Latest Odisha News

BREAKING NEWS

Browsing Tag

Baripada

୨୦ ଲକ୍ଷ ମୂଲ୍ୟର ବ୍ରାଉନସୁଗାର ଜବତ, ଜଣେ ଗିରଫ

ବାରିପଦା: ବ୍ରାଉନସୁଗାର ଜବତ ମାମଲାରେ ବାରିପଦା ଟାଉନ ପୋଲିସର ଏକ ଟିମ୍ ରବିବାର ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ଗୋବିନ୍ଦ ପାଲ (୪୨) ହୋଇଥିଲା ବେଳେ ମୟୂରଭଞ୍ଜ ଜିଲ୍ଲାର ଭଞ୍ଜପୁର ଥାନା ଅନ୍ତର୍ଗତ ଟକଟପୁରର ବାସିନ୍ଦା ବୋଲି ଜଣାପଡିଛି। ତାଙ୍କ ନିକଟରୁ ପୋଲିସ ୧୯୯.୮୦ ଗ୍ରାମ…

ପିଆରଏମ୍ ହସ୍ପିଟାଲ୍ ଆହାର କେନ୍ଦ୍ରରେ ବାସୀ ଖାଦ୍ୟକୁ ନେଇ ଉତ୍ତେଜନା

ବାରିପଦା: ୫ ଟଙ୍କାରେ ପେଟ ପୂରା ଥାଳି, କେହି ରହିବେନି ଭୋକିଲା । ଏମିତି ମହତ୍ତ୍ୱ ଉଦ୍ଦେଶ୍ୟ ରଖି ସରକାର ରାଜ୍ୟରେ ଆହାର କେନ୍ଦ୍ର ଖୋଲିଛନ୍ତି । ବିଭିନ୍ନ ଜିଲ୍ଲାର ହସ୍ପିଟାଲ୍ ଓ ବସ୍ ଷ୍ଟାଣ୍ଡରେ ଆହାର କେନ୍ଦ୍ର ଖୋଲିଥିବା ବେଳେ ପ୍ରତିଦିନ ଏହା ଉପରେ ନିର୍ଭର କରୁଛନ୍ତି ଲକ୍ଷାଧିକ ଲୋକ ।…

୪୩ ଡିଗ୍ରୀ ଉପରେ ରାଜ୍ୟର ୧୧ ସହର, ବାରିପଦା ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର: ଅସହ୍ୟ ତାତି, ଅସମ୍ଭାଳ ଖରା । ତାତିରେ ଆଉଟୁ ପାଉଟୁ ସାରା ଓଡ଼ିଶା । ଉପକୂଳରୁ ପଶ୍ଚିମ ଓ ଦକ୍ଷିଣ ସବୁଠି ରୌଦ୍ର ତାପ । ଆଜି ରାଜ୍ୟର ୩୦ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଛି । ୧୧ ସହରରେ ପାରଦ ୪୩ ଡେଇଁଥିବା ବେଳେ ୪୪.୫ ଡିଗ୍ରୀ ତାପମାତ୍ରାରେ ଭାଜି ହୋଇଛି ବାରିପଦା ।…

୪୦ ଉପରେ ୨୫ ସହର, ୪୪ ଡିଗ୍ରୀ ତାପମାତ୍ରାରେ ଭାଜି ହେଲା ବାରିପଦା

ଭୁବନେଶ୍ୱର: ଆଜି ବି ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ଗତକାଲି ଭଳି ଆଜି ବି ରାଜ୍ୟର ଉତ୍ତପ୍ତ ସହର ହେଉଛି ବାରିପଦା । ବାରିପଦାରେ ରାଜ୍ୟର ସର୍ବୋଚ୍ଚ ଦିନ ତାପମାତ୍ରା ୪୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ୨୫ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି ।…

୪୩.୫ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର, ଆଉ ୨ ଦିନ ବଢ଼ିବ ତାତି

ଭୁବନେଶ୍ୱର: ଅସହ୍ୟ ଖରାରେ ସିଝୁଛି ଓଡ଼ିଶା । ଆଜି ରାଜ୍ୟର ୨୫ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଛି । ୪୩.୫ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହର ପାଲଟିଛି ବାରିପଦା । ବାରିପଦାକୁ ବାଦ ଦେଲେ ୮ଟି ସ୍ଥାନରେ ପାରଦ ଆଜି ୪୨ ଡିଗ୍ରୀ ଉପରେ ରହିଛି । ଦିନ ୧୦ଟା ପରେ ପଦାକୁ ବାହାରିବା ସମ୍ଭବ…

