ନିୟମ ଭାଙ୍ଗି ବିଦେଶୀ ଯୁବତୀଙ୍କ ଜୀବନ ବଂଚାଇଲା ଭାରତୀୟ ହସ୍ପିଟାଲ !
ଠାକୁରପୁର: ଏକ ହୃଦୟସ୍ପର୍ଶୀ ଘଟଣାକୁ ନେଇ ସାମ୍ନାକୁ ଆସିଛି କୋଲକାତାର ଠାକୁରପୁର କ୍ୟାନ୍ସର ହସ୍ପିଟାଲ । ହସ୍ପିଟାଲ ନିମୟ ଭାଙ୍ଗି ବଂଚାଇଲେ ବିଦେଶୀ ଯୁବତୀଙ୍କ ଜୀବନ । ଏହି ଘଟଣା ଯେତିକି ଅନନ୍ୟ, ଡାକ୍ତରଙ୍କ ମହାନତା ସେତିକି ଅବର୍ନନୀୟ ।
ଠାକୁରପୁର କ୍ୟାନ୍ସର୍ ହସ୍ପିଟାଲ ନିୟମ…