କର୍ଣ୍ଣାଟକରେ କଂଗ୍ରେସ ସରକାର; ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସିଦ୍ଦରମୈୟା
ବେଙ୍ଗାଲୁରୁ : ଆଜିଠୁ କର୍ଣ୍ଣାଟକରେ କଂଗ୍ରେସ ସରକାର । ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ସିଦ୍ଦରମୈୟା । ଶପଥ ସମାରୋହ ପାଇଁ ଆୟୋଜିତ ହୋଇଛି ମେଗା ଇଭେଣ୍ଟ । ବେଙ୍ଗାଲୁରୁର କାନ୍ତିରଭା ଷ୍ଟାଡିୟମରେ ଆୟୋଜିତ ହୋଇଛି ଭବ୍ୟ ସମାରୋହ । ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ଭାବେ…