ଓକିଲ ସଂଘ ନିର୍ବାଚନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ: ରାଜ୍ୟ ବାର୍ କାଉନ୍ସିଲ୍ଙ୍କୁ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ । ରାଜ୍ୟର ସବୁ ଓକିଲ ସଂଘ ନିର୍ବାଚନ ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୱାନ୍ ବାର୍ ୱାନ୍ ଇଲେକସନ୍ କରାଯାଉ ବୋଲି କୋର୍ଟ କହିଛନ୍ତି । ନିର୍ବାଚନ ପାଇଁ ନଭେମ୍ବର ଶେଷ ସୁଦ୍ଧା ବିଜ୍ଞପ୍ତି ପ୍ରକାଶ…