Latest Odisha News

BREAKING NEWS

Browsing Tag

bargarh

ଶୌଚ ପାଇଁ ଯାଇଥିବା ବେଳେ ୩ ଜଣଙ୍କୁ ଦଳିଦେଲା ଦନ୍ତା

ବରଗଡ଼: ଗାଇସିଲଟ ବ୍ଲକ ରାଇସେଲପଦର ପଞ୍ଚାୟତ ଉମରଟ ଗାଁରେ ହାତୀ ଆକ୍ରମଣରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଶୌଚ ପାଇଁ ନିକଟ ଜମିକୁ ଯାଇଥିବା ବେଳେ ୩ ଜଣଙ୍କୁ ହାତୀ ଦଳି ଦେଇଛି । ୩ ଜଣଙ୍କ ମୃତ୍ୟୁକୁ ନେଇ ଗାଁରେ ଚାପା ଉତ୍ତେଜନା ଲାଗି ରହିଛି । ଗ୍ରାମବାସୀଙ୍କୁ ବନ ବିଭାଗ ବୁଝାସୁଝା କରୁଛି ।…

ବରଗଡରେ ଓଲଟିଲା ବରଯାତ୍ରୀ ଗାଡି, ୨ ମୃତ, ୭ ଆହତ

ବରଗଡ଼: ବିଜେପୁର ସର୍ନାପାଲି ବ୍ରିଜରୁ ଖସିଲା ବରଯାତ୍ରୀଙ୍କୁ ନେଇ ଯାଉଥିବା ଅଟୋ । ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଗତକାଲି ଗୋବିନ୍ଦପାଲି ଅଞ୍ଚଳରୁ ବିଜେପୁର ମାରପଡ଼ାକୁ ବରଯାତ୍ରୀମାନେ…

ବରଗଡରୁ ବାଘ ଛାଲ ଜବତ କଲା କ୍ରାଇମବ୍ରାଞ୍ଚ STF, ୩ ଗିରଫ

ଭୁବନେଶ୍ୱର: ପୁଣି ରାଜ୍ୟରୁ ବାଘ ଛାଲ ଜବତ । ବରଗଡ଼ ଜିଲ୍ଲାରୁ ବାଘ ଛାଲ ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହାସହ ଦାନ୍ତ ଓ ନଖ ମଧ୍ୟ ଜବତ କରାଯାଇଛି । ଘଟଣାରେ ଭଟଲି ଛକରୁ ୩ ଜଣଙ୍କୁ ଧରିଥିଲା କ୍ରାଇମ୍‌ବ୍ରାଞ୍ଚ । ଅଟକ ତିନି ଜଣଙ୍କୁ ପଚରାଉଚରା ଜାରି ରହିଛି । କେବେ ବାଘ ଶିକାର…

ରୋଗାଗ୍ରସ୍ତ ବାପାକୁ ହତ୍ୟା କଲା ପୁଅ

ବରଗଡ: ବରଗଡ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଜମିଦାର ପଡା ଅଞ୍ଚଳରେ ପକ୍ଷାଘାତରେ ଆକ୍ରାନ୍ତ ଜଣେ ବ୍ୟକ୍ତିଙ୍କୁ ତାଙ୍କ ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକଙ୍କ ନାମ ସଉକିଲାଲ୍ ସେଠ୍ ବୋଲି ସୁତ୍ରରୁ ପ୍ରକାଶ । ପ୍ରାପ୍ତ ସୂଚନାନୁଯାୟୀ, ଗତ ଶୁକ୍ରବାର ସନ୍ଧ୍ୟା ସମୟରେ କୌଣସି…

ନବୀନ: ଜଣେ ହାରି ନ ଥିବା ଚାଷୀର ନାଁ

ଭୁବନେଶ୍ୱର : ଦିନ ଥିଲା, ଚାଷ ସିନା କରୁଥିଲେ କିନ୍ତୁ ସଫଳ ଚାଷୀ ହୋଇପାରି ନ ଥିଲେ । ଧାନ କେଣ୍ଡା ବିଲରେ ହସିଲା ବେଳକୁ ରୋଗ ପୋକ ଦାଉ ସାଜୁଥିଲା । କେତେବେଳେ ପତ୍ର ମୋଡା ରୋଗ ତ କେତେବେଳେ କାଣ୍ଡବିନ୍ଧା । ଏମିତିକି ସେଥିରେ କି ସାର ପ୍ରୟୋଗ କରିବେ ସେ ନେଇ ମଧ୍ୟ ଧାରଣା ନ ଥିଲା । କିନ୍ତୁ…

