Latest Odisha News

BREAKING NEWS

Browsing Tag

Baragarh

କଂସ ବଧ ସହ ବରଗଡ଼ ଧନୁଯାତ୍ରାରେ ପଡିଲା ଯବନିକା

ବରଗଡ଼: ଯେଉଁ ମଥୁରା ନଗରୀ ନୃଶଂସ କଂସର ଅଟ୍ଟହାସ୍ୟରେ ଫାଟି ପଡୁଥିଲା ସେଠି ଆଜି ଭଗବାନ ଶ୍ରୀକୃଷ୍ଣଙ୍କର ଜୟ ଜୟକାର ଧ୍ୱନୀରେ ଚତୁର୍ଦ୍ଦିଗ ପ୍ରକମ୍ପିତ ହେଉଛି । ଦୀର୍ଘ ୧୧ ଦିନ ବ୍ୟାପୀ ଅନୁଷ୍ଠିତ ହେଉଥିବା ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାର ଶେଷ ଦିନରେ ଭଗବାନ ଶ୍ରୀକୃଷ୍ଣ ଓ ବଳରାମ ମଞ୍ଚରେ…

ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରା; ଶ୍ରୀକୃଷ୍ଣଙ୍କୁ ମାରିବା ପାଇଁ ମହାରାଜ କଂସଙ୍କ ଷଡଯନ୍ତ୍ର

ବରଗଡ: ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରାର ଆଜି ହେଉଛି ୬ଷ୍ଠ ଦିନ । ଏହି ଅବସରରେ ଶ୍ରୀକୃଷ୍ଣ-ବଳରାମଙ୍କୁ ମାରିବା ଲାଗି ନିଜ ରଙ୍ଗସଭାରେ ଷଡଯନ୍ତ୍ର କରିଛନ୍ତି ମହାରାଜା କଂସ ଓ ତାଙ୍କ ମନ୍ତ୍ରୀ ପରିଷଦମାନେ । ବିଚଳିତ କଂସ ମହାରାଜ କୃଷ୍ଣ ଓ ବଳରାମଙ୍କୁ ମାରିବା ପାଇଁ ନିଜ ରାଜ ଦରବାରରେ…

ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରାର ୩ୟ ଦିନ; ନନ୍ଦୋତ୍ସବ ଲାଗି ଉତ୍ସବମୁଖର ଗୋପପୁର

ବରଗଡ: ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରାର ଆଜି ହେଉଛି ୩ୟ ଦିନ । ଏହି ଅବସରରେ କୃଷ୍ଣ ଭଗବାନଙ୍କ ଜନ୍ମକୁ ନେଇ ଗୋପପରୁରେ ଧୁମଧାମର ନନ୍ଦୋତ୍ସବ ପାଳିତ ହେଉଛି । ଏଥିସହିତ କୃଷ୍ଣ ପ୍ରେମମୟ ଗୋପପରୁ ଫୁଲ ଚନ୍ଦନରେ ମଧୁମୟ ହୋଇଉଠିଛି । ଏପରିକି ଯଶୋଦାଙ୍କ ଅଲିଅଳ କୃଷ୍ଣ ଝୁଲଣାରେ ଝୁଲି ଝୁଲି…

ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରାର ୨ୟ ଦିନ; ବନ୍ଦୀଶାଳାରେ ଜନ୍ମନେଲେ କୃଷ୍ଣ

ବରଗଡ: ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରାର ଆଜି ହେଉଛି ୨ୟ ଦିନ । ଏହି ଅବସରରେ ପାପର ନାଶ କରିବା ପାଇଁ ବନ୍ଦୀଶାଳାରେ ମାତା ଦେବକୀଙ୍କ କୋଳମଣ୍ଡନ କରିଛନ୍ତି ପ୍ରଭୁ କୃଷ୍ଣ ଭଗବାନ । ଏଥିସହିତ ରାଜା ଉଗ୍ରସେନଙ୍କୁ ବନ୍ଦୀ କରିବା ପରେ ମଥୁରାର ମହାରାଜା ହୋଇଛନ୍ତି କଂସ । ତାଙ୍କର କ୍ରୁର…

ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରାର ପ୍ରଥମ ଦିନ; ନଗର ପରିକ୍ରମା କଲେ ରାଜା ଉଗ୍ରସେନ

ବରଗଡ: ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରାର ଆଜି ହେଉଛି ପ୍ରଥମ ଦିନ । ଏହି ଅବସରରେ ରାଜା ଉଗ୍ରସେନ ହାତୀ ଉପରେ ବସି ନଗର ପରିକ୍ରମା କରିଛନ୍ତି । ଏଥିସହିତ ପ୍ରଥମ ଦିନରେ ଦେବକୀ ଓ ବସୁଦେବଙ୍କ ବିବାହ ସମ୍ପନ୍ନ ହୋଇଥିବଲା । ଯାହାକୁ ଦେଖିବା ପାଇଁ ଦର୍ଶକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ…

ଆଜିଠୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରା

ବରଗଡ଼: ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ମଙ୍ଗଳବାର ଦିନ ଆରମ୍ଭ ହେବାକୁ ଯାଉଛି । ଏହି ଅବସରରେ ସାରା ସହର ଚଳଚଞ୍ଚଳ ହୋଇପଡିଛି । ଦୀର୍ଘ ୧୧ ଦିନ ଧରି ଆୟୋଜିତ ହେବାକୁ ଥିବା ଏହି ଧନୁଯାତ୍ରା ମହୋତ୍ସବ ପାଇଁ ଚୂଡାନ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ବିଶ୍ୱପ୍ରସିଦ୍ଧ ଏହି ମହାନାଟକ…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ବରଗଡ: ବରଗଡ ଜିଲ୍ଲାର ଉଠାଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ବୈକୁଣ୍ଠନାଥ ରାଉତଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଶନିବାର ଦିନ ତାଙ୍କ ଘରେ ଚଢାଉ କରିଛି । ଏପରିକି ଭିଜିଲାନ୍ସ ଟିମ୍ ତାଙ୍କ ଘର ସମେତ ଅଫିସରେ ମଧ୍ୟ ଚଢାଉ କରିଛି । ମିଳିଥିବା ସୂଚନା…

ଆଜି ବଲାଙ୍ଗିର ଓ ବରଗଡରେ ପ୍ରଚାର କରିବେ ନବୀନ

ଭୁବନେଶ୍ୱର : ଓଡିଶାରେ ୨ୟ ପର୍ଯ୍ୟାୟ ତଥା ଏପିଲ୍ ୧୮ରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ବରଗଡ, ବଲାଙ୍ଗିର ଭଳି ପଶ୍ଚିମ ଓଡିଶାରେ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି । ଗସ୍ତକାର୍ଯ୍ୟ ସୂଚୀ ଅନୁଯାୟୀ…