ବାସବରାଜ ବୋମାଇ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ
କର୍ଣ୍ଣାଟକ : କର୍ଣ୍ଣାଟକ ପାଇଲା ନୂଆ ମୁଖ୍ୟମନ୍ତ୍ରୀ । ବାସବରାଜ ବୋମାଇ ହେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ । ବିଜେପି ବିଧାୟକ ଦଳ ବୈଠକରେ ବରିଷ୍ଠ ନେତା ବାସବରାଜ ବୋମାଇ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରାଯାଇଛି । ଆସନ୍ତାକାଲି ଅପରାହ୍ନ ୩ଟା ୨୦ରେ କର୍ଣ୍ଣାଟକର ନୂଆ…