Latest Odisha News

BREAKING NEWS

Browsing Tag

Barsha Priyadarshini

ସତ୍ୟଭାମା ଦେବୀ ମୂକ ବଧିର ମହାବିଦ୍ୟାଳୟରେ ବର୍ଷା ବାଣ୍ଟିଲେ ପୁସ୍ତକ

ଭୁବନେଶ୍ୱର : ସତ୍ୟଭାମା ଦେବୀ ମୂକ ବଧିର ମହାବିଦ୍ୟାଳୟରେ ପାଠାଗାର ଆନ୍ଦୋଳନର ପୁରୋଧା ସ୍ବର୍ଗତଃ ଦାଶରଥି ପଟ୍ଟନାୟକ (ଦାଶିଆ ଅଜା) ଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ ସହ, ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଉଦ୍ୟମରେ ଆମ ପାଠାଗାରର ଚତୁର୍ଥ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି । ଏହି…

ଦିବ୍ୟାଙ୍ଗ ପିଲାଙ୍କ ଦ୍ୱାରା ନିର୍ମିତ ହସ୍ତଶିଳ୍ପ ପ୍ରଦର୍ଶନୀ ଆୟୋଜିତ

କଟକ : ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ସାମାଜିକ କଲ୍ୟାଣକାରୀ ଅନୁଷ୍ଠାନ ‘ସମ୍ମାନିତା’ ଏବଂ ଦ କ୍ଲିକ ପ୍ରଡକ୍ସନର ମିଳିତ ଆନୁକୂଲ୍ୟରେ ଦିବ୍ୟାଙ୍ଗ ପିଲାଙ୍କ ଦ୍ୱାରା ନିର୍ମିତ ହସ୍ତଶିଳ୍ପ ପ୍ରଦର୍ଶନୀ ଆୟାଜିତ ହୋଇଯାଇଛି। ପ୍ରତିଭାବାନ ଦକ୍ଷ ଦିବ୍ୟାଙ୍ଗ ପିଲାମାନଙ୍କୁ ଉତ୍ସାହିତ ଏବଂ…

ରିଲିଜ ହେଲା ବର୍ଷାଙ୍କ ମ୍ୟୁଜିକ ଭିଡ଼ିଓ, ନମିତାଙ୍କ ଗୀତରେ ଝୁମିଲେ ଦୃଷ୍ଟିହୀନ ଓ ଭିନ୍ନକ୍ଷମ

ଭୁବନେଶ୍ୱର: ମୁକ୍ତିଲାଭ କରିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଦ୍ୱାରା ପ୍ରସ୍ତୁତ ମ୍ୟୁଜିକ ଭିଡିଓ 'କିଛି ମାଗୁନାହିଁ ତତେ' । ନମିତା ମେଲେକା ଗାଇଥିବା ଏହି ଗୀତରେ ବର୍ଷାଙ୍କ ସହ ଅଭିନୟ କରିଛନ୍ତି ଏସିଡ ପୀଡିତା ପ୍ରମୋଦିନୀ ରାଉଳ, କିଛି ଦୃଷ୍ଟିହୀନ ଓ ଭିନ୍ନକ୍ଷମ। କିଛି ଦିନ ତଳେ…

ପୋଲିସ ଡିଜିଙ୍କ ନିକଟରେ ଅଭିଯୋଗ କଲେ ଅନୁଭବ ମହାନ୍ତି

କଟକ: ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମୁନି । ଗତକାଲି ବର୍ଷା ପୁରୀଘାଟ ଥାନାରେ ଏତଲା ଦେଇଥିଲେ । ଏହାପରେ ପୋଲିସ ଡିଜି ଅଭୟଙ୍କ ନିକଟରେ ପାଲଟା ଅଭିଯୋଗ କରିଛନ୍ତି ଅନୁଭବ ମହାନ୍ତି । କିଛି ଦିନ ତଳେ ଭାଇରାଲ ହୋଇଥିବା ଏକ ଅଡିଓକୁ ନେଇ…

କାହିଁକି ପୁରୀଘାଟ ଥାନାରେ ପୁଣି ଏତଲା ଦେଲେ ବର୍ଷା ?

