ସାରି ଦିଅନ୍ତୁ ଜରୁରୀ କାର୍ଯ୍ୟ; ଅଗଷ୍ଟରେ ୧୩ ଦିନ ବନ୍ଦ ରହିବ ବ୍ୟାଙ୍କ
ନୂଆଦିଲ୍ଲୀ: ଦେଶର ବିଭିନ୍ନ ପ୍ରାନ୍ତରେ ଆସନ୍ତା ଅଗଷ୍ଟ ମାସରେ ୧୩ ଦିନ ପର୍ଯ୍ୟନ୍ତ ବ୍ୟାଙ୍କ ବନ୍ଦ ରହିବ। ଅଗଷ୍ଟ ମାସରେ ବିଭିନ୍ନ ଛୁଟି ଲାଗି ବ୍ୟାଙ୍କ ବନ୍ଦ ରହିବ ବୋଲି ଏକ ରିପୋର୍ଟ ପ୍ରକାଶ ପାଇଛି। ଜାଣନ୍ତୁ ତାଲିକା...
ଇଦ୍ ଯୋଗୁ ଅଗଷ୍ଟ ପହିଲାରେ ବ୍ୟାଙ୍କ କାମ ବନ୍ଦ ରହିବ । ୨…