ଖୁଣ୍ଟାରେ ବାଇକ୍, ବାରିପଦାରେ ସ୍କୁଟି ପାଇଁ ପରିବହନ ବିଭାଗ କଲା ୭ ହଜାର ଟଙ୍କା ଫାଇନ୍

ବାରିପଦା: ପରିବହନ ବିଭାଗର ଅବହେଳା ପୁଣି ଦେଖିବାକୁ ମିଳିଛି । ବାଇକର ପଞ୍ଜିକୃତ ନମ୍ବରରେ ସ୍କୁଟି ଫଟୋ ଉଠାଇ ପରିବହନ ବିଭାଗ ୭ ହଜାର ଟଙ୍କାର ଇ-ଚାଲାଣ କାଟିଛି । ଏ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ଅଞ୍ଚଳରେ । ଗାଡ଼ି ମାଲିକ ତରୁଣ କୁମାର ମିଶ୍ରଙ୍କ ଅଭିଯୋଗ ଅନୁସାରେ, ତାଙ୍କ…

ବାରିପଦାରେ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଜନ ସଚେତନତା

ବାରିପଦା: ରିଜର୍ଭ ବ୍ୟାଙ୍କ ପକ୍ଷରୁ ବିଭିନ୍ନ ବ୍ୟାଙ୍କ ସେବାରେ ଦେଖା ଦେଉଥିବା ବିଭିନ୍ନ ପ୍ରକାର ଅଭିଯୋଗର ନିରାକରଣ ଏବଂ ରିଜର୍ଭ ବ୍ୟାଙ୍କ ସମନ୍ୱିତ ଲୋକପାଳ ଯୋଜନା ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ମୟୂରଭଞ୍ଜ ଜିଲ୍ଲାର ଅଗ୍ରଣୀ ବ୍ୟାଙ୍କ ବ୍ୟାଙ୍କ ଅଫ ଇଣ୍ଡିଆ…

ଅସୁସ୍ଥ ନାବାଳିକାକୁ ଅସଦାଚରଣ, ଡାକ୍ତର ଗିରଫ

ବାରିପଦା : ରକ୍ଷକ ସାଜିଲା ଭକ୍ଷକ । ନାବାଳିକାକୁ ଅସଦାଚରଣ କରି ଗିରଫ ହେଲେ ଡାକ୍ତର । ଏପରି ଲଜ୍ଜ୍ୟାଜନକ ଘଟଣା ମୟୂରଭଞ୍ଜ ଜିଲ୍ଲାରେ ଘଟିଛି । ନାବାଳିକା ଜଣକ ଅଷ୍ଟମ ଶ୍ରେଣୀ ଛାତ୍ରୀ  । ଗତକାଲି ବିଳମ୍ୱିତ ରାତିରେ ବାରିପଦା ସହର ଉପକଣ୍ଠରେ ଥିବା ଏକ ଆଦିବାସୀ ହଷ୍ଟେଲରେ ରହୁଥିବା…

କୁକୁଡ଼ା ଫାର୍ମରେ କୁକୁଡ଼ା ମାରି ଖାଉଥିବା ବେଳେ ଅଜଗର ଉଦ୍ଧାର 

ମୟୂରଭଞ୍ଜ : କପ୍ତିପଦା ବନ ବିଭାଗ ଅଧୀନସ୍ଥ ରାଢୋ ଗାଁରେ ୮ ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର ହୋଇଛି  । ଜଣେ ବ୍ୟକ୍ତିଙ୍କ କୁକୁଡ଼ା ଫାର୍ମ ହାଉସରେ ବିଶାଳକାୟ ଅଜଗର ସାପ ପଶି ଫାର୍ମରେ ଥିବା କୁକୁଡ଼ାକୁ ଖାଉଥିଲା । ଫାର୍ମରେ ୩ ରୁ ଅଧିକ କୁକୁଡ଼ା ଖାଇଥିବା  ଜଣାପଡ଼ିଛି ।  ମାତ୍ର ଫାର୍ମ…

ଓଡ଼ିଶାରେ ୨ଟି ନକଲି ବିଶ୍ୱବିଦ୍ୟାଳୟ ନେଇ ସତର୍କ କଲା UGC

ଭୁବନେଶ୍ୱର: ଦେଶରେ ୨୧ଟି ନକଲି ବିଶ୍ୱବିଦ୍ୟାଳୟ ରହିଛି । ଏନେଇ ୟୁନିଭରସିଟି ଗ୍ରାଣ୍ଟ କମିଶନ (UGC) ସତର୍କ କରାଇଛନ୍ତି । ଓଡ଼ିଶାରେ ୨ଟି ନକଲି ବିଶ୍ୱବିଦ୍ୟାଳୟ ଥିବା ଜଣାପଡ଼ିଛି । ଗୋଟିଏ ରାଉରକେଲା ଓ ଗୋଟିଏ ନକଲି ବିଶ୍ୱବିଦ୍ୟାଳୟ ବାରିପଦାରେ ରହିଛି । ରାଉରକେଲାରେ ନବଭାରତ ଶିକ୍ଷା…