Latest Odisha News

BREAKING NEWS

Browsing Tag

Baripada

ପିଆରଏମ୍ ହସ୍ପିଟାଲ୍ ଆହାର କେନ୍ଦ୍ରରେ ବାସୀ ଖାଦ୍ୟକୁ ନେଇ ଉତ୍ତେଜନା

ବାରିପଦା: ୫ ଟଙ୍କାରେ ପେଟ ପୂରା ଥାଳି, କେହି ରହିବେନି ଭୋକିଲା । ଏମିତି ମହତ୍ତ୍ୱ ଉଦ୍ଦେଶ୍ୟ ରଖି ସରକାର ରାଜ୍ୟରେ ଆହାର କେନ୍ଦ୍ର ଖୋଲିଛନ୍ତି । ବିଭିନ୍ନ ଜିଲ୍ଲାର ହସ୍ପିଟାଲ୍ ଓ ବସ୍ ଷ୍ଟାଣ୍ଡରେ ଆହାର କେନ୍ଦ୍ର ଖୋଲିଥିବା ବେଳେ ପ୍ରତିଦିନ ଏହା ଉପରେ ନିର୍ଭର କରୁଛନ୍ତି ଲକ୍ଷାଧିକ ଲୋକ ।…

୪୩ ଡିଗ୍ରୀ ଉପରେ ରାଜ୍ୟର ୧୧ ସହର, ବାରିପଦା ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର: ଅସହ୍ୟ ତାତି, ଅସମ୍ଭାଳ ଖରା । ତାତିରେ ଆଉଟୁ ପାଉଟୁ ସାରା ଓଡ଼ିଶା । ଉପକୂଳରୁ ପଶ୍ଚିମ ଓ ଦକ୍ଷିଣ ସବୁଠି ରୌଦ୍ର ତାପ । ଆଜି ରାଜ୍ୟର ୩୦ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଛି । ୧୧ ସହରରେ ପାରଦ ୪୩ ଡେଇଁଥିବା ବେଳେ ୪୪.୫ ଡିଗ୍ରୀ ତାପମାତ୍ରାରେ ଭାଜି ହୋଇଛି ବାରିପଦା ।…

୪୦ ଉପରେ ୨୫ ସହର, ୪୪ ଡିଗ୍ରୀ ତାପମାତ୍ରାରେ ଭାଜି ହେଲା ବାରିପଦା

ଭୁବନେଶ୍ୱର: ଆଜି ବି ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ଗତକାଲି ଭଳି ଆଜି ବି ରାଜ୍ୟର ଉତ୍ତପ୍ତ ସହର ହେଉଛି ବାରିପଦା । ବାରିପଦାରେ ରାଜ୍ୟର ସର୍ବୋଚ୍ଚ ଦିନ ତାପମାତ୍ରା ୪୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ୨୫ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି ।…

୪୩.୫ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର, ଆଉ ୨ ଦିନ ବଢ଼ିବ ତାତି

ଭୁବନେଶ୍ୱର: ଅସହ୍ୟ ଖରାରେ ସିଝୁଛି ଓଡ଼ିଶା । ଆଜି ରାଜ୍ୟର ୨୫ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଛି । ୪୩.୫ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହର ପାଲଟିଛି ବାରିପଦା । ବାରିପଦାକୁ ବାଦ ଦେଲେ ୮ଟି ସ୍ଥାନରେ ପାରଦ ଆଜି ୪୨ ଡିଗ୍ରୀ ଉପରେ ରହିଛି । ଦିନ ୧୦ଟା ପରେ ପଦାକୁ ବାହାରିବା ସମ୍ଭବ…

ଖୁଣ୍ଟାରେ ବାଇକ୍, ବାରିପଦାରେ ସ୍କୁଟି ପାଇଁ ପରିବହନ ବିଭାଗ କଲା ୭ ହଜାର ଟଙ୍କା ଫାଇନ୍

ବାରିପଦା: ପରିବହନ ବିଭାଗର ଅବହେଳା ପୁଣି ଦେଖିବାକୁ ମିଳିଛି । ବାଇକର ପଞ୍ଜିକୃତ ନମ୍ବରରେ ସ୍କୁଟି ଫଟୋ ଉଠାଇ ପରିବହନ ବିଭାଗ ୭ ହଜାର ଟଙ୍କାର ଇ-ଚାଲାଣ କାଟିଛି । ଏ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ଅଞ୍ଚଳରେ । ଗାଡ଼ି ମାଲିକ ତରୁଣ କୁମାର ମିଶ୍ରଙ୍କ ଅଭିଯୋଗ ଅନୁସାରେ, ତାଙ୍କ…

