Latest Odisha News

BREAKING NEWS

Browsing Tag

BBC Documentry On Modi

ବିବିସି କାର୍ଯ୍ୟାଳୟ ଉପରେ ଆୟକର ବିଭାଗ ଚଢାଉ; କର୍ମଚାରୀଙ୍କ ମୋବାଇଲ ଜବତ

ନୂଆଦିଲ୍ଲୀ: ଭାରତରେ ଥିବା ବିବିସିର ଏକାଧିକ କାର୍ଯ୍ୟାଳୟ ଉପରେ ଆଜି ଆୟକର ବିଭାଗ ପକ୍ଷରୁ  ଚଢାଉ କରାଯାଇଛି । ଦିଲ୍ଲୀ ସ୍ଥିତ  ବିବିସି କାର୍ଯ୍ୟକାଳୟ ଉପରେ ଆୟକର ବିିଭାଗ ଚଢାଉ କରି କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ମୋବାଇଲ ଫୋନ ଜବତ କରାଯାଇଥିବା କୁହାଯାଉଛି । ଏଥି ସହ ସେମାନଙ୍କୁ…

ସୁପ୍ରିମ୍‌ କୋର୍ଟରେ ପହଞ୍ଚିଲା ବିବିସି ଡକ୍ୟୁମେଣ୍ଟାରୀ ଫିଲ୍ମ ମାମଲା

ନୂଆଦିଲ୍ଲୀ : ବର୍ତ୍ତମାନ ବିବାଦୀୟ ବିବିସିର ଡକ୍ୟୁମେଣ୍ଟ୍ରୀ ଫିଲ୍ମ ମାମଲା ସୁପ୍ରିମ କୋର୍ଟରେ ପହଞ୍ଚିଛି  । ୨୦୦୨ ମସିହାରେ ଗୁଜୁରାଟରେ ହୋଇଥିବା ଦଙ୍ଗା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପରେ ଏହି ଡକ୍ୟୁମେଣ୍ଟାରୀଟି ଆଧାରିତ ହୋଇଛି । ଏହି ଫିଲ୍ମରେ ଅନେକ ବିବାଦୀୟ ପ୍ରସଙ୍ଗଥିବା…

ବିବିସି ଡକ୍ୟୁମେଣ୍ଟରି ବିବାଦ: ଗିରଫ ହେଲେ ଦିଲ୍ଲୀ ୟୁନିଭର୍ସିଟି ଫାକଲ୍ଟି ଅଫ ଆର୍ଟସର ଛାତ୍ର

ନୂଆଦିଲ୍ଲୀ: ୨୦୦୨  ଗୁଜୁରାଟ ଦଙ୍ଗାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ବିବିସି କରିଥିବା ଏକ ଡକ୍ୟୁମେଣ୍ଟାରିକୁ ନେଇ ବିବାଦ ତେଜିବାରେ ଲାଗିଛି । ଏଥିରେ ଦଙ୍ଗା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦାୟୀ କରାଯାଇଛି । ଏହି ଡକ୍ୟୁମେଣ୍ଟାରୀକୁ ଭାରତରେ ବିରୋଧ କରିବା…