ଖଣ୍ଡା ଆକ୍ରମଣରେ ଗୁରୁତର ଆହତ ହେଲେ ଅଙ୍ଗନବାଡି କର୍ମୀ
କଟକ: ଅଙ୍ଗନବାଡି କର୍ମୀଙ୍କୁ ଖଣ୍ଡାରେ ଆକ୍ରମଣ। କଟକ ଜିଲ୍ଲାର ବାଙ୍କି ନିକଟ ନୁଆଗାଓଁ-ଖଜୁରିପଡା ରାସ୍ତାରେ ଥିବା ଚାରି ଛକରେ ସୋମବାର ସକାଳେ ଏଭଳି ଘଟଣା ଘଟିଛି।
ଗୁରୁତର ଆହତ ଅଙ୍ଗନବାଡି କର୍ମୀ ଜଣକ ବାଙ୍କି ତହସିଲ ଅନ୍ତର୍ଗତ ଅନୁରୀ ଗାଁର ବାସିନ୍ଦା ଭାରତୀ ଜେନା ବୋଲି ଜଣାପଡିଛି।…