ବାରିପଦାରେ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଜନ ସଚେତନତା

ବାରିପଦା: ରିଜର୍ଭ ବ୍ୟାଙ୍କ ପକ୍ଷରୁ ବିଭିନ୍ନ ବ୍ୟାଙ୍କ ସେବାରେ ଦେଖା ଦେଉଥିବା ବିଭିନ୍ନ ପ୍ରକାର ଅଭିଯୋଗର ନିରାକରଣ ଏବଂ ରିଜର୍ଭ ବ୍ୟାଙ୍କ ସମନ୍ୱିତ ଲୋକପାଳ ଯୋଜନା ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ମୟୂରଭଞ୍ଜ ଜିଲ୍ଲାର ଅଗ୍ରଣୀ ବ୍ୟାଙ୍କ ବ୍ୟାଙ୍କ ଅଫ ଇଣ୍ଡିଆ…

ଅସୁସ୍ଥ ନାବାଳିକାକୁ ଅସଦାଚରଣ, ଡାକ୍ତର ଗିରଫ

ବାରିପଦା : ରକ୍ଷକ ସାଜିଲା ଭକ୍ଷକ । ନାବାଳିକାକୁ ଅସଦାଚରଣ କରି ଗିରଫ ହେଲେ ଡାକ୍ତର । ଏପରି ଲଜ୍ଜ୍ୟାଜନକ ଘଟଣା ମୟୂରଭଞ୍ଜ ଜିଲ୍ଲାରେ ଘଟିଛି । ନାବାଳିକା ଜଣକ ଅଷ୍ଟମ ଶ୍ରେଣୀ ଛାତ୍ରୀ  । ଗତକାଲି ବିଳମ୍ୱିତ ରାତିରେ ବାରିପଦା ସହର ଉପକଣ୍ଠରେ ଥିବା ଏକ ଆଦିବାସୀ ହଷ୍ଟେଲରେ ରହୁଥିବା…

କୁକୁଡ଼ା ଫାର୍ମରେ କୁକୁଡ଼ା ମାରି ଖାଉଥିବା ବେଳେ ଅଜଗର ଉଦ୍ଧାର 

ମୟୂରଭଞ୍ଜ : କପ୍ତିପଦା ବନ ବିଭାଗ ଅଧୀନସ୍ଥ ରାଢୋ ଗାଁରେ ୮ ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର ହୋଇଛି  । ଜଣେ ବ୍ୟକ୍ତିଙ୍କ କୁକୁଡ଼ା ଫାର୍ମ ହାଉସରେ ବିଶାଳକାୟ ଅଜଗର ସାପ ପଶି ଫାର୍ମରେ ଥିବା କୁକୁଡ଼ାକୁ ଖାଉଥିଲା । ଫାର୍ମରେ ୩ ରୁ ଅଧିକ କୁକୁଡ଼ା ଖାଇଥିବା  ଜଣାପଡ଼ିଛି ।  ମାତ୍ର ଫାର୍ମ…

ଓଡ଼ିଶାରେ ୨ଟି ନକଲି ବିଶ୍ୱବିଦ୍ୟାଳୟ ନେଇ ସତର୍କ କଲା UGC

ଭୁବନେଶ୍ୱର: ଦେଶରେ ୨୧ଟି ନକଲି ବିଶ୍ୱବିଦ୍ୟାଳୟ ରହିଛି । ଏନେଇ ୟୁନିଭରସିଟି ଗ୍ରାଣ୍ଟ କମିଶନ (UGC) ସତର୍କ କରାଇଛନ୍ତି । ଓଡ଼ିଶାରେ ୨ଟି ନକଲି ବିଶ୍ୱବିଦ୍ୟାଳୟ ଥିବା ଜଣାପଡ଼ିଛି । ଗୋଟିଏ ରାଉରକେଲା ଓ ଗୋଟିଏ ନକଲି ବିଶ୍ୱବିଦ୍ୟାଳୟ ବାରିପଦାରେ ରହିଛି । ରାଉରକେଲାରେ ନବଭାରତ ଶିକ୍ଷା…

ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟସେବାକୁ ବିରୋଧ କରି ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଗରେ ବିକ୍ଷୋଭ

ବାରିପଦା: ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟସେବାକୁ ବିରୋଧ କରି ବିକ୍ଷୋଭ । ଜିଲ୍ଲାର ଅଗ୍ରଣୀ ଯୁବଛାତ୍ର ସଂଗଠନ ଭଞ୍ଜସେନା ପକ୍ଷରୁ ଗଣ ବିକ୍ଷୋଭ କରାଯାଇଛି । ବାରମ୍ବାର ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁର ଅଭିଯୋଗ ଆସୁଛି । ଏପରିକି ଡାକ୍ତର ମାନେ…