Latest Odisha News
Browsing Tag

baragarh news

କଂସ ବଧ ପରେ ଉଦଯାପିତ ହେଲା ଧନୁଯାତ୍ରା

ଭୁବନେଶ୍ୱର: କଂସ ବଧ ସହିତ ଶେଷ ହୋଇଛି ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା। ଧନୁଯାତ୍ରାରେ ଗତକାଲି ସନ୍ଧ୍ୟା ଥିଲା ଶେଷ ସନ୍ଧ୍ୟା। ମଞ୍ଚାରୁ ପଡି ମହାପ୍ରତାପୀ କଂସର ମୃତ୍ୟୁ ହୋଇଛି। ଅନ୍ୟାୟ ଉପରେ ନ୍ୟାୟର ବିଜୟ ହୋଇଛି। କ୍ରୁର କଂସର ଶାସନରୁ ମଥୁରାକୁ ମୁକ୍ତି ମିଳିଛି। କଂସ ବଦ୍ଧ ପରେ ମଥୁରା…

ଆଜି ପୁଣି ଇଡିରେ ହାଜର ହେବେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ:  ଆଜି ପୁଣି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଇଡି କାର୍ଯ୍ୟାଳୟରେ ହାଜର ହେବେ ।  ସକାଳ ୧୧ଟା ୩୦ରେ ହାଜର ହେବେ ବୋଲି ଜଣାପଡ଼ିଛି । ତେବେ ଏହାକୁ ନେଇ କଂଗ୍ରେସ ପକ୍ଷରୁ ବିରୋଧ ଆରମ୍ଭ ହୋଇଛି ।  ସୋନିଆ ଇଡିରେ ହାଜର ହେବାକୁ ନେଇ କଂଗ୍ରେସ ପକ୍ଷରୁ କଡ଼ା ବିରୋଧ କରାଯାଇଛି । …

ଧରାପଡ଼ିଲା ଗଞ୍ଜେଇ ଗାଡି, ମହାରାଷ୍ଟ୍ର ପୋଲିସ ବରଗଡ଼ରେ ଅଟକ

ବରଗଡ଼:ବରପାଲି ପୋଲିସକୁ ସଫଳତା ।୨୨କିଲୋ ଗଜେଇ ଜବତ କରିବା ସହ ୪ ଜଣଙ୍କୁ ଅଟକ ରଖିଛି ପୋଲିସ । ମହାରାଷ୍ଟ୍ର ନମ୍ବର ଥିବା ଗାଡିରେ ଏହି ସବୁ ଗଞ୍ଜେଇ ଚାଲାଣ ବେଳେ ପୋଲିସ ଧରିଥିଲା । ଏଥିରେ ଜଣେ ମହାରାଷ୍ଟ୍ର ପୋଲିସର ହେଡ୍ କନେଷ୍ଟବଳ ଥିବା ସୂଚନା ମିଳିଛି।ଗୋଟିଏ ପୋଲିସ ଲୋଗ ସହ ହାତକଡି ଜବତ…