ବର୍ଷାଙ୍କୁ ଶାନ୍ତ କରିବ କି ‘ଗୀତା’?
କଟକ: ବର୍ଷା ଅନୁଭବଙ୍କ କଳି ଏବେ କୋର୍ଟରେ । ଷ୍ଟାର ଦମ୍ପତ୍ତିଙ୍କ ପରିବାରରେ ଆସିଛି ଝଡ । କାହା ମନ କାହା ପାଖରେ ନାହିଁ । ପରସ୍ପର ଦୋଷ ଦେଉଛନ୍ତି । ଅଶାନ୍ତିରେ ଜିଉଁଛନ୍ତି । ନ୍ୟାୟାଳୟରେ ନ୍ୟାୟ ପାଇଁ ଗୁହାରି କରୁଛନ୍ତି । ତେବେ ଦୁଇଜଣଙ୍କ ଜୀବନରେ ଉଠିଥିବା ଝଡ଼କୁ ସମାଧାନ କରିବା…