Latest Odisha News

BREAKING NEWS

Browsing Tag

bargarh

[ଦେଖନ୍ତୁ ଭିଡିଓ] ୧୪ ଲକ୍ଷରୁ ଅଧିକ ଟଙ୍କାର ଜାଲ୍ ନୋଟ ଜବତ, ୨ ଜଣଙ୍କୁ ବାନ୍ଧିଲା STF

ଭୁବନେଶ୍ୱର: ବଡ଼ ପରିମାଣର ଜାଲ୍ ନୋଟ୍ ବରଗଡ଼ରୁ ଜବତ ହୋଇଛି । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବିପୁଳ ପରିମାଣର ନକଲି ନୋଟ୍ ଜବତ କରିଛି ଏସଟିଏଫ୍ । ବରଗଡ଼ ଜିଲ୍ଲା ବରପାଲି ଅଞ୍ଚଳରୁ ୧୪ ଲକ୍ଷ ୨୯ ହଜାର ୫୦୦ ଟଙ୍କାର ନକଲି ନୋଟ୍ ଜବତ ହୋଇଥିବା ବେଳେ ମାମଲାରେ ୨ ଜଣ ଗିରଫ ହୋଇଛନ୍ତି । ଗିରଫଙ୍କ…

ଯାତ୍ରୀବାହୀ ବସ୍ ଓ ଟ୍ରକ୍ ଧକ୍କା, ୩୦ରୁ ଅଧିକ ଆହତ

ବରଗଡ଼: ବରଗଡ଼ରେ ବସ୍ ଦୁର୍ଘଟଣା । ବରପାଲି ସହର ଦେଇ ଯାଇଥିବା ମୁଖ୍ୟ ରାଜପଥ କଡ଼ ସିନେମା ହଲ ନିକଟରେ ଦୁର୍ଘଟଣା ଘଟିଛି । ସରକାରୀ ଯାତ୍ରୀବାହୀ ବସ୍ ଓ ଟ୍ରକ୍ ଧକ୍କା ହେବା ଫଳରେ ୩୦ରୁ ଅଧିକ ଆହତ ହୋଇଛନ୍ତି । ବଲାଙ୍ଗିର ପଟୁ ଆସୁଥିବା ଏକ ସରକାରୀ ବସ୍ ଓ ବରଗଡ ପଟୁ ଯାଉଥିବା ଏକ ଟ୍ରକ୍…

୧୦ମ ଓଡ଼ିଶା ରାଜ୍ୟ ମୁଏଥାଇ ପ୍ରତିଯୋଗିତା-୨୦୨୨ ଉଦଯାପିତ୍

ବରଗଡ଼: ୧୦ମ ଓଡିଶା ରାଜ୍ୟ ମୁଏଥାଇ ପ୍ରତିଯୋଗିତା ୨୦୨୨ ଉଦଯାପିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମ ଓଡ଼ିଶା ଅଲମ୍ପିକ ସଂଘ ଦ୍ୱାରା ସ୍ୱୀକୃତି ପ୍ରାପ୍ତ ସଂସ୍ଥା ‘ଓଡିଶା ମୁଏଥାଇ ୟୁନିଅନ’ ଏବଂ ଆର୍ଟ୍ସ ଟେମ୍ପଲ ବରଗଡ଼ର ମିଳିତ ସହଯୋଗରେ ବରଗଡ଼ ସ୍ଥିତ ଲେଙ୍ଗୁ ମିଶ୍ର (ମିନି) ଷ୍ଟାଡିୟମ ଠାରେ…

ବରଗଡ଼ରେ ସିଆରପିଏଫ୍ ଯବାନଙ୍କ ଆତ୍ମହତ୍ୟା

ବରଗଡ଼: ସଦର ଥାନା ଗୋବିନ୍ଦପୁର ଅଞ୍ଚଳରେ ଥିବା ସିଆରପିଏଫ କ୍ୟାମ୍ପ ଅଫିସ୍ ରେ ଜଣେ ଯବାନ୍ ଆତ୍ମହତ୍ୟା କରିଛନ୍ତି । ରବିବାର ସକାଳେ ଅନ୍ୟ ଯବାନ ସୁବେଶ କୁମାର ସିଂ ଙ୍କୁ ତାଙ୍କ କ୍ୱାର୍ଟରରେ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ…