ଖସିଗଲେ ୧୦-୧୫ ମାଓବାଦୀ, ଗୁଳି ଓ ମାଓ ସାମଗ୍ରୀ ଜବତ

ବରଗଡ଼: ପାଇକମାଳ ଗନ୍ଧମାର୍ଦ୍ଦନ ପାହାଡ଼ରେ ଚାଲିଥିଲା ମାଓ କ୍ୟାମ୍ପ । ଖବର ପାଇ ଚଢ଼ାଉ କରିଥିଲେ ଏସଓଜି ଯବାନ । ଏତିକିବେଳେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ମାଓ କ୍ୟାମ୍ପରେ ରହିଥିଲେ ୧୦ରୁ ୧୫ ଜଣ ମାଓବାଦୀ । ସୁରକ୍ଷାବାହିନୀ ସହ ଗୁଳି ବିନିମୟ ବେଳେ ଘଟଣାସ୍ଥଳରୁ…

ପଶ୍ଚିମ ଓଡ଼ିଶାରେ ମାଡୁଛି କରୋନା, ଫୋକସରେ S-S-B ଜିଲ୍ଲା

ଭୁବନେଶ୍ୱର: ଦକ୍ଷିଣ ପରେ ପଶ୍ଚିମ ଓଡ଼ିଶାରେ ମାଡ଼ି ମାଡ଼ି ଚାଲିଛି କରୋନା ଚେର । ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବରେ ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପଜିଟିଭ୍ କେସ ଶତକ ପାର କରିଥିବା ବେଳେ ବରଗଡ଼ ଜିଲ୍ଲାରୁ ୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

କଂସଙ୍କ ରାଜୁତିରେ ଦୁଲୁକିବ ବରଗଡ; ଦ୍ୱାପର ଯୁଗକୁ ଫେରିଯିବ କଳିଯୁଗର କାହାଣୀ

ବରଗଡ଼: ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ମଙ୍ଗଳବାର ଦିନଠାରୁ ଆରମ୍ଭ ହେବାକୁ ଯାଉଛି । ଏହି ଅବସରରେ ସାରା ସହର ଚଳଚଞ୍ଚଳ ହୋଇପଡିଛି । ଦୀର୍ଘ ୧୧ ଦିନ ଧରି ଆୟୋଜିତ ହେବାକୁ ଥିବା ଏହି ଧନୁଯାତ୍ରା ମହୋତ୍ସବ ପାଇଁ ଚୂଡାନ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ବିଶ୍ୱପ୍ରସିଦ୍ଧ ଏହି ମହାନାଟକ…

ନାଟକୀୟ ମୋଡ ନେଲା ବରଗଡ଼ ବିଜେପି ଜିଲ୍ଲା ପରିଷଦ ସଦସ୍ୟାଙ୍କ ନିଖୋଜ ଘଟଣା

ଭୁବନେଶ୍ୱର: ବରଗଡ ଜିଲ୍ଲାରେ ଦୁଇ ଜଣ ବିଜେପି ଜିଲ୍ଲା ପରିଷଦ ସଦସ୍ୟା ନିଖୋଜ ଘଟଣା ରବିବାର ଦିନ ନୂଆମୋଡ ନେଇଛି । ୭ ଜଣ ଜିଲ୍ଲା ପରିଷଦ ସଦସ୍ୟଙ୍କ ସହ ନିଖୋଜ ୨ ସଦସ୍ୟା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ସେମାନଙ୍କୁ ଅପହରଣ କରାଯାଇଥିବା ନେଇ ବିଜେପି ଯେଉଁ ଅଭିଯୋଗ କରିଛି, ତାହା…

ଟୋକନ୍ ବ୍ୟବସ୍ଥା ପ୍ରତ୍ୟାହାର ଦାବିରେ ବରଗଡରେ ଚାଷୀଙ୍କ ରାସ୍ତା ଅବରୋଧ

ବରଗଡ: ରାଜ୍ୟରେ ଖରିଫ୍ ଧାନ ସଂଗ୍ରହ ଲାଗି ଜାରି ହୋଇଥିବା ଟୋକନ ବ୍ୟବସ୍ଥାକୁ ନେଇ ବରଗଡରେ ଚାଷୀ ଅସନ୍ତୋଷ ବୃଦ୍ଧି ପାଇଛି । ଯାହାଫଳରେ ଉତ୍ତେଜିତ ଚାଷୀମାନେ ଗୁରୁବାର ଦିନ ସ୍ଥାନୀୟ ଅତାବିରା ତହସିଲ୍ ନିକଟ ଗୋଡଭଗା ଛକ ଠାରେ ଧାନ ବସ୍ତା ରଖି ସମ୍ବଲପୁର-ବରଗଡ ମୁଖ୍ୟରାସ୍ତାକୁ ଅବରୋଧ…