୧୮ରୁ ୨୩ ପର୍ଯ୍ୟନ୍ତ ବ୍ୟାଙ୍କ ସେବା ବନ୍ଦ
ଭୁବନେଶ୍ୱର: କାଲିଠାରୁ ୬ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ବ୍ୟାଙ୍କ । ଚଳିତ ମାସ ୩୧ ଦିନ ପଡୁଥିବା ବେଳେ ଆସନ୍ତା କାଲି ଅର୍ଥାତ ୧୮ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ବ୍ୟାଙ୍କ ସେବା ବନ୍ଦ ରହିବ । ଏନେଇ ଆରବିଆଇ ପକ୍ଷରୁ ସୂଚନା ଦିଆଯାଇଛି ।
୧୮ତାରିଖ ମଙ୍ଗଳବାର ‘ଥାଇ ପୁସମ୍’ ପଡୁଥିବାରୁ କେବଳ…