ବରଗଡ଼ରୁ ସର୍ବାଧିକ ୬ ଲକ୍ଷ ୧୪ ହଜାର ୧୦୨ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ

ଭୁବନେଶ୍ୱର : ରାଜ୍ୟରେ ୨୦୨୨ ମାର୍ଚ୍ଚ ୩୧ ତାରିଖରେ ଖରିଫ ଧାନ ସଂଗ୍ରହରେ ମୋଟ ୫୭ ଲକ୍ଷ ୨୨ ହଜାର ୩୦୪ ମେଟ୍ରିକ୍‌ ଟନ ଧାନ ସଂଗ୍ରହ ହୋଇଛି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ୧୧ ହଜାର ୧୦୧ କୋଟି ୨୭ ଲକ୍ଷ ଟଙ୍କାର ଖରିଫ ଧାନସଂଗ୍ରହ କରାଯାଇଛି । ମୋଟ ୧୨ ଲକ୍ଷ ୯୨ ହଜାର ୭୩୨…

ଭିଜିଲାନ୍ସ ଜାଲରେ ପିଇଓ, ୩ଟି ସ୍ଥାନରେ ରେଡ୍

ବରଗଡ଼: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ । ବରଗଡ଼ ଜିଲ୍ଲା ବେହେରାପାଲି ପିଇଓ ଅନୀଲ କୁମାର ପାଢ଼ୀଙ୍କ ଘରେ ପଞ୍ଝା ମାରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ରେଡ୍ ଚାଲିଛି । ୩ଟି ଟିମ୍ ତାଙ୍କ ଘର ଓ ଅଫିସରେ ଚଢ଼ାଉ…

ଭଦ୍ରକ ଓ ବରଗଡ଼ ଜିଲ୍ଲାରେ ଭିଜିଲାନ୍ସ ରେଡ୍

କଟକ: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଝା ମାରିଲା ଭିଜିଲାନ୍ସ । ଭଦ୍ରକ ଓ ବରଗଡ଼ ଜିଲ୍ଲାରେ ଚଢ଼ାଉ । ଭଦ୍ରକ ସିଡିପିଓ କାର୍ଯ୍ୟାଳୟର ସୁପରଭାଇଜରଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ତାଙ୍କ ନାଁ ମଲ୍ଲିଲତା ଦାସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି…

ଭିଜିଲାନ୍ସ ଜାଲରେ ଫରେଷ୍ଟର

ବରଗଡ଼: ଭିଜିଲାନ୍ସ ଜାଲରେ ଫରେଷ୍ଟର । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ପଦ୍ମପୁର ରେଞ୍ଜ ଝାରବନ୍ଧ ଫରେଷ୍ଟର ସୁଶାନ୍ତ ଦାଶଙ୍କ ଘରେ ରେଡ୍ ହୋଇଛି । ଏକକାଳୀନ ୨ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ବରଗଡ଼ ଡିଲ୍ଲାର ଦୁଇଟି ସ୍ଥାନରେ ଦୁଇଟି ଟିମ୍ ରେଡ୍…

ଭିଜିଲାନ୍ସ ଜାଲରେ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରେଟାରୀ

ବରଗଡ଼: ଭିଜିଲାନ୍ସ ଜାଲରେ ପ୍ୟାକ୍ସ ଆସିଷାଟଣ୍ଟ ସେକ୍ରେଟାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରେଟାରୀଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ତାଙ୍କ ନାଁ ଘନଶ୍ୟାମ ସାହୁ । ଏକକାଳୀନ ଘର ଓ ଅଫିସରେ ଚଢ଼ାଉ କରିଛି…

ମୁହାଁମୁହିଁ ପିଟି ହେଲା ଦୁଇଟି ବାଇକ୍, ୨ ମୃତ ଓ ୨ ଗୁରୁତର

ବରଗଡ଼: ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୨ ଜଣଙ୍କର ଅକାଳ ବିୟୋଗ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ହୋଇଛନ୍ତି । ବରଗଡ଼ ଜିଲ୍ଲା ପର୍ଥଲା ଛକ ଜାତୀୟ ରାଜପଥରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଆହତମାନଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାୟରେ ଭର୍ତ୍ତି…