Latest Odisha News

BREAKING NEWS

Browsing Tag

Bangkok

କାଲିଠୁ ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଂକକୁ ଉଡ଼ିବ ସିଧାସଳଖ ବିମାନ

ଭୁବନେଶ୍ୱର: ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ପରେ ଆସନ୍ତାକାଲି (ଶନିବାର) ଠାରୁ ସିଙ୍ଗାପୁର ଓ ବ୍ୟାଂକକ ସିଧାସଳଖ ବିମାନ ଉଡ଼ିବ । ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଂକକକୁ ରାଉଣ୍ଡ ଟ୍ରିପ୍ ବିମାନ ଭଡ଼଼ା ୧୫ ହଜାର ଟଙ୍କା ରହିଛି । ଭୁବନେଶ୍ୱର-ସିଙ୍ଗାପୁର ବିମାନ ଭୁବନେଶ୍ୱରରୁ…

ଏହି ତାରିଖରୁ ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଙ୍କକକୁ ଉଡ଼ିବ ବିମାନ

ଭୁବନେଶ୍ୱର: ଦୁବାଇ ପରେ ଖୁବଶୀଘ୍ର ଇଣ୍ଡିଗୋ ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଙ୍କକକୁ ବିମାନ ସେବା ଯୋଗାଇବ । ଜୁନ୍ ୫ ତାରିଖରୁ ଭୁବନେଶ୍ୱରରୁ ସିଧାସଳଖ ସିଙ୍ଗାପୁର ଓ ବ୍ୟାଙ୍ଗକକୁ ବିମାନ ଉଡ଼ାଣ କରିବ । ମିଳିଥିବା ସୂଚନା ଅନୁସାରେ, ଇଣ୍ଡିଗୋ ବିମାନ ସପ୍ତାହକୁ ଦୁଇ ଥର ଏହି ୨ଟି…

ମେ’ରୁ ଭୁବନେଶ୍ୱରରୁ ଉଡ଼ିବ ଅନ୍ତର୍ଜାତୀୟ ବିମାନ

ଭୁବନେଶ୍ୱର: ଖୁବଶୀଘ୍ର ଭୁବନେଶ୍ୱରରୁ ଉଡ଼ିବ ଅନ୍ତର୍ଜାତୀୟ ବିମାନ । ଆସନ୍ତା ମେ ମାସରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବିଦେଶକୁ ବିମାନ ଉଡ଼ାଣ କରିବ । ଏନେଇ ରାଜ୍ୟ ସରକାର ଏମଓୟୁ ସ୍ୱାକ୍ଷର କରିଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଭୁବନେଶ୍ୱର ବିମାନବନ୍ଦର…

ଗ୍ରାଣ୍ଟ ଇନ୍ ଏଡ୍ ପ୍ରାପ୍ତ ଶିକ୍ଷକଙ୍କ ପାଇଁ ୭ମ ବେତନ କମିଶନ ଲାଗୁ, ମହାନଦୀ ସିଷ୍ଟମରେ ହେବ ୨ଟି ବ୍ୟାରେଜ୍

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ଆଜି ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ମହାନଦୀ ସିଷ୍ଟମରେ ୨ଟି ବ୍ୟାରେଜ୍ ପାଇଁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି । ମହାନଦୀର ଜଗତସିଂହପୁର ଚୌଧୁରୀଗଡ଼ାଠାରେ ଓ ମହାନଦୀର ଶାଖା ନଦୀ ପାଇକାରେ ତିଖିରିଠାରେ ବ୍ୟାରେଜ ନିର୍ମାଣ ହେବ । ବ୍ୟାରେଜ…

ଭୁବନେଶ୍ୱରରୁ ବ୍ୟାଙ୍କକକୁ ବିମାନ ଉଡାଣ ସାମୟିକ ବନ୍ଦ କରିବ ଏୟାର ଏସିଆ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ବ୍ୟାଙ୍କକକୁ ଫ୍ଲାଇଟ୍ ଉଡାଣ ସାମୟିକ ବନ୍ଦ କରିବ ଏୟାର ଏସିଆ । ଏନେଇ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଅଧିକାରୀଙ୍କୁ ଏୟାର ଏସିଆ କର୍ତ୍ତୃପକ୍ଷ ବିଧିବଦ୍ଧ ଚିଠି କରିଛନ୍ତି । ତେବେ କେବେଠୁ…