Latest Odisha News
Browsing Tag

bargarh

ଭିଜିଲାନ୍ସ ଜାଲରେ ଫରେଷ୍ଟର

ବରଗଡ଼: ଭିଜିଲାନ୍ସ ଜାଲରେ ଫରେଷ୍ଟର । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ପଦ୍ମପୁର ରେଞ୍ଜ ଝାରବନ୍ଧ ଫରେଷ୍ଟର ସୁଶାନ୍ତ ଦାଶଙ୍କ ଘରେ ରେଡ୍ ହୋଇଛି । ଏକକାଳୀନ ୨ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ବରଗଡ଼ ଡିଲ୍ଲାର ଦୁଇଟି ସ୍ଥାନରେ ଦୁଇଟି ଟିମ୍ ରେଡ୍…

ଭିଜିଲାନ୍ସ ଜାଲରେ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରେଟାରୀ

ବରଗଡ଼: ଭିଜିଲାନ୍ସ ଜାଲରେ ପ୍ୟାକ୍ସ ଆସିଷାଟଣ୍ଟ ସେକ୍ରେଟାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ପ୍ୟାକ୍ସ ଆସିଷ୍ଟାଣ୍ଟ ସେକ୍ରେଟାରୀଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ତାଙ୍କ ନାଁ ଘନଶ୍ୟାମ ସାହୁ । ଏକକାଳୀନ ଘର ଓ ଅଫିସରେ ଚଢ଼ାଉ କରିଛି…

ମୁହାଁମୁହିଁ ପିଟି ହେଲା ଦୁଇଟି ବାଇକ୍, ୨ ମୃତ ଓ ୨ ଗୁରୁତର

ବରଗଡ଼: ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୨ ଜଣଙ୍କର ଅକାଳ ବିୟୋଗ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ହୋଇଛନ୍ତି । ବରଗଡ଼ ଜିଲ୍ଲା ପର୍ଥଲା ଛକ ଜାତୀୟ ରାଜପଥରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଆହତମାନଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାୟରେ ଭର୍ତ୍ତି…

ଶୌଚ ପାଇଁ ଯାଇଥିବା ବେଳେ ୩ ଜଣଙ୍କୁ ଦଳିଦେଲା ଦନ୍ତା

ବରଗଡ଼: ଗାଇସିଲଟ ବ୍ଲକ ରାଇସେଲପଦର ପଞ୍ଚାୟତ ଉମରଟ ଗାଁରେ ହାତୀ ଆକ୍ରମଣରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଶୌଚ ପାଇଁ ନିକଟ ଜମିକୁ ଯାଇଥିବା ବେଳେ ୩ ଜଣଙ୍କୁ ହାତୀ ଦଳି ଦେଇଛି । ୩ ଜଣଙ୍କ ମୃତ୍ୟୁକୁ ନେଇ ଗାଁରେ ଚାପା ଉତ୍ତେଜନା ଲାଗି ରହିଛି । ଗ୍ରାମବାସୀଙ୍କୁ ବନ ବିଭାଗ ବୁଝାସୁଝା କରୁଛି ।…

ବରଗଡରେ ଓଲଟିଲା ବରଯାତ୍ରୀ ଗାଡି, ୨ ମୃତ, ୭ ଆହତ

ବରଗଡ଼: ବିଜେପୁର ସର୍ନାପାଲି ବ୍ରିଜରୁ ଖସିଲା ବରଯାତ୍ରୀଙ୍କୁ ନେଇ ଯାଉଥିବା ଅଟୋ । ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଗତକାଲି ଗୋବିନ୍ଦପାଲି ଅଞ୍ଚଳରୁ ବିଜେପୁର ମାରପଡ଼ାକୁ ବରଯାତ୍ରୀମାନେ…

