Latest Odisha News
Browsing Tag

Bankachuda besa

ବାଙ୍କଚୂଡ଼ା ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଲେ ମହାପ୍ରଭୁ  

ପୁରୀ : ଆଜି ହେଉଛି ପଞ୍ଚୁକର ଦ୍ବିତୀୟ ଦିନ । ଏହି ଅବସରରେ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ତିଥିରେ ଶ୍ରଦ୍ଧାଳୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ  । ଯେତେବେଳେ ଅକ୍ରୁର ଯାଇଥିଲେ ଗୋପପୁରକୁ ଶ୍ରୀକୃଷ୍ଣ ଓ ବଳରାମଙ୍କୁ ମଥୁରାକୁ ଆଣିବାକୁ  ସେ ସମୟରେ ବ୍ରଜ ଦାଣ୍ଡ…

ପଞ୍ଚୁକର ଦ୍ଵିତୀୟ ଦିନ; ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ

ପୁରୀ: ବୁଧବାରଠାରୁ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସର ପଞ୍ଚୁକ ବ୍ରତ। ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ବିଭୂଷିତ ହୋଇଛନ୍ତି। ଆଜି ପଞ୍ଚୁକର ଦ୍ଵିତୀୟ ଦିନ। ଆଜି ବାଙ୍କଚୂଡ଼ା ବେଶରେ ବିଭୂଷିତ ହେବେ ମହାପ୍ରଭୁ। ମହାପ୍ରଭୁଙ୍କ ବେଶ ମଧ୍ୟରେ ବାଙ୍କଚୂଡ଼ା ବେଶ…