ବନ୍ଧୁ ମହାନ୍ତିଙ୍କ ପାଇଁ ଶ୍ରୀଜଗନ୍ନାଥ କଲେ ଅନଶନ
ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ
ବହୁ ବର୍ଷ ପୂର୍ବରୁ ଯାଜପୁରରେ ଭଗବାନ ଜଗନ୍ନାଥଙ୍କ ଭକ୍ତ ବନ୍ଧୁ ମହାନ୍ତି ରହୁଥିଲେ, ସେ ବହୁତ ଗରିବ ପରିବାରରୁ ଥିଲେ , ତାଙ୍କ ସହ ତାଙ୍କ ସ୍ତ୍ରୀ ଓ ଗୋଟେ ବୋଲି ପୁଅ ରହୁଥିଲେ।…