ବରଗଡରୁ ବାଘ ଛାଲ ଜବତ କଲା କ୍ରାଇମବ୍ରାଞ୍ଚ STF, ୩ ଗିରଫ

ଭୁବନେଶ୍ୱର: ପୁଣି ରାଜ୍ୟରୁ ବାଘ ଛାଲ ଜବତ । ବରଗଡ଼ ଜିଲ୍ଲାରୁ ବାଘ ଛାଲ ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହାସହ ଦାନ୍ତ ଓ ନଖ ମଧ୍ୟ ଜବତ କରାଯାଇଛି । ଘଟଣାରେ ଭଟଲି ଛକରୁ ୩ ଜଣଙ୍କୁ ଧରିଥିଲା କ୍ରାଇମ୍‌ବ୍ରାଞ୍ଚ । ଅଟକ ତିନି ଜଣଙ୍କୁ ପଚରାଉଚରା ଜାରି ରହିଛି । କେବେ ବାଘ ଶିକାର…

ରୋଗାଗ୍ରସ୍ତ ବାପାକୁ ହତ୍ୟା କଲା ପୁଅ

ବରଗଡ: ବରଗଡ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଜମିଦାର ପଡା ଅଞ୍ଚଳରେ ପକ୍ଷାଘାତରେ ଆକ୍ରାନ୍ତ ଜଣେ ବ୍ୟକ୍ତିଙ୍କୁ ତାଙ୍କ ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକଙ୍କ ନାମ ସଉକିଲାଲ୍ ସେଠ୍ ବୋଲି ସୁତ୍ରରୁ ପ୍ରକାଶ । ପ୍ରାପ୍ତ ସୂଚନାନୁଯାୟୀ, ଗତ ଶୁକ୍ରବାର ସନ୍ଧ୍ୟା ସମୟରେ କୌଣସି…

ନବୀନ: ଜଣେ ହାରି ନ ଥିବା ଚାଷୀର ନାଁ

ଭୁବନେଶ୍ୱର : ଦିନ ଥିଲା, ଚାଷ ସିନା କରୁଥିଲେ କିନ୍ତୁ ସଫଳ ଚାଷୀ ହୋଇପାରି ନ ଥିଲେ । ଧାନ କେଣ୍ଡା ବିଲରେ ହସିଲା ବେଳକୁ ରୋଗ ପୋକ ଦାଉ ସାଜୁଥିଲା । କେତେବେଳେ ପତ୍ର ମୋଡା ରୋଗ ତ କେତେବେଳେ କାଣ୍ଡବିନ୍ଧା । ଏମିତିକି ସେଥିରେ କି ସାର ପ୍ରୟୋଗ କରିବେ ସେ ନେଇ ମଧ୍ୟ ଧାରଣା ନ ଥିଲା । କିନ୍ତୁ…

ଖସିଗଲେ ୧୦-୧୫ ମାଓବାଦୀ, ଗୁଳି ଓ ମାଓ ସାମଗ୍ରୀ ଜବତ

ବରଗଡ଼: ପାଇକମାଳ ଗନ୍ଧମାର୍ଦ୍ଦନ ପାହାଡ଼ରେ ଚାଲିଥିଲା ମାଓ କ୍ୟାମ୍ପ । ଖବର ପାଇ ଚଢ଼ାଉ କରିଥିଲେ ଏସଓଜି ଯବାନ । ଏତିକିବେଳେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ମାଓ କ୍ୟାମ୍ପରେ ରହିଥିଲେ ୧୦ରୁ ୧୫ ଜଣ ମାଓବାଦୀ । ସୁରକ୍ଷାବାହିନୀ ସହ ଗୁଳି ବିନିମୟ ବେଳେ ଘଟଣାସ୍ଥଳରୁ…

ପଶ୍ଚିମ ଓଡ଼ିଶାରେ ମାଡୁଛି କରୋନା, ଫୋକସରେ S-S-B ଜିଲ୍ଲା

ଭୁବନେଶ୍ୱର: ଦକ୍ଷିଣ ପରେ ପଶ୍ଚିମ ଓଡ଼ିଶାରେ ମାଡ଼ି ମାଡ଼ି ଚାଲିଛି କରୋନା ଚେର । ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବରେ ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପଜିଟିଭ୍ କେସ ଶତକ ପାର କରିଥିବା ବେଳେ ବରଗଡ଼ ଜିଲ୍ଲାରୁ ୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…