Latest Odisha News

BREAKING NEWS

Browsing Tag

Bay of Bengal

ଆଗକୁ ବଢୁଛି ବାତ୍ୟା ‘ଗୁଲାବ’: ମଧ୍ୟରାତ୍ରିରେ କରିବ ଲାଣ୍ଡଫଲ୍

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଗକୁ ଆଗକୁ ବଢୁଛି ବାତ୍ୟା ଗୁଲାବ । ସ୍ଥଳଭାଗ ମୁହାଁ ହେଉଛି । ଅଧିକ ବଳ ଗୋଟାଇ ମାଡି ଆସୁଛି ବାତ୍ୟା । ଏବେ ଘଣ୍ଟାପ୍ରତି ୧୦ କିଲୋମିଟର ବେଗରେ ଆଗକୁ ବଢୁଛି । ଗୋପାଳପୁର ଉପକୂଳଠାରୁ ୨୭୦ କିଲୋମିଟର ପୂର୍ବ-ଦକ୍ଷିଣ ପୂର୍ବ ଓ ଆନ୍ଧ୍ରପ୍ରଦେଶରେ…

ଆସୁଛି ବାତ୍ୟା: ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରକୁ ସତର୍କ ସୂଚନା

ଭୁବନେଶ୍ୱର: ବଙ୍ଗପସାଗରରେ ସୃଷ୍ଟି ହେବ ସାମୁଦ୍ରିକ ଝଡ଼ । ସମ୍ଭାବ୍ୟ ବାତ୍ୟା ନେଇ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ । ଉତ୍ତର ଆନ୍ଧ୍ର ପ୍ରଦେଶ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ପାଇଁ ଜାରି ହୋଇଥି ବାତ୍ୟା ସତର୍କତା । ବାତ୍ୟା ନେଇ ୟେଲୋ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ…

କାଲି ସନ୍ଧ୍ୟାରେ ବଙ୍ଗୋପସାଗରରେ ଲଘୁଚାପ ହେବ, ୨୫ରୁ ଓଡ଼ିଶାରେ ବର୍ଷିବ

ଭୁବନେଶ୍ୱର: ଗତକାଲିର ଘୁର୍ଣ୍ଣିଳୟ ମିଆଁମାର ଉପକୂଳ ଓ ସଂଲଗ୍ନ ମାର୍ଟାବାନ୍ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି । ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚିବ । ଆସନ୍ତାକାଲି ସନ୍ଧ୍ୟା ବେଳକୁ ଏହି ଘୂର୍ଣ୍ଣିବଳୟ ନେବ ଲଘୁଚାପର ରୂପ…

ବଙ୍ଗୋପସାଗରରେ ଡିପ୍ ଡିପ୍ରେସନ, ଆଜି ଏସବୁ ଜିଲ୍ଲାରେ ବର୍ଷା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ସୃଷ୍ଟି ଡିପ୍ରେସନ ଆଜି ସକାଳେ ଡିପ୍ ଡିପ୍ରେସନରେ ପରିଣତ ହୋଇଛି।  ଗଭୀର ଅବପାତର ରୂପ ନେଇ ଉତ୍ତର ଓଡିଶା ଉପକୂଳର ଚାନ୍ଦବାଲି  ଦେଇ ଅତିକ୍ରମ କରିଛି। ଏହାର ପ୍ରଭାବରେ ଆଜି ବି ରାଜ୍ୟରେ ଲାଗି ରହିବ ବର୍ଷା। ଗୋଟିଏ ଦୁଇଟି…

ଲଘୁଚାପ ସକ୍ରିୟ: ଆଜି ଓଡ଼ିଶାର ୬ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ଲଘୁଚାପ ନେଲା ଓ୍ୱେଲ୍ ମାର୍କଡ ଲୋ ପ୍ରେସରର ରୂପ । ଗତକାଲିର ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଓ୍ୱେଲ ମାର୍କଡ ଲୋ ପ୍ରେସର କ୍ଷେତ୍ର ଭାବେ ଉତ୍ତର-ପଶ୍ଚିମ ତଥା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ-ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ।…

୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ, କାଲିଠୁ ଦୁଇ ଦିନ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ଆସୁଛି ଆଉ ଗୋଟିଏ ଲଘୁଚାପ । ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦାନା ବାନ୍ଧିବ । ଏବେ ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ୍ ସାର୍କୁଲେସନ୍ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ…

ବଙ୍ଗୋପସାଗରରେ ଲଘୁଚାପ: ଆଜିଠୁ ଦୁଇ ଦିନ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାରପ ରୂପ ନେଇଛି । ଏହି ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି । ଆଗାମୀ ୨ ଦିନ ଯାଏ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା…

ଲଘୁଚାପ ନେଲା ଓ୍ୱେଲ ମାର୍କଡ୍ ଲୋପ୍ରେସର ରୂପ, ଓଡ଼ିଶାର ଏସବୁ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅଧିନ ଘନୀଭୂତ ହୋଇ ଓ୍ୱେଲ୍ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି । ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶା ପାଗ ମେଘୁଆ ରହିଛି…

ଉତ୍ତର ବଙ୍ଗୋପସାଗରରେ ଲଘୁଚାପ, ଆଜିଠୁ ୪ ଦିନ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ହେବ । ଆଗାମୀ ୪ଦିନ ଯାଏ ବିଭିନ୍ନ ଅଞ୍ଚଳରେ…

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ, ଆଜିଠୁ ଓଡ଼ିଶାର ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସହ, ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ପାଣିପାଗ…