କଟକ: ଥମୁନି ବର୍ଷା-ଅନୁଭବ ବିବାଦ । ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ବିବାଦ ତୁଟିବାର ନାଁ ଧରୁନି । ପୁଣି ଥରେ କଟକ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଭିଡିଓ ଭାଇରାଲ୍ କରି ତାଙ୍କୁ ବଦନାମ କରାଯାଉଥିବା…

ଏସଡିଜେଏମ କୋର୍ଟରେ ହାଜର ହେଲେ ସାଂସଦ ଅନୁଭବ ମହାନ୍ତି

କଟକ: ପାରିବାରିକ ହିଂସା ମାମଲାରେ କଟକ ଏସଡିଜେଏମ କୋର୍ଟରେ ହାଜର ହୋଇଛନ୍ତି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ।  ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ଦାୟର ମାମଲାରେ ଆଜି ସେ କୋର୍ଟରେ ହାଜର ହୋଇଛନ୍ତି। ଅନୁଭବଙ୍କ ପକ୍ଷରୁ ଓକିଲଙ୍କ ଜରିଆରେ କୋର୍ଟରେ ଜବାବ ଦାଖଲ କରାଯାଇଛି।…

ପାଠାଗାର ଆନ୍ଦୋଳନକୁ ପୁନଃ ଜାଗ୍ରତ କରିବା ପାଇଁ ଅଭିନେତ୍ରୀ ବର୍ଷାଙ୍କ ପ୍ରୟାସ

ଭୁବନେଶ୍ୱର: ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଦ କ୍ଲିକ୍ ପ୍ରଡକ୍ସନର ସାମାଜିକ କଲ୍ୟାଣକାରୀ ଅନୁଷ୍ଠାନ "ସମ୍ମାନିତା" ପକ୍ଷରୁ ଆରମ୍ଭ ହୋଇଛି "ଆମ ପାଠାଗାର" । ଏହି ଅଭିଯାନର ଶୁଭାରମ୍ଭ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଶିଷ୍ଟ ଲେଖକ ଦାସ ବେନହୁର, ଡ଼ଃ ସଂଘମିତ୍ରା ମିଶ୍ର,…

ଟାର୍ଗେଟରେ ବର୍ଷା ! ସୋସିଆଲ୍ ମିଡିଆ ଟ୍ରୋଲକୁ ନେଇ ମୁହଁ ଖୋଲିଲେ ଜାଗ୍ରତି

ଭୁବନେଶ୍ୱର: ସାଂସଦ ଅନୁଭବ ମହାନ୍ତିଙ୍କ ସହ ଏକ ଫଟୋକୁ ନେଇ ସୋସିଆଲ୍ ମିଡିଆରେ ଟ୍ରୋଲ ପରେ ମୁହଁ ଖୋଲିଛନ୍ତି ସାମ୍ବାଦିକା ଜାଗ୍ରତି ଶୁକ୍ଳା । ଅନୁଭବ-ବର୍ଷା ପ୍ରସଙ୍ଗରେ ଚୁପ୍‌ ରହିଥିବା ଜାଗ୍ରତି ତାଙ୍କୁ ବିବାଦ ଭିତରକୁ ଟଣା ଯାଇଥିବାରୁ କ୍ଷୁବ୍ଧ ହୋଇଛନ୍ତି । ସୋସିଆଲ ମିଡିଆରେ ତାଙ୍କୁ…

ଶାଶୁଘର ଛାଡିବେନି ବର୍ଷା: ଓକିଲ

ଭୁବନେଶ୍ୱର: ବର୍ଷା ଶାଶୁଘର ଛାଡି କୁଆଡେ ଯିବେନି । ଶାଶୁ ଘରେ ରହି ମାମଲା ଲଢ଼ିବେ । ଏନେଇ ସୂଚନା ଦେଇଛନ୍ତି ବର୍ଷାଙ୍କ ଓକିଲ ରାମକୃଷ୍ଣ ରଥ । ଘରୋଇ ହିଂସା ଅଭିଯୋଗ ଆଣୁଥିବା ବର୍ଷା କେମିତି ଶାଶୁ ଘରେ ରହୁଛନ୍ତି ବୋଲି ଗତକାଲି ପ୍ରଶ୍ନ ଉଠାଇଥିଲେ ସ୍ୱାମୀ ଅନୁଭବ ମହାନ୍ତି । ସେ…

ଅନୁଭବ ଇସ୍ତଫା ଦିଅନ୍ତୁ: ବିଜେପି ରାଜ୍ୟ ମହିଳା ମୋର୍ଚ୍ଚା

ଭୁବନେଶ୍ୱର: ସାଂସଦ ଅନୁଭବ ମହାନ୍ତିଙ୍କ ଇସ୍ତଫା ଦାବି କଲା ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା । ମାନବିକତା ଦୃଷ୍ଟିକୋଣରୁ ଇସ୍ତଫା ଦିଅନ୍ତୁ ଅନୁଭବ । ଏଥିସହ ନବୀନ ବାବୁ ତାଙ୍କୁ ଦଳରୁ ବହିଷ୍କାର କରନ୍ତୁ ବୋଲି ବିଜେପି ମହିଳା ମୋର୍ଚ୍ଚା ଦାବି କରିଛି । ଆଜି ସାମ୍ବାଦିକ ସମ୍ମିଳନୀ କରି…