ କାହିଁକି

ବଲାଙ୍ଗିର: ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ସହ ଅନେକ ଦାବି ନେଇ ଆଜିଠୁ ୨ଦିନିଆ ବଲାଙ୍ଗିର ବନ୍ଦ ଡାକରା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ ବଲାଙ୍ଗିର ଆକ୍ସନ କମିଟି ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଫିସ୍ ସମେତ ବୀମା ଓ…

ମାଓବାଦୀଙ୍କ ୨୪ ଘଣ୍ଟିଆ ବନ୍ଦ ଡାକରା

କନ୍ଧମାଳ: ମାଓ ଅଧ୍ୟୁଷିତ କନ୍ଧମାଳରେ ୨୪ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି ମାଓବାଦୀଙ୍କ ପକ୍ଷରୁ । ମିଳିଥିବା ସୂଚନାନୁଯାୟୀ ପୋଲିସର ଦମନ ଲୀଳା ଓ ଗ୍ରୀନହଣ୍ଟ ଅପରେସନକୁ ବିରୋଧ କରି ମାଓବାଦୀଙ୍କ ପକ୍ଷରୁ ଏହି ବନ୍ଦ ପାଳନ କରାଯାଇଛି । ଏପରିକି ବିଭିନ୍ନ ସ୍ଥାନରେ ଗଛ ପକାଇ ରାସ୍ତା ଅବରୋଧ…

ମହିଳା ପିଇଓଙ୍କ ମୃତ୍ୟୁ ଘଟଣାରେ ୧୨ ଘଣ୍ଟିଆ ଯାଜପୁର ବନ୍ଦ ଡାକରା

ଯାଜପୁର: ଯାଜପୁର ଧର୍ମଶାଳା ଥାନା ଅନ୍ତର୍ଗତ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସିବିଆଇ ତଦନ୍ତ ଦାବି କରି ବିଜେପି ପକ୍ଷରୁ ସୋମବାର ଦିନ ୧୨ ଘଣ୍ଟିଆ ଯାଜପୁର ବନ୍ଦ ଡ଼ାକରା ଦିଆଯାଇଛି । ଏହି ବନ୍ଦ ଡ଼ାକରା ଯୋଗୁଁ ସହରର ସମସ୍ତ ଦୋକାନ ବଜାର ଏବଂ…