ପରଲୋକରେ ଶତାୟୁ କ୍ରିକେଟର ବସନ୍ତ ରାଇଜି
ମୁମ୍ବାଇ : ଭାରତର ପୁରୁଣା ପ୍ରଥମ ଶ୍ରେଣୀୟ ଶତାୟୁ କ୍ରିକେଟର ବସନ୍ତ ରାଇଜିଙ୍କର ଆଜି ମୁମ୍ବାଇ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ଗତକାଲି ରାତିରେ ଶୋଇଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ଜ୍ୱାଇଁ ସୁଦର୍ଶନ ନାନାବତୀ କହିଛନ୍ତି । ବାର୍ଦ୍ଧକ୍ୟ କାରଣରୁ ତାଙ୍କର ମୃତ୍ୟୁ…