କଂସଙ୍କ ରାଜୁତିରେ ଦୁଲୁକିବ ବରଗଡ; ଦ୍ୱାପର ଯୁଗକୁ ଫେରିଯିବ କଳିଯୁଗର କାହାଣୀ
ବରଗଡ଼: ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ମଙ୍ଗଳବାର ଦିନଠାରୁ ଆରମ୍ଭ ହେବାକୁ ଯାଉଛି । ଏହି ଅବସରରେ ସାରା ସହର ଚଳଚଞ୍ଚଳ ହୋଇପଡିଛି ।
ଦୀର୍ଘ ୧୧ ଦିନ ଧରି ଆୟୋଜିତ ହେବାକୁ ଥିବା ଏହି ଧନୁଯାତ୍ରା ମହୋତ୍ସବ ପାଇଁ ଚୂଡାନ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ବିଶ୍ୱପ୍ରସିଦ୍ଧ ଏହି ମହାନାଟକ…